Posted inଜାତୀୟ

ଯଦି ପସନ୍ଦ ନୁହେଁ ତେବେ ଦେଖନାହିଁ, ରିମୋଟ ଆପଣଙ୍କ ହାତରେ ଅଛି: ନ୍ୟୁଜ୍‌ ଚ୍ୟାନେଲଗୁଡିକୁ ନିୟନ୍ତ୍ରଣ କରିବା ପିଟିଶନ ଉପରେ ଏସ୍‌ସିଙ୍କ ମନ୍ତବ୍ୟ

ନୂଆଦିଲ୍ଲୀ,୯।୮: ଟେଲିଭିଜନ ନ୍ୟୁଜ୍‌ ଚ୍ୟାନେଲଗୁଡିକୁ ନିୟନ୍ତ୍ରଣ କରିବା ପାଇଁ ସୁପ୍ରିମକୋର୍ଟରେ ପିଟିଶନ ଦାଖଲ କରାଯାଇଥିଲା ଯେଉଁଥିରେ ଦର୍ଶାଯାଇଛି ଯେ, ଏଥିରେ ଦର୍ଶାଯାଉଥିବା ବିଷୟବସ୍ତୁ ଅତ୍ୟନ୍ତ ବିପଜ୍ଜନକ, ତେଣୁ ଏହା ଉପରେ କଡା ନିୟମ କରିବାର ଆବଶ୍ୟକତା ରହିଛି। ତେବେ ସୁପ୍ରିମକୋର୍ଟ ଏଭଳି ଆବେଦନ ଶୁଣିବାକୁ ମନା କରି ଦେଇଛନ୍ତି। କେବଳ ଏତିକି ନୁହେଁ ସୁପ୍ରିମକୋର୍ଟ ମଧ୍ୟ ଏହି ପ୍ରସଙ୍ଗରେ କଠୋର ମନ୍ତବ୍ୟ ଦେଇଛନ୍ତି ଏବଂ ଦର୍ଶକମାନଙ୍କୁ ଏହି ଚ୍ୟାନେଲଗୁଡିକ ଦେଖିବେ କି ନାହିଁ ତାହା ବାଛିବା ପାଇଁ ସ୍ବାଧୀନତା ଅଛି ବୋଲି ସୁପ୍ରିମକୋର୍ଟ କହିଛନ୍ତି।

ଜଷ୍ଟିସ ଅଭୟ ଓକାଙ୍କ ନେତୃତ୍ୱରେ ଗଠିତ ବେଞ୍ଚ ଏହି ଆବେଦନ ସମ୍ପର୍କରେ ଏହି ମନ୍ତବ୍ୟ ଦେଇଛନ୍ତି। ଏହି ସମୟରେ ସୁପ୍ରିମକୋର୍ଟକୁ ସମସ୍ତ ମାମଲା ଆଣିବା ଉପରେ ବେଞ୍ଚ ଅସନ୍ତୋଷ ବ୍ୟକ୍ତ କରି ଆବେଦନକାରୀଙ୍କୁ ପଚାରିଛନ୍ତି ଯେ, ସେମାନେ କାହିଁକି ପ୍ରଥମେ ହାଇକୋର୍ଟକୁ ଯାଇନାହାଁନ୍ତି? ସୁପ୍ରିମକୋର୍ଟ କହିଛନ୍ତି, ଯଦି ଆପଣ ଏହି ନ୍ୟୁଜ୍‌ ଚ୍ୟାନେଲଗୁଡିକ ପସନ୍ଦ ନୁହେଁ, ତେବେ ସେଗୁଡିକୁ ଦେଖନ୍ତୁ ନାହିଁ । ଟିଭି ବଟନ ଦବାଇବା ପାଇଁ ଆପଣଙ୍କର ସମ୍ପୂର୍ଣ୍ଣ ସ୍ବାଧୀନତା ଅଛି, ଆପଣ ଚାହିଁଲେ ଏହାକୁ ବନ୍ଦ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri