Posted inଜାତୀୟ

ମୁକୁଳିବେ ଅମରମଣୀ ତ୍ରିପାଠୀ, ପତ୍ନୀ ମଧୁମଣି, ୟୁପି ସରକାରଙ୍କୁ ନୋଟିସ ଜାରି

ନୂଆଦିଲ୍ଲୀ,୨୫।୮: ସୁପ୍ରିମକୋର୍ଟ କବୟିତ୍ରୀ ମଧୁମିତା ଶୁକ୍ଳା ହତ୍ୟାକାଣ୍ଡର ଦୋଷୀଙ୍କୁ ସମୟ ପୂର୍ବରୁ ମୁକୁଳାଇବା ନିର୍ଦ୍ଦେଶ ଉପରେ ଉତ୍ତର ପ୍ରଦେଶ ସରକାରଙ୍କୁ ନୋଟିସ ଜାରି କରିଛନ୍ତି। ଏହାସହ କୋର୍ଟ ଦୋଷୀମାନଙ୍କୁ ମୁକ୍ତ କରିବାକୁ ସମର୍ଥନ କରିଛନ୍ତି।
ସୂଚନାଯୋଗ୍ୟ, ଉତ୍ତରପ୍ରଦେଶ ସରକାର ପୂର୍ବତନ ମନ୍ତ୍ରୀ ଅମରମଣି ତ୍ରିପାଠୀ ଏବଂ ତାଙ୍କ ପତ୍ନୀ ମଧୁମଣି ତ୍ରିପାଠୀଙ୍କୁ କବି ମଦୁମିତା ଶୁକ୍ଲା ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଆଜୀବନ କାରାଦଣ୍ଡ ଭୋଗିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହା ଉପରେ ମଧୁମିତା ଶୁକ୍ଲାଙ୍କ ଭଉଣୀ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ। ଏହି ଆବେଦନ ଉପରେ ସୁପ୍ରିମକୋର୍ଟ ଉତ୍ତରପ୍ରଦେଶ ସରକାରଙ୍କୁ ନୋଟିସ ଜାରି କରିଛନ୍ତି ଏବଂ ଏହାର ଉତ୍ତର ଆଠ ସପ୍ତାହ ମଧ୍ୟରେ ମାଗିଛନ୍ତି।
ଉଲ୍ଲେଖନୀୟ କଥା ହେଉଛି, ତାଙ୍କର ଭଲ ଆଚରଣକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ସରକାର ତାଙ୍କୁ ମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଆନ୍ତଃଜିଲା ବାଇକ ଚୋରି ର଼୍ୟାକେଟ୍‌ର ପର୍ଦ୍ଦାଫାଶ, ୭ ଗିରଫ

ରିଷିଡା ୧୭।୬: (ସୁଶାନ୍ତ ମଲ୍ଲିକ): ମ.ରାମପୁର ପୋଲିସକୁ ମିଳିଛି ବଡ଼ ସଫଳତା । ଆନ୍ତଃ ଜିଲା ବାଇକଚୋରି ର଼୍ୟାକେଟ ବର୍ତ୍ତମାନ ପୋଲିସ ହାତରେ । ଦୀର୍ଘଦିନ ଧରି…

ସ୍ବାଧୀନତାର ୭୮ ବର୍ଷ ପରେ ବି ଅନ୍ଧାରରେ ଗ୍ରାମବାସୀ: ଦେଲେ ଏଭଳି ଚେତାବନୀ, ବିଜୁଳି ନ ମିଳିଲେ …

ଥୁଆମୁଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଆଦିବାସୀ ଅଧ୍ୟୁଷିତ ଥୁଆମୁଳ ରାମପୁର ବ୍ଲକ ଅଧୀନସ୍ଥ ‘ତୁମୋନୀଖୋଲ’ ଗ୍ରାମକୁ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ପହଞ୍ଚି…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri