Posted inଜାତୀୟ

ସିସୋଦିଆଙ୍କ କଥା ଶୁଣିଲେ ସୁପ୍ରିମ୍‌କୋର୍ଟ, ED-CBIକୁ ନୋଟିସ୍‌

ନୂଆଦିଲ୍ଲୀ, ୧୬।୦୭: ପାଖାପାଖି ୧୬ ମାସ ହେବ ଜେଲ୍‌ରେ ଥିବା ଆମ୍‌ ଆଦ୍‌ମୀ ପାର୍ଟିର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କ ଜାମିନ୍‌ ନେଇ ସୁପ୍ରିମ୍‌କୋର୍ଟ ଶୁଣାଣି କରିଛନ୍ତି । ମଙ୍ଗଳବାର ସୁପ୍ରିମ୍‌କୋର୍ଟ ସଂକ୍ଷିପ୍ତ ଶୁଣାଣି ପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି ଏବଂ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ବା ସିବିଆଇକୁ ନୋଟିସ୍‌ ଜାରି କରିବା ସହିତ ଜବାବ ଦାଖଲ କରିବାକୁ କହିଛନ୍ତି । ସର୍ବୋଚ୍ଚ ଅଦାଲତ ଏହି ମାମଲାର ଆଗାମୀ ଶୁଣାଣି ୨୯ ଜୁଲାଇରେ କରିବେ ବୋଲି କହିଛନ୍ତି ।
ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ଏବଂ ଇଡି ମାମଲାରେ ଜାମିନ୍‌ ପାଇଁ ଆବେଦନ କରିଥିଲେ । ସେ ଏହି ମାମଲାର ଶୁଣାଣି ବିଳମ଼୍ବରେ କରାଯାଉଥିବା ଏକ ଦଲିଲ୍‌ରେ ଦର୍ଶାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାତିଅଧରେ ଷ୍ଟ୍ରଙ୍ଗ୍‌ ରୁମ୍‌ ଜଗିଲେ ମମତା: ଭାଜପାକୁ ଦେଲେ ଏମିତି ଚେତାବନୀ

କୋଲକାତା,୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାର ଏକ ଷ୍ଟ୍ରଙ୍ଗରୁମରେ ତିନି ଘଣ୍ଟାରୁ ଅଧିକ ସମୟ ବିତାଇବା ପରେ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (EVM) ସହିତ ଜଡିତ…

ଝଡ଼ ବର୍ଷାରେ ଉଡ଼ିଲା ଟିଣ: ଘରେ ପଶିଲା ପାଣି 

ଟିକିରି,୧।୫(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶିପୁର ବ୍ଲକ ଟିକିରି ପଞ୍ଚାୟତ ଅନ୍ତର୍ଗତ ଗୋକୁଳମୁଣ୍ଡା ଗ୍ରାମରେ ଶୁକ୍ରବାର ଝଡ ପବନ ଓ ବର୍ଷା ହୋଇଛି। ଏଥିରେ ସ୍ବର୍ଗତ…

ବିଶ୍ୱ ଶାନ୍ତି ମହାଯଜ୍ଞ ଦର୍ଶନ କଲେ ବିଧାୟକ: ଅଞ୍ଚଳବାସୀଙ୍କୁ କଲେ ପ୍ରଶଂସା, କହିଲେ…

ଗଞ୍ଜାମ,୧।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଠାରେ ନୃସିଂହ ମନ୍ଦିର ପ୍ରତିଷ୍ଠା ଦ୍ୱାଦଶ ବର୍ଷ ପୂର୍ତ୍ତ ଏବଂ ଗୋପୀନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା…

ଉପସ୍ଥିତ ବୁଦ୍ଧି ଖଟାଇ ନଦୀରେ ବୁଡ଼ିଯାଉଥିବା ୨ ବାଳିକାଙ୍କୁ ଉଦ୍ଧାରକଲେ ମହିଳା

କଲ୍ୟାଣସିଂହପୁର,୧।୫ (ଦୀପକ କୁମାର ପରିଡା)ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତ ଅଡ଼ାବାଡ଼ି ଗାଁରେ ନଦୀରେ ବୁଡ଼ିଯାଉଥିବା ୨ ଝିଅଙ୍କୁ ଜଣେ ମହିଳା ଉପସ୍ଥିତ ବୁଦ୍ଧି ଖଟାଇ…

ବାଥ୍‌ରୁମ୍‌ରେ ଗାଧୋଉଥିଲେ ମହିଳା, ଲୁଚିକି ଭିଡିଓ କରୁଥିଲେ ୨ କ୍ରିକେଟର୍‌: ବାନ୍ଧିଲା ପୋଲିସ

କଲମ୍ବୋ,୧।୫: ଚଳିତ IPL 2026 ସିଜିନ ମଧ୍ୟରେ ଶ୍ରୀଲଙ୍କା କ୍ରିକେଟରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଶ୍ରୀଲଙ୍କା ଅଣ୍ଡର-୧୯ କ୍ରିକେଟ ଦଳର ଦୁଇ ଖେଳାଳିଙ୍କୁ ଏକ…

EPFO ପେନସନଧାରୀଙ୍କ ପାଇଁ ବଡ଼ଖବର : EPF ପେନସନ ୧୦୦୦୦ରୁ ବଢ଼ି ହେବ ଏତିକ! ଦିଆଗଲା ପ୍ରସ୍ତାବ

ନୂଆଦିଲ୍ଲୀ,୧।୫: ଜାତୀୟ ଆନ୍ଦୋଳନ କମିଟି (NAC)ର ମୁଖ୍ୟ ଦାବି ହେଉଛି EPS-୯୫ ଅଧୀନରେ ଆବୃତ ପେନସନଭୋଗୀଙ୍କ ପାଇଁ ସର୍ବନିମ୍ନ ମାସିକ ପେନସନ ୧,୦୦୦ରୁ ୭୫୦୦ କୁ ବୃଦ୍ଧି…

ଆଜିଠାରୁ ପରିବର୍ତ୍ତନ ହେଲା ଦେଶରେ ଏହିସବୁ ନିୟମ: ଆପଣଙ୍କ ପକେଟ ଉପରେ କେତେ ପ୍ରଭାବ ପକାଇବ, ଜାଣନ୍ତୁ…

ନୂଆଦିଲ୍ଲୀ,୧।୫: ମେ ୧ ତାରିଖରୁ ଦେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କାର୍ଯ୍ୟକାରୀ ହୋଇଛି। ଏଗୁଡ଼ିକ ଆପଣଙ୍କ ଘରର ରୋଷେଇ ଘର, ଯାତ୍ରା ଏବଂ ମୋବାଇଲ ଗେମିଂ ଉପରେ…

ଏହି ଦିନ ପର୍ଯ୍ୟନ୍ତ ହେବ କାଳବୈଶାଖୀ ବର୍ଷା: ହୋଇଯାନ୍ତୁ ସାବଧାନ

ଭୁବନେଶ୍ୱର,୧ା୫ (ବନ୍ଦନା ସେଠୀ):ଗତ କିଛିଦିନ ଧରି ରାଜ୍ୟରେ ଲାଗି ରହିଥିବା ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। କାଳବୈଶାଖୀ ବର୍ଷା ପାଇଁ ଗୁରୁବାର ତାପମାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri