Posted inଜାତୀୟ

ରଦ୍ଦ ହେବନି ସିନ୍ଧିଆଙ୍କ ରାଜ୍ୟ ସଭା ସଦ୍ୟସତା ପଦ! ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ,୭।୭: କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଶୁକ୍ରବାର ସୁପ୍ରିମକୋର୍ଟଙ୍କଠାରୁ ବଡ଼ ଆଶ୍ୱସ୍ତି ପାଇଛନ୍ତି। ଶୁକ୍ରବାର ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ଏକ ଆଦେଶରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। କେନ୍ଦ୍ର ମନ୍ତ୍ରୀ ସିଦ୍ଧିଆଙ୍କ ରାଜ୍ୟ ସଭା ନିର୍ବାଚନ ପାଇଁ ନାମାଙ୍କନପତ୍ରରେ ତଥ୍ୟ ଲୁଚାଇଥିବା ନେଇ ହାଇକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଥିଲା। ଯାହାକୁ ହାଇକୋର୍ଟ ଖାରଜ କରିଦେଇଥିଲେ। କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ନେତା ଜ୍ୟୋତିରାଦିତ୍ୟ ଉପରେ ବିଚାରାଧୀନ ଅପରାଧିକ ମାମଲା ସମ୍ପର୍କରେ ତଥ୍ୟ ଲୁଚାଇଥିବା ଅଭିଯୋଗ କରି ତାଙ୍କ ନାମାଙ୍କନପତ୍ରକୁ ଚ୍ୟାଲେଞ୍ଜ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଇମ୍ରାନଙ୍କ ଦଳର ଚାରି ଜଣ ନେତାଙ୍କୁ ଦଶ ବର୍ଷ ଜେଲଦଣ୍ଡ

ଲାହୋର,୨୧।୬: ଶନିବାର ପାକିସ୍ତାନର ଏକ କୋର୍ଟ ୨୦୨୩ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର ଚାରି ଜଣ…

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

ଟିମ ଇଣ୍ଡିଆରେ ରୋହିତ ଶର୍ମାଙ୍କ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଲେ ଅଧିନାୟକ ଶୁଭମନ, କହିଲେ…

ନୂଆଦିଲ୍ଲୀ, ୨୧।୬: ତୃତୀୟ ଦିନିକିଆ ମ୍ୟାଚରେ ଭାରତ, ଆଫଗାନିସ୍ତାନକୁ ୯ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହିତ ଟିମ ଇଣ୍ଡିଆ, ଆଫଗାନିସ୍ତାନକୁ ଦିନିକିଆ ସିରିଜରେ କ୍ଲିନ ସ୍ବିପ୍‌…

ଭାରତ କ’ଣ ପାଇଲା

ଜୁନ୍‌ ୧୭ରେ ଏକ ଖବର ପ୍ରକାଶ ପାଇଥିଲା, ଆମେରିକା ଇଣ୍ଡୋ-ପାସିଫିକ କମାଣ୍ଡର ନାମ ବଦଳାଇ ପୁଣିଥରେ ‘ପାସିଫିକ କମାଣ୍ଡ’ କରିଦେଇଛି। କଶ୍ମୀରର ଏକ ଭୁଲ୍‌ ମାନଚିତ୍ର ସହିତ…

ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ବଡ଼ ନିଷ୍ପତ୍ତି: ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତ ପରିବର୍ତ୍ତେ ଗସ୍ତ କରିବେ ଏହି ଦେଶ

ଢାକା,୨୧।୬: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ତାଙ୍କର ପ୍ରଥମ ବିଦେଶ ଗସ୍ତ ପାଇଁ ମାଲେସିଆ ଏବଂ ଚାଇନାକୁ ବାଛିଛନ୍ତି। ଏହି ନିଷ୍ପତ୍ତିକୁ ତାଙ୍କର ନୂତନ ବୈଦେଶିକ ନୀତି…

ଆରାବଳୀ ରାୟ ସମୀକ୍ଷା କମିଟିର ପରିବର୍ତ୍ତନ ଦାବି, ସିଜେଆଇଙ୍କୁ ପତ୍ର ଲେଖିଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୧।୬: ଆରାବଳୀ ପର୍ବତମାଳାର ସୁରକ୍ଷା ଲକ୍ଷ୍ୟରେ ଦିଆଯାଇଥିବା ପୂର୍ବ ରାୟର ସମୀକ୍ଷା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟିରେ ପରିବର୍ତ୍ତନ ପାଇଁ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କୁ…

ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ: ଉଦ୍ଧବ

ମୁମ୍ବାଇ,୨୧।୬: ଶିବସେନା (ୟୁବିଟି)ରେ ବିଦ୍ରୋହ ଅଧିକ ଗମ୍ଭୀର ହେଉଥିବାବେଳେ ଦଳ ଅଧ୍ୟକ୍ଷ ପଦ ଛାଡ଼ିବାକୁ ପ୍ରସ୍ତୁତ ଥିବା ନେଇ ଉଦ୍ଧବ ଠାକ୍‌ରେ ଶୁକ୍ରବାର କହିଛନ୍ତି। ତାଙ୍କ ନେତୃତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri