Posted inଜାତୀୟ

ବିରୋଧ ସତ୍ତ୍ୱେ ଗୋଧରା କାଣ୍ଡ ଦୋଷୀଙ୍କୁ ସୁପ୍ରିମ୍‌କୋର୍ଟରେ ଜାମିନ…

ନୂଆଦିଲ୍ଲୀ,୧୫।୧୨ : ବିରୋଧ ସତ୍ତ୍ୱେ ଗୁଜରାଟରେ ୨୦୦୨ରେ ଘଟିଥିବା ଗୋଧରା କାଣ୍ଡରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଫାରୁକଙ୍କୁ ସୁପ୍ରିମ୍‌କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏହାକୁ ଗୁଜରାଟ ସରକାରଙ୍କ ପକ୍ଷରୁ ବିରୋଧ କରାଯାଉଥିଲା। ତେବେ ଶୀର୍ଷକୋର୍ଟ କହିଛନ୍ତି ଯେ, ୨୦୦୪ରୁ ଫାରୁକ ଜେଲରେ ଅଛନ୍ତି। ଇତିମଧ୍ୟରେ ୧୭ ବର୍ଷ ବିତି ଯାଇଛି। ତେଣୁ ତାଙ୍କୁ ଜାମିନରେ ଖଲାସ କରାଯାଉ। ଶୀର୍ଷକୋର୍ଟ ଅନ୍ୟ ୧୭ ଦୋଷୀଙ୍କ ଖଲାସ ନେଇ ଖ୍ରୀଷ୍ଟମାସ ଛୁଟି ପରେ ବିଚାର କରିବେ।

ଜାମିନର ବିରୋଧ କରି ଗୁଜରାଟ ସରକାରଙ୍କ ପକ୍ଷରୁ ଉପସ୍ଥିତ ଥିବା ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା ଦୋଷୀମାନେ ଜଘନ୍ୟ ଅପରାଧ କରିଥିବା କହିଥିଲେ। ତେବେ କୋର୍ଟ କହିଥିଲେ ଯେ, ଦୋଷୀମାନେ ବହୁବର୍ଷ ଧରି ଜେଲରେ ବିତାଇ ସାରିଲେଣି। ଏବେ ସେମାନଙ୍କୁ ଖଲାସ କରାଯିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ସୋମେନ

କୋଲକାତା,୯।୭: କଂଗ୍ରେସରେ ଏବେ ଇସ୍ତଫାର ପର୍ବ ଲାଗିରହିଛି। ଏହି କ୍ରମରେ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଦଳର ଖରାପ୍‌ ପ୍ରଦର୍ଶନ ପାଇଁ ପଶ୍ଚିମ...

୫୮ ବର୍ଷରେ ପ୍ରଥମ ଥର ପାଇଁ ଏଲ୍‌ଏସିରେ ମାଇନସ୍‌ ତାପମାତ୍ରାରେ ବି ଭାରତ-ଚାଇନା ମୁହାଁମୁହିଁ

ଲେହ, ୧୪।୧୦: ପୂର୍ବ ଲଦାଖର ଏଲ୍‌ଏସିରେ ଗତ ୫୮ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ମାଇନସ୍‌ ତାପମାତ୍ରାରେ ଭାରତ ଏବଂ ଚାଇନା ମୁହାଁମୁହିଁ ସ୍ଥିତିରେ...

ପାକିସ୍ତାନ ବିଜୟ ପରେ ଉତ୍ସବ ମନାଇବାରୁ

ନୂଆଦିଲ୍ଲୀ, ୨୮।୧୦ :ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତକୁ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ୧୦ ଉଇକେଟରେ ହରାଇବା ପରେ ଉତ୍ସବ ମନାଇଥିବା କଶ୍ମୀର ୩ ଛାତ୍ରଙ୍କୁ ଉତ୍ତର ପ୍ରଦେଶର...

୪ ଦିନରେ ୪୧ ବିଦେଶ ଫେରନ୍ତା କରୋନା ପଜିଟିଭ୍‌…

ନୂଆଦିଲ୍ଲୀ,୨୮।୧୨ : ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ସର୍ବଶେଷ ତଥ୍ୟ ଅନୁଯାୟୀ ମଙ୍ଗଳବାର ତୁଳନାରେ ବୁଧବାର ଆକ୍ରାନ୍ତଙ୍କ ସଂଖ୍ୟାରେ...

ନୀତି ଆୟୋଗ ବୈଠକ, ୨ ବର୍ଷ ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୭।୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ରବିବାର ନୀତି ଆୟୋଗ ପରିଚାଳନା ପରିଷଦର ସପ୍ତମ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଭିନ୍ନ ରାଜ୍ୟର...

ସୌରଭ ଗାଙ୍ଗୁଲିଙ୍କ ହାର୍ଟ ସର୍ଜରୀ ସଫଳ

କୋଲକାତା,୩।୧: ବିସିସିଆଇ ଅଧ୍ୟକ୍ଷ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କୁ ଶନିବାର ହାର୍ଟ ଆଟାକ୍‌ ଆସିଥିଲା। ଚିକିତ୍ସା ପାଇଁ ତାଙ୍କୁ ଉଡ୍‌ଲ୍ୟାଣ୍ଡସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ...

୭୨୮୪୯ ବର୍ଗ କିଲୋମିଟର ଅଞ୍ଚଳ ଜଙ୍ଗଲ ବାଘଙ୍କ ନାମରେ, ଖର୍ଚ୍ଚ ହେଉଛି ବାର୍ଷିକ ୩୪ ହଜାର ଲକ୍ଷ ଟଙ୍କା…

ନୂଆଦିଲ୍ଲୀ, ୧୭।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ନାମ୍ବିଆର ଆଠଟି ଚିତା ଭାରତରେ ପହଞ୍ଚିଛନ୍ତି। ଶନିବାର ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ସେମାନଙ୍କୁ ...

ଜମ୍ମୁ-କଶ୍ମୀର ଏନ୍‌କାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୫ ।୨: ଶ୍ରୀନଗର ସହରର ଜକୁରା ଅଞ୍ଚଳରେ ଶନିବାର ସକାଳୁ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି । ଏଥିରେ ୨ ଆତଙ୍କବାଦୀ ନିହତ...

Advertisement
Archives

Model This Week