Posted inଜାତୀୟ

ପରବର୍ତ୍ତୀ ପ୍ରଧାନ ବିଚାରପତି ପାଇଁ ଏନ.ଭି ରମଣଙ୍କ ନାଁ ସୁପାରିସ କଲେ ବୋବଡେ

ନୂଆଦିଲ୍ଲୀ,୨୪।୩: ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଏନ.ଭି ରମଣ ଦେଶର ପରବର୍ତ୍ତୀ ସମ୍ଭାବ୍ୟ ପ୍ରଧାନ ବିଚାରପତି ହୋଇପାରନ୍ତି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏସ୍‌.ଏ ବୋବଡେ ତାଙ୍କ ଉତ୍ତରାଧିକାରୀ ଭାବରେ ଜଷ୍ଟିସ ରମଣଙ୍କ ନାମ ସୁପାରିଶ କରିଛନ୍ତି। ବୋବଡେ ଏପ୍ରିଲ ୨୩ରେ ଅବସର ନେଉଛନ୍ତି। ଜଷ୍ଟିସ ନାଥୁଲାପାଟୀ ଭେକଟ ରମଣ ଫେବୃଆରୀ ୨, ୨୦୧୭ରେ ସୁପ୍ରିମକୋର୍ଟର ବିଚାରପତି ଭାବରେ ନିଯୁକ୍ତ ହୋଇଥିଲେ। ଏବେ ତାଙ୍କ କାର୍ଯ୍ୟକାଳର ଦୁଇ ବର୍ଷରୁ କମ ସମୟ ଅଛି। ସେ ୨୬ ଅଗଷ୍ଟ ୨୦୨୨ରେ ଅବସର ନେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପରେ ବନ୍ଧୁକ ଦେଖାଇ ଲୁଟ୍‌

ବାଲେଶ୍ୱର, ୪।୭( ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ଗାନ୍ଧୀ ଛକ – ବାଲିଆପାଳ ରାସ୍ତାର ଦରଡା ପେଟ୍ରୋଲ ପମ୍ପରୁ ଶୁକ୍ରବାର ବିଳମ୍ୱିତ ରାତିରେ…

ଭାବପ୍ରବଣ ହୋଇ ପ୍ରଶଂସକଙ୍କୁ ଏମିତି ସରପ୍ରାଇଜ୍‌ ଦେଲେ ରୋନାଲ୍ଡୋ: ଜିତିଲେ ହୃଦୟ

ନୂଆଦିଲ୍ଲୀ,୪।୭: ପର୍ତ୍ତୁଗାଲ ୨୦୨୬ ଫିଫା ବିଶ୍ୱକପରେ ରାଉଣ୍ଡ ଅଫ ୧୬ରେ ପହଞ୍ଚିଛି। ଏଠାରେ ସେମାନେ ସ୍ପେନ ସହିତ ମୁକାବିଲା କରିବାକୁ ଯାଉଛନ୍ତି। କ୍ରିଷ୍ଟିଆନୋ ରୋନାଲ୍ଡୋ ପୂର୍ବରୁ ରାଉଣ୍ଡ…

ଆତଙ୍କବାଦ ଉପରେ ଭାରତର କଡ଼ା ପ୍ରହାର, ଚମକିପଡ଼ିଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୪।୭: ଆତଙ୍କବାଦ ବିରୋଧରେ ଏକ ବଡ଼ ପଦକ୍ଷେପ ସ୍ବରୂପ, କେନ୍ଦ୍ର ସରକାର ବେଆଇନ କାର୍ଯ୍ୟକଳାପ (ନିବାରଣ) ଆଇନ (UAPA) ଅଧୀନରେ ୨୩ ଜଣଙ୍କୁ ଆନୁଷ୍ଠାନିକ ଭାବରେ ଆତଙ୍କବାଦୀ…

ହୋଇପାରୁନି ସରକାର-ଡାକ୍ତରଙ୍କ ସହ ବୁଝାମଣା: ୪ PHC ସମ୍ପୂର୍ଣ୍ଣ ଠପ୍‌, CHC ଭରସା ମାତ୍ର ଜଣେ ଡାକ୍ତର

ଜଗନ୍ନାଥ ପ୍ରସାଦ ,୪।୭(ବିଭୁ ପ୍ରସାଦ ପଟ୍ଟନାୟକ): ରାଜ୍ୟରେ ସରକାର ଏବଂ ଆନ୍ଦୋଳନରତ ଡାକ୍ତରମାନଙ୍କ ମଧ୍ୟରେ ଚାଲିଥିବା ଆଲୋଚନା ବିଫଳ ହେବା ପରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ…

ଅଜଣା ଗାଡ଼ି ଧକ୍କାରେ ୩ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ: ମୃତକଙ୍କ ପରିଚୟ ମିଳୁନି

ବାଲିଗୁଡା,୪।୭:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ନିକଟସ୍ଥ ୫୯ନଂ ଜାତୀୟ ରାଜପଥ ଖଡ଼ଗ ନଦୀ ପୋଲ ଉପରେ ଶୁକ୍ରବାର ବିଳମ୍ବିତ ରାତିରେ…

ହଠାତ ବିଗିଡ଼ିଗଲା ଉପମୁଖ୍ୟମନ୍ତ୍ରୀ ଶିନ୍ଦେଙ୍କ ସ୍ବାସ୍ଥ୍ୟାବସ୍ଥା, ଥାଣେର ହସ୍ପିଟାଲରେ ଭର୍ତ୍ତି

ଥାଣେ,୪।୭: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ହଠାତ ଅସୁସ୍ଥ ହୋଇପଡ଼ିଲେ ଏବଂ ପରେ ତାଙ୍କୁ ଥାଣେର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ଅନୁସାରେ, ଅତ୍ୟଧିକ ଚାପ…

ଚଳଚଞ୍ଚଳ ଚାଷୀ: ଲଗାଣ ବର୍ଷାରେ ଜମିରେ ବୁଡ଼ିଲା ବିହନ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ):ଲଘୁଚାପଜନିତ ବର୍ଷା ଶୁକ୍ରବାରଠାରୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ଆରମ୍ଭ ହୋଇଛି l ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଚାଷୀକୁଳ l ଯେହେତୁ ଗତ କିଛି ଦିନ ତଳେ…

କ୍ୱାର୍ଟର୍ସରେ ଝୁଲିପଡ଼ିଲେ ମହିଳା IIC ବିୟୁଟି: ମୃତ୍ୟର କାରଣ ଅସ୍ପଷ୍ଟ

କଟକ,୪।୭(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଚାଉଳିଆଗଞ୍ଜ ଥାନା ଅଧିକାରୀ ମହିଳା ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା କରିଛନ୍ତି। ମହିଳା ଆଇଆଇସି ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri