Posted inଜାତୀୟ

ବିବାହ ବିନା ଜନ୍ମ ହୋଇଥିବା ପିଲାଙ୍କୁ ମିଳିପାରିବ ପୈତୃକ ସମ୍ପତ୍ତି: ଖୁବ୍‌ଶୀଘ୍ର ଆସିବ ରାୟ

ନୂଆଦିଲ୍ଲୀ,୧୮।୮: ସୁପ୍ରିମକୋର୍ଟ ଶୁକ୍ରବାର ୨୦୧୧ର ଏକ ଆବେଦନ ଉପରେ ନିଜର ରାୟକୁ ସୁରକ୍ଷିତ ରଖିଛନ୍ତି। ଏହି ଆବେଦନପତ୍ରରେ ଏକ ଆଇନଗତ ପ୍ରସଙ୍ଗ ଉଠିଥିଲା, ଯେଉଁଥିରେ କୁହାଯାଇଥିଲା ବିବାହ ବିନା ଜନ୍ମ ହୋଇଥିବା ପିଲା ହିନ୍ଦୁ ବିବାହ ଅଧିନିୟମ ଅନୁଯାୟୀ ସେମାନଙ୍କ ମାତାପିତାଙ୍କର ପୈତୃକ ସମ୍ପତ୍ତିରେ ଅଂଶୀଦାର ହେବେ କି ନାହିଁ। ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ, ଜଷ୍ଟିସ ଜେବି ପାରଦିଓ୍ବାଲା ଏବଂ ଜଷ୍ଟିସ ମନୋଜ ମିଶ୍ରାଙ୍କ ଏକ ବେଞ୍ଚ ଏହି ଆବେଦନ ଉପରେ ବିଭିନ୍ନ ଓକିଲଙ୍କ ଯୁକ୍ତି ଶୁଣିଛନ୍ତି ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ରାୟକୁ ସୁରକ୍ଷିତ ରଖିଛନ୍ତି।

ସୂଚନାଯୋଗ୍ୟ, ହିନ୍ଦୁ ବିବାହ ଆଇନର ଧାରା ୧୬(୩) ଅନୁଯାୟୀ ବିନା ବିବାହରେ ଜନ୍ମ ହୋଇଥିବା ପିଲାଙ୍କର ଅଧିକାର କେବଳ ସେମାନଙ୍କ ମାତାପିତାଙ୍କ ଦ୍ୱାରା ଅର୍ଜିତ ହୋଇଥିବା ସମ୍ପତ୍ତି ଉପରେ ହେବ ନା ପୈତୃକ ସମ୍ପତ୍ତି ଉପରେ ମଧ୍ୟ ଅଧିକାର ରହିବ, ତାହା ମଧ୍ୟ ସୁପ୍ରିମକୋର୍ଟ ନିଷ୍ପତ୍ତି ନେବେ। ୨୦୧୧ ମାର୍ଚ୍ଚ ୩୧ରେ ୨ ବିଚାରପତି ବେଞ୍ଚ ଏହି ମାମଲାକୁ ଏକ ବଡ ବେଞ୍ଚକୁ ପଠାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଜୁନାଗଡ଼ରେ ଏନଫୋର୍ସ ଟିମର ଖାଦ୍ୟ ସାମଗ୍ରୀ ଯାଞ୍ଚ

ଜୁନାଗଡ଼,୧୮।୪(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ଏନଫୋର୍ସ ଟିମ ପକ୍ଷରୁଖାଦ୍ୟ ସାମଗ୍ରୀ ଯାଞ୍ଚ କରାଯାଇଛି। ଏହି ଟିମରେ ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ,ଜୁନାଗଡ଼…

ସିବିଏସ୍‌ଇ ଦଶମ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦଶମ ପରୀକ୍ଷାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ର ବବୁଲ କୁମାର ମେହେର ୯୭.୬୦%…

ନୂଆପଡ଼ାରେ ତିନିଦିନ ସ୍କୁଲ ବନ୍ଦ

ନୂଆପଡ଼ା,୧୮ା୪ (ମକାରୁ ବେମାଲ): ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲା ପ୍ରଶାସନ ସମସ୍ତ ସ୍କୁଲକୁ ତିନିଦିନ ପାଇଁ ବନ୍ଦ ଘୋଷଣା କରିଛି।…

ହର୍ମୁଜରେ ଭାରତୀୟ ଜହାଜ ଉପରେ ଗୁଳିମାଡ଼ କଲା ଇରାନ! ସମୁଦ୍ର ମଝିରେ ମୁହାଁମୁହିଁ ହୋଇଗଲେ…

ନୂଆଦିଲ୍ଲୀ,୧୮।୪: ବିଶ୍ୱ ଶକ୍ତି ଯୋଗାଣ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଧମନୀ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ସାମ୍ପ୍ରତିକ ରିପୋର୍ଟ ଅନୁଯାୟୀ, ଇରାନୀ…

ଭାରତ ଆଡେ ମୁହାଁଉଥିବା ତେଲ ଟ୍ୟାଙ୍କର ହର୍ମୁଜରେ ନେଲା ୟୁ ଟର୍ନ, ହଠାତ୍‌ ମଝି ସମୁଦ୍ରରେ ଘେରିଗଲେ…

ନୂଆଦିଲ୍ଲୀ,୧୮।୪: ଇରାନର ଦାବି ସତ୍ତ୍ୱେ ଯେ ସେ ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଭାବରେ ଖୋଲି ଦେଇଛି, ପରିସ୍ଥିତି ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୱାଭାବିକ ହୋଇନାହିଁ। ବ୍ଲୁମବର୍ଗର ଏକ ରିପୋର୍ଟ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

ପାକିସ୍ତାନ ଆତଙ୍କୀ ଲିଙ୍କ: ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ, ଦେଶ ବିରୋଧରେ ବଡ଼ ଧରଣର ଷଡ଼ଯନ୍ତ୍ର

ଭୁବନେଶ୍ୱର,୧୮।୪: ଶେଖ୍‌ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ କରାଯାଇଛି। ଇମ୍ରାନଙ୍କ ସହ ଅନ୍ୟ ୩…

୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri