କରୋନା ସଂକ୍ରମିତଙ୍କ ମୃତ୍ୟୁରେ ସହାୟତା ରାଶି ପାଇଁ ଆବଶ୍ୟକ ନାହିଁ କୌଣସି ଗାଇଡ୍‌ଲାଇନ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪।୮: କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଏବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩୧ ଲକ୍ଷ ଅତିକ୍ରମ କରି ସାରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ୫୭ ହଜାର ପାର କରି ଗଲାଣି। ଇତି ମଧ୍ୟରେ କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁ ହେଉଥିବା ବ୍ୟକ୍ତିଙ୍କ ପରିବାରବର୍ଗଙ୍କୁ ଯେଉଁ ସହାୟତା ରାଶି ମିଳିବା କଥା ତାକୁ ନେଇ କୌଣସି ଗାଇଡ୍‌ଲାଇନ ପ୍ରସ୍ତୁତ କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। କୋର୍ଟ କହିଛନ୍ତି ସବୁ ରାଜ୍ୟର ସ୍ଥିତି ଭିନ୍ନ ଭିନ୍ନ। ତେଣୁ ଏହାକୁ ନେଇ ଗାଇଡ୍‌ଲାଇନ ପ୍ରସ୍ତୁତ କରିବା ସମ୍ଭବ ନୁହେଁ। ସୂଚନାଯୋଗ୍ୟ, ଏହାକୁ ନେଇ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଥିବା ବେଳେ କୋର୍ଟ ଏହାକୁ ଖାରଜ କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋଦି ସରକାରରେ ୫.୩୫ ଲକ୍ଷ କୋଟିର ବ୍ୟାଙ୍କ ଜାଲିଆତି’

ନୂଆଦିଲ୍ଲୀ,୧୪।୨: କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଭାଜପା ସରକାରରେ ଦେଶରେ ୫.୩୫ ଲକ୍ଷ କୋଟି ଟଙ୍କାର ବ୍ୟାଙ୍କ ଦୁର୍ନୀତି ହୋଇଥିବା କଂଗ୍ରେସ ନେତା ରାହୁଲ...

ନଭେମ୍ବର ୧୭ରୁ ଖୋଲିବ କରତାରପୁର କରିଡର

ନୂଆଦିଲ୍ଲୀ,୧୬।୧୧:ଶ୍ରୀ ଗୁରୁ ନାନକ ଦେବ ଜୀଙ୍କର ପ୍ରକାଶ ପର୍ବ ପୂର୍ବରୁ କେନ୍ଦ୍ର ସରକାର କରତାରପୁର କରିଡର ଖୋଲିବାକୁ ଘୋଷଣା କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା...

ରାଜ୍ୟରେ ଆଜି ୩୬୩ କରୋନା ପଜିଟିଭ୍‌ ଚିହ୍ନଟ, ଆଉ ୩ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ ୩୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୫୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ୧୫ ଦିନ ମଧ୍ୟରେ ଘରେ ପହଞ୍ଚିବେ ସମସ୍ତ ପ୍ରବାସୀ ଶ୍ରମିକ

ନୂଆଦିଲ୍ଲୀ,୫।୬: ପ୍ରବାସୀ ଶ୍ରମିକଙ୍କ ଘର ବାହୁଡାକୁ ନେଇ ସୁପ୍ରିକୋର୍ଟରେ ଶୁକ୍ରବାର ଶୁଣାଣି କରାଯାଇଛି। କୋର୍ଟ କହିଛନ୍ତି ରାଜ୍ୟ ବାହାରେ ଥିବା ସମସ୍ତ ପ୍ରବାସୀ ଶ୍ରମିକଙ୍କୁ ଘରେ...

ଲକ୍‌ଡାଉନ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି। ତେବେ କରୋନାର ମୁକାବିଲା କରିବାକୁ କେନ୍ଦ୍ର ସରକାର...

ପିଆଜ ଖାଇଲେ ଦୂରହେବ କରୋନାଭାଇରସ!

ଚେନ୍ନାଇ,୨।୨: କରୋନାଭାଇରସ ଏବେ ସାରା ବିଶ୍ୱର ଚିନ୍ତାର କାରଣ ପାଲଟିଛି। ହେଲେ ଏହି ସମୟରେ ତାମିଲନାଡୁ କରାଇକୁଡିର ଜଣେ ହୋଟେଲ ମାଲିକ ସହଜ ଉପାୟରେ କରୋନାଭାଇରସଠାରୁ...

‘ଦଳ ଯେଉଁଠି କହିବ, ସେଠାରେ ନିର୍ବାଚନ ପ୍ରଚାର କରିବି’

ନୂଆଦିଲ୍ଲୀ,୫।୩: ଦଳ ଯେଉଁଠାରେ କହିବ ସେଇଠି ପ୍ରଚାର କରିବି ବୋଲି ଶୁକ୍ରବାର ଭେଟେରାନ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ କହିଛନ୍ତି। ୫ଟି ରାଜ୍ୟରେ ହେବାକୁ...

ମହାପଞ୍ଚାୟତକୁ ବିପୁଳ ସମର୍ଥନ

ଶାମଲି (ୟୁପି), ୬।୨: ପ୍ରଶାସନର ନିଷିଦ୍ଧାଦେଶକୁ ଭ୍ରୂକ୍ଷେପ ନ କରି ଶୁକ୍ରବାର ଉତ୍ତରପ୍ରଦେଶର ଶାମଲିଠାରେ ହଜାର ହଜାର ଚାଷୀ କିଷାନ ମହାପଞ୍ଚାୟତରେ ଯୋଗଦେଇଛନ୍ତି। ଦିଲ୍ଲୀ ସୀମାରେ...

Advertisement
Archives

Model This Week