Posted inଜାତୀୟ

ବିମୁଦ୍ରୀକରଣ ରେକର୍ଡ ଦାଖଲ ପାଇଁ କେନ୍ଦ୍ର-ଆରବିଆଇକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୭।୧୨ : ବିମୁଦ୍ରୀକରଣ ରେକର୍ଡ ଦାଖଲ ପାଇଁ ବୁଧବାର ସୁପ୍ରିମକୋର୍ଟ କେନ୍ଦ୍ର ସରକାର ଏବଂ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୬ ରେ ୧୦୦୦ ଏବଂ ୫୦୦୦ ଟଙ୍କିଆ ନୋଟ ଅଚଳ କରିବାକୁ ସରକାରଙ୍କ ନିଷ୍ପତ୍ତି ସହ ଜଡିତ ରେକର୍ଡ ପ୍ରସ୍ତୁତ କରିବାକୁ ଶୀର୍ଷ କୋର୍ଟ କହିଛନ୍ତି।

କେନ୍ଦ୍ରର ୨୦୧୬ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ଜଷ୍ଟିସ ଏସ ଏ ନାଜିରଙ୍କ ନେତୃତ୍ୱରେ ତଥା ଆଟର୍ନି ଜେନେରାଲ ଆର ଭେଙ୍କଟାରିମଣି, ଆରବିଆଇର ପରାମର୍ଶଦାତା ତଥା ବରିଷ୍ଠ ଆଡଭୋକେଟ ପି ଚିଦାମ୍ବରମ ଏବଂ ଶ୍ୟାମ ଦଓ୍ବୋନ ଆବେଦନକାରୀଙ୍କ ଆଇନଜୀବୀଙ୍କ ଯୁକ୍ତି ଶୁଣିଛନ୍ତି।

ଜଷ୍ଟିସ ବି.ଆର ଗାଭାଇ, ଏସ ବୋପାନ୍ନା, ଭି ରାମାସୁବ୍ରମଣ୍ୟମ ଏବଂ ବି.ଭି ନାଗରତ୍ନା କହିଛନ୍ତି, ଆମେ ସମସ୍ତ ତର୍କ ଶୁଣିଛୁ ଏବଂ ଫଇସଲା ସଂରକ୍ଷିତ ଅଛି। ୟୁନିଅନ ଅଫ ଇଣ୍ଡିଆ ଏବଂ ରିଜର୍ଭ ବ୍ୟାଙ୍କ ଅଫ କାଉନସିଲକୁ ସମ୍ପୃକ୍ତ ରେକର୍ଡଗୁଡିକ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସୋଲିସିଟର ଜେନେରାଲ ବେଞ୍ଚକୁ କହିଛନ୍ତି ଯେ ସେ ସିଲ କଭରରେ ସମ୍ପୃକ୍ତ ରେକର୍ଡ ଦାଖଲ କରିବେ। ୮ ନଭେମ୍ବର ୨୦୧୬ ରେ କେନ୍ଦ୍ର ସରକାର ଘୋଷଣା କରିଥିବା ନୋଟ ବ୍ୟାନକୁ ଚ୍ୟାଲେଞ୍ଜ କରି ୫୮ଟି ପିଟିଶନର ଶୁଣାଣି ସାମ୍ବିଧାନିକ ଖଣ୍ଡପୀଠ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri