Posted inଜାତୀୟ

ମୁକୁଳିବେ ଅମରମଣୀ ତ୍ରିପାଠୀ, ପତ୍ନୀ ମଧୁମଣି, ୟୁପି ସରକାରଙ୍କୁ ନୋଟିସ ଜାରି

ନୂଆଦିଲ୍ଲୀ,୨୫।୮: ସୁପ୍ରିମକୋର୍ଟ କବୟିତ୍ରୀ ମଧୁମିତା ଶୁକ୍ଳା ହତ୍ୟାକାଣ୍ଡର ଦୋଷୀଙ୍କୁ ସମୟ ପୂର୍ବରୁ ମୁକୁଳାଇବା ନିର୍ଦ୍ଦେଶ ଉପରେ ଉତ୍ତର ପ୍ରଦେଶ ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ଏହାସହ କୋର୍ଟ ଦୋଷୀମାନଙ୍କୁ ମୁକ୍ତ କରିବାକୁ ସମର୍ଥନ କରିଛନ୍ତି।
ସୂଚନାଯୋଗ୍ୟ, ଉତ୍ତରପ୍ରଦେଶ ସରକାର ପୂର୍ବତନ ମନ୍ତ୍ରୀ ଅମରମଣି ତ୍ରିପାଠୀ ଏବଂ ତାଙ୍କ ପତ୍ନୀ ମଧୁମଣି ତ୍ରିପାଠୀଙ୍କୁ କବି ମଦୁମିତା ଶୁକ୍ଲା ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଆଜୀବନ କାରାଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହା ଉପରେ ମଧୁମିତା ଶୁକ୍ଲାଙ୍କ ଭଉଣୀ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ। ଏହି ଆବେଦନ ଉପରେ ସୁପ୍ରିମକୋର୍ଟ ଉତ୍ତରପ୍ରଦେଶ ସରକାରଙ୍କୁ ନୋଟିସ ଜାରି କରିଛନ୍ତି ଏବଂ ଏହାର ଉତ୍ତର ଆଠ ସପ୍ତାହ ମଧ୍ୟରେ ମାଗିଛନ୍ତି।
ଉଲ୍ଲେଖନୀୟ କଥା ହେଉଛି, ତାଙ୍କର ଭଲ ଆଚରଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ସରକାର ତାଙ୍କୁ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri