Posted inଜାତୀୟ

ନ୍ୟୁଟନ କିମ୍ବା ଆଇନଷ୍ଟାଇନଙ୍କୁ ଭୁଲ ପ୍ରମାଣ କରିବାକୁ ଆମେ ଏଠାରେ ବସି ନାହୁଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୩।୧୦: ଡାରୱିନଙ୍କ ଜୈବିକ ବିବର୍ତ୍ତନ ଥିଓରି ଓ ଆଲବର୍ଟ ଆଇନଷ୍ଟାଇନଙ୍କ (E = MC2)ର ସୂତ୍ର ଭୁଲ ବୋଲି ଦର୍ଶାଇ ସୁପ୍ରିମକୋର୍ଟରେ ଏକ ମାମଲା ଦାଖଲ କରାଯାଇଛି। ଏହି ଦୁଇ ବୈଜ୍ଞାନିକଙ୍କ ସିଦ୍ଧାନ୍ତରେ ଉନ୍ନତି ଆଣିବା ଉଚିତ ବୋଲି ସୁପ୍ରିମକୋର୍ଟ ଆବେଦନ କରାଯାଇଛି। ଏହି ଆବେଦନ ଉପରେ ଅସନ୍ତୋଷ ବ୍ୟକ୍ତ କରି ସୁପ୍ରିମକୋର୍ଟ ଏହି ପିଟିଶନକୁ ଖାରଜ କରିଛନ୍ତି।

ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ କହିଛନ୍ତି, ନ୍ୟୁଟନ କିମ୍ବା ଆଇନଷ୍ଟାଇନଙ୍କୁ ଭୁଲ ପ୍ରମାଣ କରିବାକୁ ଆମେ ଏଠାରେ ବସି ନାହୁଁ। ଯଦି ଆବେଦନକାରୀ ନିଜର ସିଦ୍ଧାନ୍ତକୁ ପ୍ରମାଣିତ କରବିାକୁ ଚାହାନ୍ତି ତେବେ କରିପାରିବେ। ଜଷ୍ଟିସ ସଞ୍ଜୟ କିଶାନ କୌଲ ଓ ଜଷ୍ଟିସ ସୁଧାଶୁଂ ଧୁଲିଆଙ୍କ ଖଣ୍ଡପୀଠ କହିଛନ୍ତ, ଆବେଦନକାରୀ ଡାରଓ୍ବିନ ଓ ଆଇନଷ୍ଟାଇନଙ୍କ ସମୀକରଣକୁ ଭୁଲ ପ୍ରମାଣିତ କରିବା ପାଇଁ ଏକ ପ୍ଲାଟଫର୍ମ ଚାହୁଁଛନ୍ତି।

ସୁପ୍ରିମକୋର୍ଟରେ ଏହି ମାମଲାର ଶୁଣାଣି ସମୟରେ ଆବେଦନକାରୀ ବ୍ୟକ୍ତିଗତ ଭାବେ ହାଜର ହୋଇଥିଲେ ଏବଂ ଯୁକ୍ତି ଦର୍ଶାଇଥିଲେ ଯେ, ମୁଁ ମୋ ସ୍କୁଲ ସମୟ ଏବଂ କଲେଜ ସମୟରେ ଏହି ଥିଓରି ସମ୍ବନ୍ଧରେ ଅଧ୍ୟୟନ କରିଛି ଏବଂ ଆଜି ବି କହୁଛି ଯେ ମୁଁ ଯାହା ପଢ଼ିଥିଲି ତାହା ଭୁଲ ଥିଲା। ଏନେଇ ଜଷ୍ଟିସ କୌଲ କହିଛନ୍ତ, ଏହି ସିଦ୍ଧାନ୍ତକୁ ପ୍ରମାଣିତ କରନ୍ତୁ। ଆପଣ ବିଜ୍ଞାନ ଛାତ୍ର ଥିଲେ ବର୍ତ୍ତମାନ ଆପଣ କହୁଛନ୍ତି, ଏହି ଥିଓରିଗୁଡିକ ଭୁଲ ଅଟେ। ଯଦି ଆପଣ ଏପରି ଭାବୁଛନ୍ତି ତେବେ ସୁପ୍ରିମକୋର୍ଟଙ୍କର ଏଥିସହ କୌଣସି ସମ୍ପର୍କ ନାହିଁ। ଧାରା ୩୨ ଅନୁଯାୟୀ ଏହି ପ୍ରସଙ୍ଗରେ ଆପଣଙ୍କର କୌଣସି ମୌଳିକ ଅଧିକାର ଉଲ୍ଲଘଂନ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri