Posted inଜାତୀୟ

ଚନ୍ଦ୍ରଚୂଡ଼ଙ୍କ ଶପଥ ଗ୍ରହଣକୁ ରୋକିବା ପିଟିଶନକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨।୧୧ : ଦେଶର ନୂତନ ପ୍ରଧାନ ବିଚାରପତି ହେବାକୁ ଯାଉଥିବା ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଶପଥ ଗ୍ରହଣ ବିରୋଧରେ ଦାଖଲ ହୋଇଥିବା ପିଟିଶନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଏହି ଆବେଦନରେ ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କୁ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ ନ କରାଇବାକୁ ଦାବି କରାଯାଇଥିଲା। ଏହି ଆବେଦନ ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ଏହି ଆବେଦନରେ ଶୁଣାଣି କରିବାର କିଛି ନାହିଁ। ନଭେମ୍ବର ୯ ରେ ପ୍ରଧାନ ବିଚାରପତି ଭାବରେ ଜଷ୍ଟିସ ଚନ୍ଦ୍ରଚୂଡ଼ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି।

ଜଷ୍ଟିସ ୟୁୟୁ ଲଲିତଙ୍କ ସ୍ଥାନରେ ସେ ଦେଶର ପ୍ରଧାନ ବିଚାରପତି ଭାବରେ ମନୋନୀତ ହୋଇଛନ୍ତି। ଜଷ୍ଟିସ ରବିନ୍ଦ୍ର ଭଟ୍ଟ ଏବଂ ବେଲା ଏମ ତ୍ରିବେଦୀଙ୍କ ବେଞ୍ଚ ସମ୍ମୁଖରେ ଉପସ୍ଥିତ ହୋଇଥିବା ଜଣେ ଆଇନଜୀବୀଙ୍କ ପକ୍ଷରୁ ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କ ବିରୋଧରେ ଏହି ପିଟିଶନ ଦାଖଲ କରାଯାଇଥିଲା। ସୂଚନାଯୋଗ୍ୟ ଜଷ୍ଟିସ ଚନ୍ଦ୍ରଚୂଡ଼ ଦେଶର ୫୦ ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

ଘର ବାରିପଟେ କ୍ରିକେଟ ଖେଳୁଥିଲେ, ଆକାଶରୁ ଖସିଲା ମୃତ୍ୟୁ; ବଜ୍ରପାତରେ ଚାଲିଗଲା ୧୭ ବର୍ଷୀୟ…

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଅନ୍ତର୍ଗତ ଦଶିପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଆକସ୍ମିକ ବଜ୍ରପାତ କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri