Posted inଜାତୀୟ

ଲଖିମପୁର ଖେରୀ ଘଟଣାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଦିଲ୍ଲୀରେ ରହିବାକୁ ଅନୁମତି

ଲକ୍ଷ୍ନୌ,୨୬।୯: ଉତ୍ତରପ୍ରଦେଶର ଲଖିମପୁର ଖେରୀରେ କୃଷକ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ତଥା କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ସୁପ୍ରିମକୋର୍ଟ ଆଶ୍ୱସ୍ତି ଦେଇଛନ୍ତି। କୋର୍ଟ ଆଶିଷ ମିଶ୍ରାଙ୍କୁ ଦିଲ୍ଲୀରେ ରହିବାକୁ ଅନୁମତି ଦେଇଛନ୍ତି। ତାଙ୍କର ଅସୁସ୍ଥ ମା’ ଏବଂ ଝିଅର ଯତ୍ନ ନେବାକୁ ତାଙ୍କୁ ଛୁଟି ଦିଆଯାଇଛି। ଏହା ବ୍ୟତୀତ ଗଣମାଧ୍ୟମରେ କୌଣସି ବୟାନ ନ ଦେବାକୁ କୋର୍ଟ ସର୍ତ୍ତ ରଖିଛନ୍ତି।

ଏହାପୂର୍ବରୁ ଆଶିଷଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରି ସୁପ୍ରିମକୋର୍ଟ ଏକ ସର୍ତ୍ତ ରଖିଥିଲେ ଯେ, ସେ ୟୁପି କିମ୍ବା ଦିଲ୍ଲୀରେ ରହିପାରିବେ ନାହିଁ। ତେବେ ଉତ୍ତରପ୍ରଦେଶରେ ପ୍ରବେଶ ଉପରେ ପ୍ରତିବନ୍ଧକ ଜାରି ରହିଛି। ସୂଚନାଯୋଗ୍ୟ, ୨୦୨୧ ଗାଡି ଦ୍ୱାରା ଚାପି ହୋଇ କୃଷକଙ୍କୁ ହତ୍ୟା ମାମଲାରେ ଆଶିଷ ମୁଖ୍ୟ ଅଭିଯୁକ୍ତ ହୋଇଥିଲେ। ଏକ ବର୍ଷରୁ ଅଧିକ ସମୟ ଜେଲରେ ରହିବା ପରେ ତାଙ୍କୁ ଚଳିତ ବର୍ଷ ଜାନୁୟାରୀ ୨୫ ରେ ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

‘ଯଦି ଚୁକ୍ତି ବିଫଳ ହୁଏ ତେବେ ମୁଁ ଯାହା କରିବି…’, ଶାନ୍ତି ଆଲୋଚନା ମଧ୍ୟରେ ଏଥର ବଡ଼ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଲିଥିବା ଆଲୋଚନା ମଧ୍ୟରେ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ଆମେରିକା ସହିତ…

ଅବୈଜ୍ଞାନିକ, ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବି : ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲେ…

ବଲାଙ୍ଗୀର ,୨୩।୬ (ସୁନିଲ କୁମାର ମହାନ୍ତି): ଓଡ଼ିଶା ଭଳି ଏକ ଆଦିବାସୀ ଅଧ୍ୟୁଷିତ ରାଜ୍ୟରେ ଉତ୍ତମ ସରକାରୀ ଶିକ୍ଷା ଅତ୍ୟନ୍ତ ଜରୁରୀ ଥିବା ସତ୍ତ୍ୱେ ଗତ ସରକାର…

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

ମାନସିକ ଉଦ୍‌ବେଗ ପାଇଁ ଦାୟୀ ୭୪ ଜିନ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୩ା୬: ବିଜ୍ଞାନ ଜଗତରେ ମାନସିକ ସ୍ବାସ୍ଥ୍ୟକୁ ନେଇ ଏକ ବଡ଼ ସଫଳତା ମିଳିଛି। ବୈଜ୍ଞାନିକମାନେ ମାନବ ଶରୀରର ଡିଏନ୍‌ଏ (ଜେନୋମ) ମଧ୍ୟରେ ଏଭଳି ୭୪ଟି ଦିଗ ଚିହ୍ନଟ…

ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ସ୍ବୀକୃତି: ଜାଣନ୍ତୁ ଲିଷ୍ଟରେ କେଉଁ ସ୍କୁଲ…

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (ଏସ୍‌ଏଚ୍‌ଭିଆର୍‌) ୨୦୨୫-୨୬ ପୁରସ୍କାର ନିମନ୍ତେ ଓଡ଼ିଶାର ୧୦ଟି ବିଦ୍ୟାଳୟ ଜାତୀୟସ୍ତରୀୟ ସ୍ବୀକୃତି ପାଇବାକୁ ମନୋନୀତ…

ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା…

ହ୍ବାଟ୍‌ସଆପ୍‌ ମୁଖ୍ୟ ହେବେ କୁନାଲ ଶାହା

ନୂଆଦିଲ୍ଲୀ,୨୩ା୬: ଫିନ୍‌ଟେକ୍‌ କମ୍ପାନୀ ସିଆର୍‌ଇଡି(କ୍ରେଡ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ରହିଥିବା କୁନାଲ ଶାହା ତାଙ୍କ ପଦବୀ ଛାଡ଼ି ମେଟାରେ ଯୋଗ ଦେବେ ବୋଲି ସୋମବାର ଘୋଷଣା କରିଛନ୍ତି।…

ସଂଶୋଧନ ହେଲା ୬୪ ସ୍ଥାନର ଇଂଲିଶ ବନାନ, ତାଲିକାରେ…

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଓଡ଼ିଶାର ଯେଉଁ କେତେଗୁଡ଼ିଏ ସ୍ଥାନର ଇଂଲିଶ ବନାନ୍‌ ଭୁଲ୍‌ ଅଛି ତାକୁ ବଦଳାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri