Posted inଜାତୀୟ

ମମତା ସରକାରଙ୍କୁ ବଡ଼ ଝଟକା ଦେଲେ ସୁପ୍ରିମକୋର୍ଟ, ଇଡି ବିରୋଧରେ…

ନୂଆଦିଲ୍ଲୀ,୧୫।୧: ସୁପ୍ରିମକୋର୍ଟ ଗୁରୁବାର ଇଡି ବିରୋଧରେ ଏଫଆଇଆର ଉପରେ ରୋକ ଲଗାଇଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଇ-ପିଏସି କାର୍ଯ୍ୟାଳୟରେ ଚଢାଉ କରିବା ପାଇଁ ଇଡି ବିରୋଧରେ ଅଭିଯୋଗ ଦାୟର କରିଥିଲେ। ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ପଶ୍ଚିମବଙ୍ଗ ସରକାରଙ୍କୁ କହିଥିଲେ ଯେ ସେମାନେ ଏଜେନ୍ସିର କାର୍ଯ୍ୟରେ ହସ୍ତକ୍ଷେପ କରିପାରିବେ ନାହିଁ।

ବିଚାରପତି ପ୍ରଶାନ୍ତ କୁମାର ମିଶ୍ର ଏବଂ ବିପୁଲ ପାଞ୍ଚୋଲିଙ୍କ ଖଣ୍ଡପୀଠ ସିସିଟିଭି ଫୁଟେଜ ସମେତ ସମସ୍ତ ପ୍ରମାଣ ସଂରକ୍ଷଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। କୋର୍ଟ ମମତା ବାନାର୍ଜୀ, ତୃଣମୂଳ କଂଗ୍ରେସ (ଟିଏମସି) ଏବଂ ପୋଲିସକୁ ନୋଟିସ ଜାରି କରିଥିଲେ। ପରବର୍ତ୍ତୀ ଶୁଣାଣି ଫେବୃଆରୀ ୩, ୨୦୨୬ରେ ଅନୁଷ୍ଠିତ ହେବ। କେନ୍ଦ୍ରୀୟ ଏଜେନ୍ସିର ଅଭିଯୋଗ ଗମ୍ଭୀର ବୋଲି କହି କୋର୍ଟ ଦୁଇ ସପ୍ତାହ ମଧ୍ୟରେ ମମତା ସରକାରଙ୍କଠାରୁ ଜବାବ ମାଗିଥିଲେ।

ଜାନୁଆରୀ ୮, ୨୦୨୬ରେ ଇଡି ଟିଏମସିର ଆଇଟି ମୁଖ୍ୟ ଏବଂ ରାଜନୈତିକ ପରାମର୍ଶଦାତା ସଂସ୍ଥା ଆଇ-ପିଏସିର ନିର୍ଦ୍ଦେଶକ ପ୍ରତୀକ ଜୈନଙ୍କ ଘର ଏବଂ କମ୍ପାନୀ ପରିସରରେ ଚଢାଉ କରିଥିଲା। ତଦନ୍ତକାରୀ ସଂସ୍ଥା ଅଭିଯୋଗ କରିଛି ଯେ ମୁଖ୍ୟମନ୍ତ୍ରୀ ମମତା ବଙ୍ଗଳା ପୋଲିସ ଅଧିକାରୀଙ୍କ ସହିତ ସେଠାରେ ପହଞ୍ଚିଥିଲେ ଏବଂ ତାଙ୍କ ସହିତ ପ୍ରମାଣ ନେଇଯାଇଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୭୦ ପ୍ୟାକେଟ୍‌ ବ୍ରାଉନସୁଗାର ଜବତ: ଶୁଭମଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୪।୩(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସକୁ ମିଳିଛି ଏକ ସଫଳତା l ବୁଧବାର ସକାଳେ ପାଟ୍ରୋଲିଂ ସମୟରେ ଏକ ସ୍କୁଟିକୁ ଯାଞ୍ଚ ସମୟରେ ବ୍ରାଉନସୁଗାର…

ପାକିସ୍ତାନ ଟିମ୍‌ରୁ ବିଦା ହେଲେ ବାବର ଆଜମ, ଟି-୨୦ରେ…

ଇସଲାମବାଦ,୪।୩: ୨୦୨୬ ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନ କରିଥିବା ବାବର ଆଜମଙ୍କୁ ପାକିସ୍ତାନ ଦଳରୁ ବାଦ ଦିଆଯାଇଛି। ଟୁର୍ନାମେଣ୍ଟର ଛଅଟି ମ୍ୟାଚରେ ମାତ୍ର ୯୧ ରନ କରିଥିବା…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଖୁସି ଖବର! ଭାରତକୁ ତେଲ ଦେବ ଏହି ଦେଶ

ନୂଆଦିଲ୍ଲୀ,୪।୩: ଇରାନ ହୋର୍ମୁଜ୍ ଷ୍ଟ୍ରେଟକୁ ନିଜ ନିୟନ୍ତ୍ରଣରେ ନେଇଛି, ଯାହା ଦ୍ୱାରା ଅନ୍ତର୍ଜାତୀୟ ବଜାରକୁ ତୈଳ ଯୋଗାଣ ବନ୍ଦ ହୋଇଯାଇଛି । ଏହା ଫଳରେ ଅଶୋଧିତ ତୈଳ…

ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ…

ବରୀ,୪ା୩(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ବ୍ଲକ ସ୍ବାଇଁଖଣ୍ଡ ପଞ୍ଚାୟତ ଯଅଁପଡ଼ା ଗ୍ରାମର ହିରଣ୍ୟ ବେଉରିଆ ନଦୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ରଙ୍ଗ ଖେଳ ପରେ…

ହୋଲିରେ ଡିଜେ ବଜାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୧୨ ଆହତ

ତିହିଡ଼ି,୪ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ବୋଡ଼କ ପଞ୍ଚାୟତ ଅଧୀନ ଖରିଦାପାଟଣା ଗ୍ରାମରେ ବୁଧବାର ସକାଳେ ଗୋଷ୍ଠୀ ସଂଘର୍ଷ ଉପୁଜିଛି। ଡିଜେ ବଜାକୁ କେନ୍ଦ୍ର କରି…

ପୋଖରୀକୁ ଖସିପଡିଲା ଟ୍ରାକ୍ଟର: ଡ୍ରାଇଭର୍‌ଙ୍କ ସହ ଘଟିଲା…

ବାହାନଗା, ୪। ୩(ଅରୂପ କୁମାର ଦାସ): ହୋଲିରେ ଅଘଟଣ। ବୁଧବାର ବାଲେଶ୍ୱର ଜିଲା ଗୋପାଳପୁର ପଞ୍ଚାୟତ ଆପିତିର ଗ୍ରାମର ଏକ ଟ୍ରାକ୍ଟର ପୋଖରୀକୁ ଖସି ପଡିବାରୁ ପଙ୍କରେ…

କୃତଜ୍ଞତା ଜଣାଇଲେ ଦିଲ୍ଲୀପ ରାୟ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ସମେତ…

ଭୁବନେଶ୍ୱର,୪ା୩: ରାଜ୍ୟ ସଭା ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି ସରଗରମ ରହିଛି। ଆସନ୍ତା ୧୬ରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। କହିବାକୁ ଗଲେ ୩ଟି ଆସନ…

ହୋଲିରେ ରାଜ୍ୟ କର୍ମଚାରୀଙ୍କୁ ବଡ଼ ଉପହାର, ୩% ବଢିଲା DA, ପେନଶନଭୋଗୀଙ୍କୁ…

ନୂଆଦିଲ୍‌ଲୀ,୪।୩: ହୋଲି ଅବସରରେ, ମଧ୍ୟପ୍ରଦେଶ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଖୁସି ଖବର ମିଳିଛି। ମୋହନ ଯାଦବଙ୍କ ନେତୃତ୍ୱାଧୀନ ରାଜ୍ୟ ସରକାର ମହଙ୍ଗା ଭତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri