Posted inଜାତୀୟ

ସୁପ୍ରିମକୋର୍ଟ ବିଚାରପତି ଶାନ୍ତାଗୌଡରଙ୍କ ପରଲୋକ

ନୂଆଦିଲ୍ଲୀ, ୨୬ା୪: ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ମୋହନ ଏମ୍‌ ଶାନ୍ତାଗୌଡରଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ତାଙ୍କୁ ୬୨ ବର୍ଷ ହୋଇଥିଲା। ଫୁସ୍‌ଫୁସ୍‌ରେ ସଂକ୍ରମଣ ଯୋଗୁ ସେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ତେବେ ସେ କୋଭିଡ୍‌ ସଂକ୍ରମିତ ହୋଇଥିଲେ କି ନା ତାହା ସ୍ପଷ୍ଟ ହୋଇନାହିଁ। କର୍ନାଟକରେ ଜନ୍ମିତ ଜଷ୍ଟିସ୍‌ ଶାନ୍ତାଗୌଡର ୧୭ ଫେବୃୟାରୀ ୨୦୧୭ରେ ସୁପ୍ରିମକୋର୍ଟ ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ। ୧୨ ମେ ୨୦୦୩ରେ କର୍ନାଟକ ହାଇକୋର୍ଟର ଅତିରିକ୍ତ ଜଜ୍‌ ଏବଂ ୨୦୦୪ରେ ସୁପ୍ରିମକୋର୍ଟରେ ସ୍ଥାୟୀ ବିଚାରପତି ହୋଇଥିଲେ। ୧ ଅଗଷ୍ଟ ୨୦୧୬ରେ ତାଙ୍କୁ କର୍ନାଟକ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଦାୟିତ୍ୱ ମିଳିଥିଲା। ସୁପ୍ରିମକୋର୍ଟକୁ ଯିବା ପୂର୍ବରୁ ୨୨ ସେପ୍ଟେମ୍ବର ୨୦୧୬ରେ ସେ କେରଳ ହାଇକୋର୍ଟର ମୁଖ୍ୟ ବିଚାରପତି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

ଏଇ ଭାରତରେ

ଭାରତରେ ଜଳ ସଙ୍କଟ ବିଷୟ ଆଲୋଚନା କଲାବେଳେ ମହାରାଷ୍ଟ୍ର ଲାଟୁର ଜିଲା ସ୍ଥିତି ସାମ୍ନାକୁ ଆସେ। ତେବେ ଏହି ଜିଲାର ବଂଶଓ୍ବାରଗ୍ରାମର ଗ୍ରାମବାସୀ ଜଳସଙ୍କଟ ଦୂର କରିବାରେ…

ରୋଜଗାରିଆ ଝିଅ ଓ ବେକାର ପୁଅ

ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ।…

ପରିମାଣାତ୍ମକ ନା ଗୁଣାତ୍ମକ ଶିକ୍ଷା

ଥରେ ଜଣେ ରାଜନେତାଙ୍କ ସହିତ ସାକ୍ଷାତ ହେଲା। ପୂର୍ବତନ ଲୋକ ସଭା ସାଂସଦ। ବର୍ତ୍ତମାନର ସରକାରୀ ଦଳର ସେ ଜଣେ ପ୍ରତିଷ୍ଠିତ ନେତା। ବିଭିନ୍ନ ସଭା ସମିତିରେ…

ପ୍ରଣବଙ୍କ ଫାର୍ମ ହାଉସ ଜମି ମାପ ଚୁପ ଆରମ୍ଭ

ଯାଜପୁର/ଧର୍ମଶାଳା/ଚଢ଼େଇଧରା,୧୮।୨(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଦିଲୀପ ପରିଡ଼ା): ସରକାରୀ ଜମି ଜବରଦଖଲ ଅଭିଯୋଗ ପରେ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ମାପଚୁପ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri