Odisha Elections 2024
Posted inଜାତୀୟ

ଜାତୀୟ ପୁରୁଷ ଆୟୋଗ ଗଠନ ଆବେଦନକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୩।୭ : ଘରୋଇ ହିଂସାର ଶିକାର ହୋଇଥିବା ବିବାହିତ ପୁରୁଷଙ୍କ ଦ୍ୱାରା ଆତ୍ମହତ୍ୟା ମାମଲାର ସମାଧାନ ପାଇଁ ନିର୍ଦ୍ଦେଶନାମା ମାଗୁଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ପୁରୁଷଙ୍କ ପାଇଁ ଜାତୀୟ ଆୟୋଗ ଗଠନ କରିବାକୁ ଆବେଦନକାରୀ ଦାବି କରିଥିଲେ। ସୁପ୍ରିମକୋର୍ଟ ଆବେଦନକୁ ଖାରଜ କରିବା ପରେ ଆବେଦନକାରୀ ଏହାକୁ ପ୍ରତ୍ୟାହାର କରିନେଇଛନ୍ତି।

ମାମଲାର ଶୁଣାଣି ସମୟରେ କୋର୍ଟ ଆବେଦନକାରୀଙ୍କୁ ପଚାରିଥିଲେ ସେ ବିବାହ ପରେ ଶୀଘ୍ର ମୃତ୍ୟୁବରଣ କରିଥିବା ଯୁବତୀଙ୍କ ତଥ୍ୟ ଦେଇପାରିବେ କି? କୋର୍ଟ କହିଛନ୍ତି କେହି ଆତ୍ମହତ୍ୟା କରିବାକୁ ଚାହାଁନ୍ତି ନାହିଁ, ଏହା ବ୍ୟକ୍ତିଗତ ମାମଲାର ତଥ୍ୟ ଉପରେ ନିର୍ଭର କରେ।

କୋର୍ଟ କହିଛନ୍ତି ଅପରାଧିକ ଆଇନ ଚିକିତ୍ସା ନୁହେଁ, ଏହା ସୁରକ୍ଷା ପ୍ରଦାନ କରିଥାଏ। ଓକିଲ ମହେଶ କୁମାର ତିୱାରୀଙ୍କ ଦ୍ୱାରା ଏହି ପିଟିଶନ ଦାଖଲ କରାଯାଇଥିଲା। ଦେଶରେ ଆକସ୍ମିକ ମୃତ୍ୟୁ ସମ୍ପର୍କରେ ୨୦୨୧ ମସିହାରେ ପ୍ରକାଶିତ ନ୍ୟାଶନାଲ କ୍ରାଇମ ରେକର୍ଡ ବ୍ୟୁରୋ (ଏନସିଆରବି) ତଥ୍ୟକୁ ଆବେଦନରେ ଦର୍ଶାଯାଇଥିଲା।

ଏଥିରେ ଉଲ୍ଲେଖ କରାଯାଇଥିଲା ସେହି ବର୍ଷ ସାରା ଦେଶରେ ଏକ ଲକ୍ଷ ୬୪ ହଜାର ୩୩ ଜଣ ଆତ୍ମହତ୍ୟା କରିଥିଲେ। ଏହି ଆବେଦନରେ କୁହାଯାଇତତ୍ଲା ସେମାନଙ୍କ ମଧ୍ୟରେ ବିବାହିତ ପୁରୁଷଙ୍କ ସଂଖ୍ୟା ୮୧ ହଜାର ୬୩ ଥିବାବେଳେ ସେମାନଙ୍କ ମଧ୍ୟରେ ୨୮ ହଜାର୬୮୦ ବିବାହିତ ମହିଳା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାତି ମାଲିଓ୍ବାଲ ମାମଲାର ଯାଞ୍ଚ କରିବ ଏସଆଇଟି, ଏହି ମହିଳା ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

ନୂଆଦିଲ୍ଲୀ,୨୧।୫: ସ୍ବାତି ମାଲିୱାଲ ଆମ ଆଦମୀ ପାର୍ଟିରୁ ରାଜ୍ୟ ସଭା ଏମପିଙ୍କ ଉପରେ ଆକ୍ରମଣ ମାମଲାରେ ଏକ ବଡ ଅପଡେଟ ଆସିଛି। ଏହି ଆକ୍ରମଣ ଘଟଣାର...

ଯେ କୌଣସି ସ୍ତରକୁ ଯାଇପାରେ ‘ଇଣ୍ଡିଆ’ ମେଣ୍ଟ: ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ ପରେ ମୋଦି କହିଲେ ଏମିତି

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟ ଭୋଟ ଦେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଧନ୍ୟବାଦ ଜଣାଇବା ସହ ଭାଜପା ନେତୃତ୍ୱାଧୀନ ନ୍ୟାସନାଲ...

ମତଦାନ କେନ୍ଦ୍ର ଶୌଚାଳୟରେ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ଶିବସେନା (ୟୁବିଟି)ର ପୋଲିଂ ବୁଥ ଏଜେଣ୍ଟ ମନୋହର ନାଲେଜ(୬୨)ଙ୍କ ମୃତଦେହ ମୁମ୍ବାଇର ୱର୍ଲି ଅଞ୍ଚଳରେ ଥିବା ଏକ ମତଦାନ ବୁଥର ଶୌଚାଳୟ ଭିତରୁ ଜବତ...

ନିର୍ବାଚନ ପ୍ରତିଦ୍ୱନ୍ଦିତା ମଧ୍ୟରେ ଫୁଟିଲା ଗୁଳି, ଜଣେ ମୃତ ୨ ଆହତ, ଭାଜପା ନେତା ଗିରଫ

ପାଟନା,୨୧।୫: ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କାରଣରୁ ମଙ୍ଗଳବାର (ମେ’୨୧) ସକାଳେ ବିହାରର ଛପ୍ରାଠାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହି ଘଟଣାରେ ଜଣଙ୍କର ମତ୍ୟୁ...

କେଜ୍‌ରିଓ୍ବାଲଙ୍କ ଟେନ୍‌ସନ ବଢାଇଲା ଇଡି, ଆତ୍ମସମର୍ପଣର ତାରିଖ ପୂର୍ବରୁ…

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସମସ୍ୟା ବଢାଇଦେଇଛି। ଜୁନ ୨ରେ ଆତ୍ମସମର୍ପଣ ସମୟରେ ଇଡି ଏଏପି ସଂଯୋଜକ...

ଭାବପ୍ରବଣ ହେଲେ ରାହୁଲ ଗାନ୍ଧୀ: ବାପାଙ୍କ ପାଇଁ ଲେଖିଲେ ଏମିତି କଥା

ନୂଆଦିଲ୍ଲୀ,୨୧।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ପିତା ତଥା ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ପୁଣ୍ୟତିଥିରେ ଏକ ଭାବପ୍ରବଣ ବାର୍ତ୍ତା ଲେଖିଛନ୍ତି। ମଙ୍ଗଳବାର...

ଇରାନ ରାଷ୍ଟ୍ରପତିଙ୍କ ସମ୍ମାନାର୍ଥେ ଆଜି ଭାରତରେ ଶୋକ: ଅର୍ଦ୍ଧନମିତ ରହିବ ଜାତୀୟ ପତାକା

ନୂଆଦିଲ୍ଲୀ,୨୧।୫: ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କର ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସୋମବାର ଦୁର୍ଘଟଣାସ୍ଥଳରୁ ରଇସିଙ୍କ ମୃତଦେହ ମିଳିଥିବା ସରକାରୀ ଗଣମାଧ୍ୟମରେ ସ୍ପଷ୍ଟ କରାଯାଇଛି। ରବିବାର...

ମମତାଙ୍କୁ ଲିଗାଲ ନୋଟିସ୍‌

କୋଲକାତା,୨୧ା୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭାରତ ସେବାଶ୍ରମ ସଂଘ (ବିଏସ୍‌ଏସ୍‌)ର ସମ୍ପାଦକ ସ୍ବାମୀ ପ୍ରଦୀପ୍ତାନନ୍ଦ ସୋମବାର ଲିଗାଲ ନୋଟିସ୍‌ ପଠାଇ ୪୮ ଘଣ୍ଟା ମଧ୍ୟରେ ନିଃସର୍ତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri