Posted inଜାତୀୟ

ମଣିପୁର ହିଂସା ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି ଜାରି, ପ୍ରଭାବିତ ପ୍ରତ୍ୟେକ ଜିଲାରେ ଗଠନ ହେବ ୬ ଏସ୍‌ଆଇଟି

ନୂଆଦିଲ୍ଲୀ,୭।୮: ମଣିପୁର ହିଂସା ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। ଆଟର୍ଣ୍ଣି ଜେନେରାଲ ଭେଙ୍କଟରମଣି କହିଛନ୍ତି ଯେ, ୬୫୦୦ ଏଫଆଇଆର୍‌ ଶ୍ରେଣୀଭୁକ୍ତ ହୋଇ କୋର୍ଟରେ ଉପଲବ୍ଧ କରାଯାଇଛି। ଆମକୁ ଏହି ବିଷୟକୁ ଅତି ପରିପକ୍ୱ ଭାବରେ ଦେଖିବା ଆବଶ୍ୟକ। ଆମେ ବିଭିନ୍ନ ପ୍ରକାରର ଏସ୍‌ଆିଟି ଗଠନ ପାଇଁ ପରାମର୍ଶ ଦେଇଛୁ।

ସେ କହିଛନ୍ତି ଯେ, ହତ୍ୟା ମାମଲାର ଅନୁସନ୍ଧାନ କରୁଥିବା ଏସ୍‌ଆଇଟି ଜଣେ ଏସପି ର଼୍ୟାଙ୍କଙ୍କ ଅଧିକାରୀଙ୍କ ଦ୍ୱାରା ପରିଚାଳିତ ହେବ। ମହିଳାଙ୍କ ସହ ଅସଦାଚରଣ ମାମଲାର ଯାଞ୍ଚ ପାଇଁ ଜଣେ ବରିଷ୍ଠ ମହିଳା ଅଧିକାରୀଙ୍କ ନେତୃତ୍ୱରେ ଏସ୍‌ଆଇଟି ଗଠନ କରାଯିବ। ଏହିଭଳି ଅନ୍ୟାନ୍ୟ ଏସ୍‌ଆଇଟି ରହିଛି। ଡିଆଇଜି ସେମାନଙ୍କଠାରୁ ରିପୋର୍ଟ ନେବେ। ଡିଜିପି ମଧ୍ୟ ପ୍ରତି ୧୫ ଦିନରେ ସମୀକ୍ଷା କରିବେ।

ହିଂସା ଦ୍ୱାରା ଅଧିକ ପ୍ରଭାବିତ ହୋଇଥିବା ପ୍ରତ୍ୟେକ ଜିଲାରେ ୬ଟି ଏସ୍‌ଆଇଟି ଗଠନ କରାଯିବ ବୋଲି ଓକିଲ କହିଛନ୍ତି। ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ପୂର୍ବରୁ ଯେଉଁ ୧୧ଟି ମାମଲା ସିବିଆଇକୁ ଦିଆଯାଇଥିଲା, ତାହା କେବଳ ସିବିଆଇ ଦ୍ୱାରା ଯାଞ୍ଚ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

କେନ୍ଦ୍ର କ୍ୟାବିନେଟ ଅଦଳବଦଳ: ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଆସିବ ମନ୍ତ୍ରୀମଣ୍ଡଳ ଲିଷ୍ଟ!

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ପିଏମ ମୋଦୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri