Posted inଜାତୀୟ

ଆଇନ ଲାଗୁ ନେଇ କୋର୍ଟରେ ବିଚାର ଜାରି ରହିଥିବାବେଳେ ବିରୋଧ ପ୍ରଦର୍ଶନ କାହିଁକି, ପ୍ରଶ୍ନ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୪।୧୦: କୃଷି ଆଇନ ଲାଗୁ ହୋଇ ନାହିଁ। ଏହି ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ଏପରିସ୍ଥଳେ ଏହାର ବିରୋଓରେ ପ୍ରଦର୍ଶନ କାହିଁକି କରାଯାଉଛି ବୋଲି ସୁପ୍ରିମ୍‌କୋର୍ଟ କଡ଼ା ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ବିରୋଧରେ ହୋଇଥିବା ଏକ ଆବେଦନର ବିଚାର ସମୟରେ ଶୀର୍ଷକୋର୍ଟ ଏଭଳି କହିଛନ୍ତି। ଏହା ସହିତ ସର୍ବୋଚ୍ଚ ନ୍ୟାୟାଳୟଙ୍କ ପକ୍ଷରୁ ୪୩ଟି ଚାଷୀ ସଂଗଠନଙ୍କୁ ନୋଟିସ୍‌ ଜାରି କରାଯାଇଛି।
ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା ମଧ୍ୟ କୋର୍ଟଙ୍କ ସହିତ ସହମତି ହୋଇଛନ୍ତି ଯେ, ମାମଲାର ବିଚାର କୋର୍ଟରେ ଜାରି ରହିଥିବାବେଳେ ଆନ୍ଦୋଳନ କରିବା ଉଚିତ ନୁହେଁ। ଏହାର ପରବର୍ତ୍ତୀ ଶୁଣାଣି ଅକ୍ଟୋବର ୨୦ରେ ହେବ ବୋଲି କୋର୍ଟ କହିଛନ୍ତି।

କୃଷକ ଆନ୍ଦୋଳନ ଯୋଗୁ ଦୀର୍ଘଦିନ ଧରି ରାସ୍ତା ବନ୍ଦ ରହିବାରୁ ଲୋକେ ସମସ୍ୟାରେ ପଡୁଥିବା ନେଇ ନୋଏଡାର ମୋନିକା ଅଗ୍ରଓ୍ବାଲଙ୍କ ପକ୍ଷରୁ ଏକ ପିଟିଶନ କୋର୍ଟରେ ଦାଖଲ କରାଯାଇଥିଲା। ହରିୟାଣା ସରକାର ୪୩ଟି ଚାଷୀ ସଂଗଠନଙ୍କୁ ପକ୍ଷଭୁକ୍ତ କରିବା ଲାଗି ମଧ୍ୟବର୍ତ୍ତୀକାଳୀନ ଆବେଦନ ଦାଖଲ କରିବା ପରେ କୋର୍ଟ ସମ୍ପୃକ୍ତ ସଂଗଠନଙ୍କୁ ନୋଟିସ୍‌ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ହେଡ୍‌ଲାଇଟ୍‌ରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର

ପାଟନା, ୩ା୨: ବିହାରର ମୋତିହାରୀ ପରୀକ୍ଷା କେନ୍ଦ୍ରରେ ଯୁକ୍ତ ୨ର ପ୍ରାୟ ୪ ଶହ ଛାତ୍ରୀଛାତ୍ର ବିଦ୍ୟୁତ୍‌ ନ ଥିବାରୁ କାର୍‌ ହେଡ୍‌ଲାଇଟ୍‌ ଆଲୁଅରେ ପରୀକ୍ଷା...

ଫୁଟ୍‌ବଲ ଷ୍ଟାଡିୟମରେ ଗୋଡ଼େଇ ଗୋଡ଼େଇ ହାଣିଲେ

ବେଙ୍ଗାଲୁରୁ,୧୬।୯: କର୍ନାଟକ ରାଜ୍ୟ ଫୁଟବଲ ଆସୋସିଏଶନ (କେଏସ୍‌ଏଫ୍‌ଏ) ଷ୍ଟାଡିୟମରେ ଗତ ରବିବାର ସନ୍ଧ୍ୟାରେ ଅରବିନ୍ଦ ଓରଫ ଲିଙ୍କୁ ହତ୍ୟା କରାଯାଇଥିଲା। ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ୪...

ବାରମୁଳାରୁ ୨ ଆତଙ୍କବାଦୀ ଗିରଫ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୨୭।୮: ଜମ୍ମୁ-କଶ୍ମୀର ବାରମୁଳାରୁ ୨ ଆତଙ୍କବାଦୀ ଗିରଫ ହୋଇଛନ୍ତି। ଏହା ସହିତ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି। ଏନେଇ ସିଆର୍‌ପିଏଫ୍‌ ୫୩ ବାଟାଲିୟନ୍‌...

କ୍ଷୁଧା ମେଣ୍ଟାଇ ପାରିବନି ଚନ୍ଦ୍ର ମିଶନ: ରାହୁଲ

ଲାତୁର,୧୪ା୧୦(ପି.ଟି.): ଦେଶର ଯୁବପିଢ଼ି ନିଯୁକ୍ତି ଖୋଜୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ସେମାନଙ୍କୁ ଜହ୍ନ ଦେଖିବାକୁ କହୁଛନ୍ତି। ଭାରତର ଅର୍ଥନୀତି ଭୁଶୁଡ଼ିବା ଏବେ...

ବିଜୟର ୬ ବଡ଼ କାରଣ

ନୂଆଦିଲ୍ଲୀ,୧୨ା୨: ଦିଲ୍ଲୀ ନିର୍ବାଚନରେ ବଡ଼ ବିଜୟ ହାସଲ ସହ ଏଏପି କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବାକୁ ଯାଉଛି। ଏଏପି ବିଜୟର କେତେକ କାରଣ...

୬ ସହରରୁ କୋଲକାତାକୁ ବିମାନ ଉଡ଼ାଣ ଅନୁମତି

କୋଲକାତା, ୨୭।୮: ପଶ୍ଚିମବଙ୍ଗରେ ଲକ୍‌ଡାଉନ କଟକଣାକୁ ସେପ୍ଟେମ୍ବର ୨୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେପ୍ଟେମ୍ବରରୁ ରାଜ୍ୟ ଭିତରେ ଲୋକାଲ ଟ୍ରେନ୍‌ ଓ ମେଟ୍ରୋ ରେଳସେବା ଆରମ୍ଭ...

ପିଓକେ ଉପରେ ଆକ୍ରମଣ ନେଇ ନରାଓ୍ବଣେଙ୍କ ମନ୍ତବ୍ୟ: ଚିନ୍ତା କରାଯିବ କହିଲେ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ନେଇ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଦେଇଥିବା ମନ୍ତବ୍ୟକୁ ନେଇ ପ୍ରତିରକ୍ଷା ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ନାଏକ କହିଛନ୍ତି ଯେ,...

ଓଟିଟି ଉପରେ ଅଙ୍କୁଶ: ସୋସିଆଲ ଓ ଡିଜିଟାଲ ମିଡିଆକୁ ନିୟନ୍ତ୍ରଣ କରିବ କେନ୍ଦ୍ର

ନୂଆଦିଲ୍ଲୀ,୨୬ା୨:ଦେଶରେ ଅଭିବ୍ୟକ୍ତି ସ୍ବାଧୀନତା କ୍ରମଶଃ ସଙ୍କୁଚିତ ହେବାରେ ଲାଗିଥିବାବେଳେ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ, ଡିଜିଟାଲ ମିଡିଆ ଅର୍ଗାନାଇଜେଶନ ଏବଂ ଓଭର ଦି ଟପ୍‌ (ଓଟିଟି) ଷ୍ଟ୍ରିମିଂ...

Advertisement
Archives

Model This Week