Posted inଜାତୀୟ

ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଅପଶବ୍ଦ କହିବା ଅଶ୍ଳୀଳତା ନୁହେଁ

ନୂଆଦିଲ୍ଲୀ,୧୯ା୭: କାହାକୁ ଗାଳିଗୁଲଜ କରିବା ଓ ଅପଶବ୍ଦ ପ୍ରୟୋଗ ଅସଭ୍ୟ ଏବଂ ଆପତ୍ତିଜନକ ହୋଇଥିଲେ ମଧ୍ୟ ଏହା ଅଶ୍ଳୀଳତା ନୁହେଁ । ଏଭଳି ଆଜି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ । ଭାରତୀୟ ଦଣ୍ଡ ସଂହିତା (IPC)ର ଧାରା ୨୯୪ ଅନୁଯାୟୀ ଦୋଷୀ ସାବ୍ୟସ୍ତ କରିଥିବା ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଏକ ଆବେଦନର ଶୁଣାଣି କରି ବିଚାରପତି ସଞ୍ଜୟ କାରୋଲ ଏବଂ ବିଚାରପତି ବିପୁଲ ଏମ୍. ପାଞ୍ଚୋଲିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ଟିପ୍ପଣୀ ଦେଇଛନ୍ତି ।

ଖଣ୍ଡପୀଠ କହିଛନ୍ତି, କୌଣସି ଉକ୍ତିକୁ ଅଶ୍ଳୀଳ ବୋଲି ବିବେଚନା କରିବାକୁ ହେଲେ ତାହା କାମୁକତାପୂର୍ଣ୍ଣ ଥିଲା ଓ ତାହା ପଛରେ କୁତ୍ସିତ କାମୁକ ଉଦ୍ଦେଶ୍ୟ ଥିଲା ବୋଲି ଦର୍ଶାଇବାକୁ ପଡ଼ିବ। ଏଭଳି ଶବ୍ଦଗୁଡ଼ିକ ଗାଳିଭରା, ଅପ୍ରୀତିକର ଏବଂ ଅସଭ୍ୟ ହେଲେ ମଧ୍ୟ ଆଇପିସିର ଦଫା ୨୯୪(ବି)ର ଆବଶ୍ୟକତାକୁ ପୂରଣ କରୁ ନ ଥିବା ଖଣ୍ଡପୀଠ କହିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘Gen-Z ଚାକିରି ପାଇଁ ଉପଯୁକ୍ତ ନୁହଁନ୍ତି’: ସ୍ନାତକମାନଙ୍କୁ ରୋବୋଟ ସହିତ ବଦଳାଇବାକୁ ପ୍ରସ୍ତୁତ ବସ

ଓ୍ବାଶିଂଟନ,୩।୯: ପ୍ରମୁଖ ଆମେରିକୀୟ କମ୍ପାନୀଗୁଡ଼ିକ Gen-Z କର୍ମଚାରୀଙ୍କ କାର୍ଯ୍ୟ ଅଭ୍ୟାସ, ଯୋଗାଯୋଗ ଶୈଳୀ ଏବଂ ବୃତ୍ତିଗତ ଆଚରଣ ପ୍ରତି କ୍ରମଶଃ ଅସନ୍ତୁଷ୍ଟ ହେଉଛନ୍ତି। ଅଧିକାଂଶ ଆମେରିକୀୟ କମ୍ପାନୀ…

ବହୁ ଚର୍ଚ୍ଚିତ ACF ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲା, ପତ୍ନୀଙ୍କ ଆବେଦନର ଶୁଣାଣି ଶେଷ କଲେ ହାଇକୋର୍ଟ

କଟକ,୩ା୯(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାକୁ ନେଇ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଆବେଦନ ଉପରେ ଆଜି ଶୁଣାଣି ଶେଷ ହୋଇଛି ।…

ବନ୍ୟା ପରେ ତିବ୍ଦତବାସୀଙ୍କୁ ଡରାଇଲା ଭୂମିକମ୍ପ

କାଠମାଣ୍ଡୁ,୩।୯: ନେପାଳ ସୀମା ନିକଟବର୍ତ୍ତୀ ଏକ ସହରରେ ଭୟଙ୍କର ବନ୍ୟା ତାଣ୍ଡବ ରଚିବାର କିଛି ଦିନ ପରେ, ଗୁରୁବାର ତିବ୍ଦତରେ 5.0 ତୀବ୍ରତାର ଭୂମିକମ୍ପ ଆସିଥିଲା। ଜାତୀୟ…

ମନ୍ତ୍ରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ! ଝିଅ ଅଭିଯୋଗ କରିବାରୁ…

ହାଇଦ୍ରାବାଦ,୩।୯: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ମନ୍ତ୍ରୀ କୋଣ୍ଡା ସୁରେଖାଙ୍କୁ ତୁରନ୍ତ କ୍ୟାବିନେଟରୁ ବହିଷ୍କାର କରିଛନ୍ତି; ଏଥିପାଇଁ ରାଜ୍ୟପାଳଙ୍କ ନିକଟକୁ ଏକ ସୁପାରିଶ ପଠାଯାଇଥିଲା। ତେଲଙ୍ଗାନା ବନମନ୍ତ୍ରୀ…

CJPକୁ କାହିଁକି ସମର୍ଥନ କରିଥିଲେ? ସୋନମ ୱାଙ୍ଗଚୁକ୍‌ କଲେ ବଡ଼ ଖୁଲାସା, କହିଲେ ପାକିସ୍ତାନ….

ନୂଆଦିଲ୍ଲୀ,୩ା୯: CJP ଆନ୍ଦୋଳନ ସହ ନିଜର ସମ୍ପର୍କ ଏବଂ ଦଳର ବିଦେଶୀ ସମ୍ପର୍କକୁ ନେଇ ଉଠିଥିବା ଅଭିଯୋଗକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ସୋନମ ୱାଙ୍ଗଚୁକ୍‌। ସେ କହିଛନ୍ତି…

ଢେଙ୍କାନାଳର ପୂର୍ବତନ ଜିଲାପାଳ ଦୋଷୀ ସାବ୍ୟସ୍ତ, ବର୍ଷେ ଜେଲ୍‌ ଦଣ୍ଡ ସହ ସମ୍ପୂର୍ଣ୍ଣ ସରକାରୀ ପେନ୍‌ସନ୍‌କୁ…

ଢେଙ୍କାନାଳ,୩ା୯(ରତନ ନାୟାର): ସରକାରୀ ପଦବୀର ଅପବ୍ୟବହାର, ଅନିୟମିତତା ଓ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲାପାଳ ନିତ୍ୟାନନ୍ଦ ମହାନ୍ତି ଦୋଷୀ ସାବ୍ୟସ୍ତ ହୋଇଛନ୍ତି।…

ଶ୍ରାଦ୍ଧକାର୍ଯ୍ୟକୁ ଯିବାବେଳେ ବାଟରେ ଛକିଥିଲା ଯମ: ଆଉ ତା’ପରେ ଘଟିଲା…

ବରଗଡ଼,୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥ ଉପରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ ଅନ୍ୟ…

ଦେଢ଼ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣଙ୍କୁ ଗିରଫ କରି…

ସମ୍ବଲପୁର,୩ା୯(ପ୍ରମୋଦ): ଧନୁପାଲି ଥାନା ଅନ୍ତର୍ଗତ ସୁନାପାଲି ଛକ ନିକଟରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ଚଢ଼ାଉ କରାଯାଇ ପ୍ରାୟ ୧୨ ଗ୍ରାମ ବ୍ରାଉନସୁଗାର ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri