Posted inଜାତୀୟ

କେନ୍ଦ୍ର ସରକାର ଅନୁମତି ଦେଲେ ଇତିହାସ ରଚିବ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୧୯।୧: ଇତିହାସ ରଚିବାକୁ ଯାଉଛି ସୁପ୍ରିମକୋର୍ଟ। କାରଣ ସର୍ବୋଚ୍ଚ ନ୍ୟାୟାଳୟରେ ଦାୟିତ୍ୱ ପାଇବାକୁ ଯାଉଛନ୍ତି ଆଉ ଜଣେ ଦଳିତ ବିଚାରପତି। ଏନେଇ ସୁପ୍ରିମକୋର୍ଟର କଲେଜିୟମମାନେ ଏକ ବୈଠକରେ କର୍ନାଟକ ହାଇକୋର୍ଟର ମୁଖ୍ୟ ବିଚାରପତି ପିବି ବରାଲେଙ୍କ ନାମ ସୁପାରିଶ କରିଛନ୍ତି। ଯଦି କେନ୍ଦ୍ର ସରକାର ବରାଲେଙ୍କୁ ଚୟନ କରନ୍ତି ତେବେ ତାହା ଇତିହାସରେ ସ୍ବର୍ଣ୍ଣକ୍ଷାରରେ ଲିପିବଦ୍ଧ ହେବ। କୋର୍ଟରେ ଏକକାଳୀନ ୩ ଦଳିତ ବିଚାରପତି କାର୍ଯ୍ୟ କରିବେ।

ବୈଠକରେ ସୁପ୍ରିମକୋର୍ଟର ବିଚାରପତିମାନେ କହିଥିଲେ କି, ଜଷ୍ଟିସ ବରାଲେ ନ୍ୟାୟଧିଶ ରୂପେ ବହୁ ଅନୁଭବ ପ୍ରାପ୍ତ କରିଛନ୍ତି। ତେଣୁ ତାଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି କରିବା ଉଚିତ।

ଜଷ୍ଟିସ ବରାଲେଙ୍କ ବ୍ୟତୀତ ଉଚ୍ଚ ନ୍ୟାୟଳୟରେ ଆଉ ଦୁଇ ଦଳିତ ସମୁଦାୟର ଆସୁଥିବା ଜଜ୍‌ ଅଛନ୍ତି। ସେମାନେ ହେଲେ ବି ଆର ଗବାଇ ଓ ସି ଟି ରବିକୁମାର। ଜଷ୍ଟିଷ ବରାଲେଙ୍କୁ ୨୦୦୮ ଗୁଲାଇ ୧୮ରେ ବମ୍ବେ ହାଇକୋର୍ଟର ନ୍ୟାୟଧିଶ ଭାବେ ନିଯୁକ୍ତି କରାଯାଇଥିଲା। ପରେ ୨୦୨୨ ଅକ୍ଟୋବର ୧୫ରେ କର୍ନାଟକ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

ଏପ୍ରିଲ ୧ରୁ ବଢିବ ଏହି ସବୁ ଔଷଧର ମୂଲ୍ୟ: ପାରାସିଟାମଲଠାରୁ ଆଣ୍ଟିବାୟୋଟିକ ପର୍ଯ୍ୟନ୍ତ….

ନୂଆଦିଲ୍ଲୀ,୨୬।୩: ୧ ଏପ୍ରିଲ, ୨୦୨୬ ଠାରୁ, ଯନ୍ତ୍ରଣା ନିବାରକ, ଆଣ୍ଟିବାୟୋଟିକ ଏବଂ ଜ୍ୱର ହ୍ରାସକାରୀ ଔଷଧର ମୂଲ୍ୟ ବୃଦ୍ଧି ପାଇବ। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ…

ଏସଡିଓଙ୍କ ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା: ଏତିକି ଟଙ୍କାର ରଖିଥିଲେ ମେଶିନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କ ସରକାରୀ କାର୍ଯ୍ୟାଳୟ ଏବଂ ବାସଭବନରେ ଭିଜିଲାନ୍ସ ଟିମ ଗୁରୁବାର ସକାଳୁ ଆୟ…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

ଯୁଦ୍ଧ ଭିତରେ ଭାରତକୁ ବଡ଼ ଝଟ୍‌କା, ବଢିଗଲା ପେଟ୍ରୋଲ ଦର; ଜାଣନ୍ତୁ ଆଜିର ରେଟ୍‌…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାବେଳେ, ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦେଶର ଏକ ପ୍ରମୁଖ ଘରୋଇ ଇନ୍ଧନ ଖୁଚୁରା ବ୍ୟବସାୟୀ ନାୟାରା ଏନର୍ଜି ଗୁରୁବାର ପେଟ୍ରୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri