Posted inଜାତୀୟ

ବିବାହ ରଦ୍ଦ କରିବାର ଅଧିକାର ସୁପ୍ରିମ୍‌କୋର୍ଟଙ୍କର ରହିଛି …

ନୂଆଦିଲ୍ଲୀ,୧।୫ : ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ କହିିନ୍ତି, ବିବାହକୁ ରଦ୍ଦ ବୋଲି ଘୋଷଣା କରିବାର ସର୍ବୋଚ୍ଚ ନ୍ୟାୟାଳୟର ଅଧିକାର ରହିଛି। ଯଦି ବିବାହକୁ ଜାରି ରଖିବା ଅସମ୍ଭବ ତେବେ ସୁପ୍ରିମକୋର୍ଟ ତାଙ୍କ ତରଫରୁ ଛାଡପତ୍ର ପାଇଁ ନିର୍ଦ୍ଦେଶ ଦେଇପାରିବେ।

୫ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ କହିଛନ୍ତି ଧାରା ୧୪୨ ଅନୁଯାୟୀ ସ୍ବତନ୍ତ୍ର କ୍ଷମତାର ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ଦେଇଛନ୍ତି। ଏହି ଧାରା ଅନୁଯାୟୀ, ଛାଡପତ୍ର ପାଇଁ ସିଧାସଳଖ ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟଙ୍କ ଅଧିକାର ରହିଛି। ଏପରି ପରିସ୍ଥିତିରେ ପାରସ୍ପରିକ ସମ୍ମତି ସହିତ ଛାଡପତ୍ର ମାମଲାରେ ୬ ମାସ ଅପେକ୍ଷା କରିବାକୁ ଆଇନଗତ ବାଧ୍ୟତାମୂଳକ ଆବଶ୍ୟକ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri