Posted inଜାତୀୟ

ଶପଥ ନେଲେ ସୁପ୍ରିମକୋର୍ଟରେ ୨ ନୂଆ ବିଚାରପତି

ନୂଆଦିଲ୍ଲୀ,୧୪।୭: ସୁପ୍ରିମକୋର୍ଟର ବିଚାରପତି ଭାବରେ ଶପଥ ନେଲେ ଜଷ୍ଟିସ ଉଜୱଲ ଭୁଇଁୟା ଏବଂ ଜଷ୍ଟିସ ଏସ.ଭେଙ୍କଟନାରାୟଣ ଭଟ୍ଟୀ। ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହା ସହିତ ପ୍ରଧାନ ବିଚାରପତିଙ୍କ ସମେତ ସୁପ୍ରିମକୋର୍ଟରେ ସମୁଦାୟ ବିଚାରପତିଙ୍କ ସଂଖ୍ୟା ୩୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଗେ ଯୁଗେ ଇଚ୍ଛାମୃତ୍ୟୁ

ଣସି କାରଣରୁ ବ୍ୟକ୍ତି ଇଚ୍ଛାକରି ମୃତ୍ୟୁକୁ ଆଦରି ନେବା ହେଉଛି ଇଚ୍ଛାମୃତ୍ୟୁ, ଯାହା ପୁରାଣ ପୃଷ୍ଠା ମଣ୍ଡନକରି ପାଠକର ମନ ହୃଦୟକୁ ଆନ୍ଦୋଳିତ କରେ। ରାମାୟଣ ଯୁଦ୍ଧର…

ଓଡ଼ିଶାରେ ଗଛର ବିବିଧତା

ପ୍ରକୃତି ଓଡ଼ିଶାକୁ ଗଛର ବିବିଧତାରେ ଭରିଦେଇଛି । ଓଡ଼ିଶାର ଆର୍ଥିକ, ସାମାଜିକ ଓ ସାଂସ୍କୃତିକ ବିକାଶ ପାଇଁ ଗଛର ବିବିଧତାର ସୁରକ୍ଷା ଏବଂ ବିକାଶ ଆବଶ୍ୟକ। ଭାରତୀୟ…

ଶାକାହାରୀ ଦୟାଳୁ କି

ନାଥୁରାମ ଗଡ୍‌ସେ ମହାତ୍ମା ଗାନ୍ଧୀଙ୍କୁ ହତ୍ୟା କରିଥିଲେ। ସେ କ’ଣ ଶାକାହାରୀ ଥିଲେ କି? ହିନ୍ଦୁ ପୁରାଣ ଅନୁଯାୟୀ, ପର୍ଶୁରାମ ଅନେକ ପିଢ଼ିର କ୍ଷତ୍ରିୟଙ୍କୁ ହତ୍ୟା କରିଥିଲେ।…

ବଢୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା,୨୩ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ପାରଦ ୪୦ ଡିଗ୍ରୀ ଉପରେ ଅଛି। ମହାନଦୀ, ବାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ୭ ନଦୀ ଶୁଖିଲା ପଡ଼ିଛିି। ଜନଜୀବନ…

୩ ଗାଁରେ ପାଣି ସଙ୍କଟ: ଟ୍ରାଏଲ ସରିଛି, କାର୍ଯ୍ୟକ୍ଷମ ହେଉନି ପାନୀୟ ପ୍ରକଳ୍ପ

ଲୋଇସିଂହା,୨୩।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ପାଇଁ ସମସ୍ତ ପ୍ରସ୍ତୁତି ସରି ଯାଇଛି। ଏପରି କି ପ୍ରକଳ୍ପରୁ ପାନୀୟ ଜଳ ଯୋଗାଣ ଟ୍ରାଏଲ ମଧ୍ୟ କରାଯାଇଛି। ଏହାସତ୍ତ୍ୱେ ବଲାଙ୍ଗୀର…

ଆଉ ସିଗାରେଟ୍‌ କିଣିପାରିବେନି ଯୁବପିଢି: ସରକାର ନେଲେ ବଡ଼ ନିଷ୍ପତ୍ତି

ଲଣ୍ଡନ,୨୩ା୪:ବ୍ରିଟେନ୍‌ରେ ଭବିଷ୍ୟତ ପିଢ଼ିଙ୍କ ପାଇଁ ସିଗାରେଟ୍‌ କିଣା ନିଷିଦ୍ଧ କରିବା ଲାଗି ପାର୍ଲାମେଣ୍ଟରେ ଏକ ବିଲ୍‌ ଗୃହୀତ ହୋଇଛି। ଟବାକୋ ଆଣ୍ଡ ଭେପ୍‌ସ ବିଲ୍‌ ଅନୁଯାୟୀ, ୨୦୦୮…

କାର୍‌ରେ ଆସି ବରଯାତ୍ରୀ ଗାଡ଼ି ଉପରକୁ କଲେ ଗୁଳିମାଡ଼, ଆଉ ତା’ ପରେ…

ବୌଦ୍ଧ,୨୩।୪(ଅଜିତ କୁମାର ବାରିକ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ): ବୌଦ୍ଧ ଜିଲା ଆମ୍ବଝରି ପଞ୍ଚାୟତ ବଏଲବେଡ଼ା ଗ୍ରାମରୁ ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ବେଲପୁଞ୍ଜି ଗ୍ରାମକୁ ମଙ୍ଗଳବାର ରାତିରେ…

ଆଇଆର୍‌ଏସ୍‌ ଅଫିସରଙ୍କ ଝିଅଙ୍କୁ ବଳାତ୍କାର ପରେ ହତ୍ୟା: କାରଣ ଜାଣିଲେ ହୋଇଯିବେ ସ୍ତବ୍ଧ

ନୂଆଦିଲ୍ଲୀ,୨୩ା୪:ଦିଲ୍ଲୀର ଜଣେ ବରିଷ୍ଠ ଭାରତୀୟ ରାଜସ୍ବ ସେବା (ଆଇଆର୍‌ଏସ୍‌) ଅଫିସରଙ୍କ ୨୨ ବର୍ଷୀୟା ଝିଅଙ୍କୁ ତାଙ୍କ ଦିଲ୍ଲୀସ୍ଥିତ ବାସଭବନରେ ବୁଧବାର ସକାଳେ ବଳାତ୍କାର ପରେ ହତ୍ୟା କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri