Posted inଜାତୀୟ

କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ, ଜମ୍ମୁ କଶ୍ମୀରକୁ କେବେ ଦିଆଯିବ ରାଜ୍ୟ ମାନ୍ୟତା

ନୂଆଦିଲ୍ଲୀ,୨୯।୮:ଜମ୍ମୁ କଶ୍ମୀରରେ ଧାରା ୩୭୦ ଉଚ୍ଛେଦ ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଜାରି ରହିଛି। ମଙ୍ଗଳବାର ଏନେଇ ମଧ୍ୟ ଶୁଣାଣି ହୋଇଥିଲା। ଶୁଣାଣିରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଜମ୍ମୁ କଶ୍ମୀରକୁ କେବେ ରାଜ୍ୟ ମାନ୍ୟତା ଦିଆଯିବ ନେଇ ପ୍ରଶ୍ନ କରିଛନ୍ତି।

ମାମଲାର ଶୁଣାଣି କରି ସର୍ବୋଚ୍ଚ ଅଦାଲତ ରାଜ୍ୟ ମାନ୍ୟତା କେବେ ଦିଆଯିବ ସେଥିପାଇଁ ସମୟ ସୀମା ଧାର୍ଯ୍ୟ କରନ୍ତୁ ବୋଲି ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏନେଇ କେନ୍ଦ୍ର ସରକାର ନିଜର ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ ବୋଲି କୋର୍ଟ କହିଛନ୍ତି।

ଏହି କ୍ରମରେ କେନ୍ଦ୍ର ସରକାର ଏହି ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ନିଜର ଆଭିମୁଖ୍ୟ ଉପସ୍ଥାପନ କରିଛନ୍ତି। କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ଜମ୍ମୁ କଶ୍ମୀରକୁ ଏକ କେନ୍ଦ୍ରଶାସିତ ଅଞ୍ଚଳ କରିବା ନିଷ୍ପତ୍ତି ସ୍ଥାୟୀ ନୁହେଁ। ପରିସ୍ଥିତି ସ୍ବଭାବିକ ହେଲେ ଜମ୍ମୁ କଶ୍ମୀରକୁ ପୁଣିଥରେ ରାଜ୍ୟ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

୯୦ ବର୍ଷ ବୟସରେ ବୃଦ୍ଧଙ୍କୁ ଚଢିଲା ବିବାହ ନିଶା: ଆଉ ତା’ପରେ ଘଟିଗଲା ଏମିତି କିଛି…

ଜୟପୁର,୧୦।୮: ରାଜସ୍ଥାନର ରାଜଧାନୀ ଜୟପୁରରୁ ସାଇବର ଠକେଇ ଏବଂ ଡିଜିଟାଲ ବ୍ଲାକମେଲ୍ର ଏକ ଆଶ୍ଚର୍ଯ୍ୟଜନକ ଏବଂ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଚତୁର ସାଇବର ଅପରାଧୀମାନେ…

ଚିନ୍ତାରୁ ମୁକ୍ତି ପାଇବାକୁ ହେଲେ…

ଆଜିକାଲି ଅତ୍ୟଧିକ କାମର ଚାପ ହେଉ ଅବା କେତେକ କାରଣରୁ ଅନେକେ ଚିନ୍ତାଗ୍ରସ୍ତ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ମୁକୁଳିବାର ଏକ ସହଜ ଉପାୟ ରହିଛି। ତାହା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

ଝାଡୁ ଧରିଲେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଲକ୍ଷ୍ୟ ପୂରଣ ପାଇଁ ସମସ୍ତେ ଏକାଠି ହୋଇ…

ଭଞ୍ଜନଗର,୧୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ସ୍ବଚ୍ଛତା ପଖଓ୍ବାଡ଼ା ଅବସରରେ ଜାତୀୟ ସେବା ଯୋଜନା (NSS) କୋ-ୟୁନିଟ୍‌ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri