Posted inଜାତୀୟ

ବିବାହ ରଦ୍ଦ କରିବାର ଅଧିକାର ସୁପ୍ରିମ୍‌କୋର୍ଟଙ୍କର ରହିଛି …

ନୂଆଦିଲ୍ଲୀ,୧।୫ : ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ କହିିନ୍ତି, ବିବାହକୁ ରଦ୍ଦ ବୋଲି ଘୋଷଣା କରିବାର ସର୍ବୋଚ୍ଚ ନ୍ୟାୟାଳୟର ଅଧିକାର ରହିଛି। ଯଦି ବିବାହକୁ ଜାରି ରଖିବା ଅସମ୍ଭବ ତେବେ ସୁପ୍ରିମକୋର୍ଟ ତାଙ୍କ ତରଫରୁ ଛାଡପତ୍ର ପାଇଁ ନିର୍ଦ୍ଦେଶ ଦେଇପାରିବେ।

୫ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ କହିଛନ୍ତି ଧାରା ୧୪୨ ଅନୁଯାୟୀ ସ୍ବତନ୍ତ୍ର କ୍ଷମତାର ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଏହି ନିଷ୍ପତ୍ତି ଦେଇଛନ୍ତି। ଏହି ଧାରା ଅନୁଯାୟୀ, ଛାଡପତ୍ର ପାଇଁ ସିଧାସଳଖ ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟଙ୍କ ଅଧିକାର ରହିଛି। ଏପରି ପରିସ୍ଥିତିରେ ପାରସ୍ପରିକ ସମ୍ମତି ସହିତ ଛାଡପତ୍ର ମାମଲାରେ ୬ ମାସ ଅପେକ୍ଷା କରିବାକୁ ଆଇନଗତ ବାଧ୍ୟତାମୂଳକ ଆବଶ୍ୟକ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri