Posted inଜାତୀୟ

୭୫ ବର୍ଷରେ ସୁପ୍ରିମକୋର୍ଟ: କମ୍ପ୍ଲେକ୍ସ ସମ୍ପ୍ରସାରଣ ଲାଗି ୮୦୦ କୋଟି ମଞ୍ଜୁର

ନୂଆଦିଲ୍ଲୀ,୨୯।୧: ସୁପ୍ରିମକୋର୍ଟ ୭୫ ବର୍ଷରେ ପଦାର୍ପଣ କରିଛି। ଏହି ଅବସରରେ କୋର୍ଟ କମ୍ପ୍ଲେକ୍ସ ସମ୍ପ୍ରସାରଣ ଲାଗି ୮୦୦ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ବର୍ତ୍ତମାନ ପରିପ୍ରେକ୍ଷୀକୁ ଦୃଷ୍ଟିରେ ରଖି ସରକାର ଆଇନର ଆଧୁନିକୀକରଣ କରିଛନ୍ତି। ନୂଆ ଆଇନ ଭବିଷ୍ୟତର ଭାରତକୁ ଅଧିକ ସୁଦୃଢ଼ କରିବ।

୩ଟି ନୂଆ ଆପରାଧିକ ନ୍ୟାୟ ଆଇନ କାର୍ଯ୍ୟକାରୀ ହେବା ଦ୍ୱାରା ଭାରତର ଆଇନଗତ, ନୀତି ନିର୍ଦ୍ଧାରଣ ଏବଂ ତଦନ୍ତ ବ୍ୟବସ୍ଥା ଏକ ନୂଆ ଯୁଗରେ ପ୍ରବେଶ କରିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ୭୫ତମ ବାର୍ଷିକୀ ଅବସରରେ ଉଦ୍‌ବୋଧନ ଦେଇ ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ କହିଛନ୍ତି, ବିଚାରପତିମାନେ ସାମାଜିକ ଓ ରାଜନୈତିକ ଚାପରୁ ମୁକ୍ତ ରହିବା ଆବଶ୍ୟକ। ସ୍ବାଧୀନ ନ୍ୟାୟପାଳିକା ଅର୍ଥ କାର୍ଯ୍ୟପାଳିକାଠାରୁ ଅଦାଲତଗୁଡ଼ିକର ସ୍ବାଧୀନତା ନୁହେଁ, ବରଂ କାର୍ଯ୍ୟ ସମ୍ପାଦନରେ ବିଚାରପତିମାନଙ୍କ ସ୍ବାଧୀନତା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ହେଲା OSSTET-୨୦୨୬ ପରୀକ୍ଷା: ବୁଧବାର ହେବାର ଥିଲା, ପୁଣି ଏହି ଦିନ…

ଭୁବନେଶ୍ବର,୨୯।୯: ସ୍ଥଗିତ ହେଲା ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (OSSTET-୨୦୨୬) । ବୁଧବାର ଏହି ପରୀକ୍ଷା ହେବାକୁ ଥିବା ବେଳେ ସ୍ଥଗିତ ନେଇ ଘୋଷଣା…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?