Posted inଜାତୀୟ

ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟକୁ ସୁପ୍ରିମ୍‌କୋର୍ଟ ମଞ୍ଜୁରୀ

ନୂଆଦିଲ୍ଲୀ,୫।୧: ଡିସେମ୍ବର ୨୦୨୦ରେ ନୂଆ ସଂସଦ ଭବନ ନିର୍ମାଣରେ ସୁପ୍ରିମ୍‌କୋର୍ଟ ପକ୍ଷରୁ ପରିବେଶ ସମ୍ପର୍କିତ କାରଣରୁ ବାଧା ସୃଷ୍ଟି କରାଯାଇଥିଲା। ତେବେ ମଙ୍ଗଳବାର ସୁପ୍ରିମ୍‌କୋର୍ଟ ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ କାମକୁ ମଞ୍ଜୁରୀ ଦେଇଛନ୍ତି। ଏହାଦ୍ୱାରା ପ୍ରକଳ୍ପ ବାଟରେ ଥିବା କଣ୍ଟା ହଟିଯାଇଛି। ସୁପ୍ରିମ୍‌କୋର୍ଟ କହିଛନ୍ତି ଯେ, ନିର୍ମାଣ ଅଞ୍ଚଳରେ ସ୍ମୋଗ୍‌ ଟାଓ୍ବାର ଲଗାଇବା ଅନିବାର୍ଯ୍ୟ। ପ୍ରସ୍ତାବିତ ଅଞ୍ଚଳରେ ୮୭୬ ଆସନ ବିଶିଷ୍ଟ ଲୋକ ସଭା ଏବଂ ୪୦୦ ଆସନ ବିଶିଷ୍ଟ ରାଜ୍ୟ ସଭା ନିର୍ମାଣ କରାଯିବ। ସେହିପରି ୧୨୨୪ ଆସନ ବିଶିଷ୍ଟ ସେଣ୍ଟ୍ରାଲ ହଲ୍‌ ମଧ୍ୟ ନିର୍ମାଣ ହେବ। ଏଠାରେ ୧୦ଟି ବିଲ୍ଡିଂ ନିର୍ମାଣ କରାଯିବ। ସେଥିରେ ୫୧ଟି ମନ୍ତ୍ରଣାଳୟ ରହିବ। ମନ୍ତ୍ରଣାଳୟକୁ ମୋଟ୍ରୋ ଷ୍ଟେଶନ ସହିତ ଭୂଗର୍ଭ ମାର୍ଗ ଦ୍ୱାରା ସଂଯୋଗ କରାଯିବ। ରାଷ୍ଟ୍ରପତି ଭବନ ନିକଟରେ ଉପରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ପାଇଁ ନୂଆ ନିବାସ ମଧ୍ୟ ନିର୍ମାଣ କରାଯିବ। ଏହି ପ୍ରକଳ୍ପ ପାଇଁ ୧,୦୦୦କୋଟି ଟଙ୍କାର ବ୍ୟୟ ଅଟକଳ ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri