Posted inଜାତୀୟ

ହେମନ୍ତ ସୋରେନ୍‌ଙ୍କୁ ସୁପ୍ରିମକୋର୍ଟରୁ ଝଟକା

ନୂଆଦିଲ୍ଲୀ,୧୮।୯: ସୋମବାର ସୁପ୍ରିମକୋର୍ଟ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ଆବେଦନ ଉପରେ ଶୁଣାଣି କରିବାକୁ ମନା କରି ଦେଇଛନ୍ତି। ମନି ଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ସମନ ବିରୋଧରେ ହେମନ୍ତ ସୋରେନ୍‌ ଏହି ପିଟଶନ ଦାଖଲ କରିଥିଲେ। ତେବେ ଜଷ୍ଟିସ ଅନିରୁଦ୍ଧ ବୋଷ ଏବଂ ଜଷ୍ଟିସ ବେଲା ଏମ ତ୍ରିବେଦୀଙ୍କ ବେଞ୍ଚ ହେମନ୍ତ ସୋରେନ୍‌ଙ୍କୁ ହାଇକୋର୍ଟରେ ଆବେଦନ କରିବାକୁ ଅନୁମତି ଦେଇଛନ୍ତି। ଶୁଣାଣି ସମୟରେ ହେମନ୍ତ ସୋରେନ୍‌ଙ୍କ ପକ୍ଷରୁ ଓକିଲ ମୁକୁଲ ରେହତଗୀ ହାଜର ହୋଇଥିବା ବେଳେ ଇଡି ପକ୍ଷରୁ ଶୁଣାଣିରେ ଅତିରିକ୍ତ ସଲିସିଟର ଜେନେରାଲ ଏସ.ଭି ରାଜୁ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ମନି ଲଣ୍ଡରିଂ ମାମଲାରେ ହେମନ୍ତ ସୋରେନ୍‌ଙ୍କୁ ପଚରାଉଚରା ପାଇଁ ଇଡିର ରାଞ୍ଚି କାର୍ଯ୍ୟାଳୟ ସମନ ଜାରି କରିଥିଲା। ତାଙ୍କ ବିବୃତ୍ତି ରେକର୍ଡ କରିବାକୁ ହେମନ୍ତ ସୋରେନ୍‌ଙ୍କୁ ଡକାଯାଇଥିଲା। ସୋରେନ୍‌ ଏହା ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଲୁଇସିଆନାରେ ହୃଦୟ ବିଦାରକ ଘଟଣା, ୮ ଛୁଆଙ୍କୁ ହତ୍ୟା

ଓ୍ବାଶିଂଟନ,୧୯ା୪: ଆମେରିକାର ଲୁଇସିଆନାରେ ଘରୋଇ ହିଂସା ସହିତ ଜଡିତ ଏକ ଭୟଙ୍କର ଗୁଳିକାଣ୍ଡ ଘଟଣାରେ ଅତି କମରେ ଆଠ ଜଣ ପିଲାଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ…

ରୋଷେଇ ବେଳେ ବିସ୍ଫୋରଣ ହେଲା ଗ୍ଯାସ ସିଲିଣ୍ଡର, ହୁତୁହୁତୁ ହୋଇ ଜଳିଗଲା ୩…

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଦଳିତ ସାହିରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ରବିବାର  ସନ୍ଧ୍ୟାରେ ରୋଷେଇ ଗ୍ଯାସ ସିଲିଣ୍ଡର ଲିକ୍ ହୋଇ…

ପ୍ରେମିକାକୁ ମାଡ଼ ମାରିଲେ ପ୍ରେମିକ, ନିର୍ଯାତନା ସହି ନପାରି ଆତ୍ମହତ୍ୟା କଲେ

କୋରାପୁଟ,୧୯ା୪(ଅମିତାଭ ବେହେରା ): ପ୍ରେମିକର ନିର୍ଯ୍ୟାତନା ସହି ନପାରି ବେକରେ ରସି ଲଗାଇ ଆତ୍ମହତ୍ୟା କଲେ ଛାତ୍ରୀ । ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ…

ପାରିବାରିକ ହିଂସା, ଟାଙ୍ଗିଆ ଚୋଟରେ ମହିଳା ଗୁରୁତର

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ବାଘମରା ସାହିରେ ରବିବାର ଅପରାହ୍ନରେ ପାରିବାରିକ ହିଂସା ଦେଖିବାକୁ ମିଳିଛି । ଜଣେ ମହିଳାଙ୍କୁ ଟାଙ୍ଗିଆରେ…

ଶ୍ରୀନଗର ବିମାନବନ୍ଦରରୁ ୨ ଆମେରିକୀୟ ଅଟକ, ପୋଲିସର ତଦନ୍ତ ଜାରି

ଶ୍ରୀନଗର,୧୯ା୪: ଶ୍ରୀନଗର ବିମାନବନ୍ଦରରୁ ରବିବାର ୨ଜଣ ଆମେରିକୀୟଙ୍କୁ ଅଟକ ରଖାଯାଇଛି। ବିମାନବନ୍ଦରରେ ଯାଞ୍ଚ ବେଳେ ସେମାନଙ୍କ ଲଗେଜ୍‌ରୁ ସାଟେଲାଇଟ୍‌ ଫୋନ୍‌ ମିଳିଥିବା ସୁରକ୍ଷା ଅଧିକାରୀଙ୍କ ସୂତ୍ରରୁ କୁହାଯାଇଛି।…

ସମାଲୋଚନା ପରେ ବଦଳିଲା ନିଷ୍ପତ୍ତି, ନୟାଗଡ଼ରେ ୨୦ ରୁ ୨୩ ସମସ୍ତ ବିଦ୍ୟାଳୟ ଛୁଟି

ନୟାଗଡ଼, ୧୯।୪(ଲୋକନାଥ ମିଶ୍ର): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ନୟାଗଡ଼ ଜିଲା ପ୍ରଶାସନ ଜିଲାର ସମସ୍ତ ପ୍ରକାର ବିଦ୍ୟାଳୟ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଗୁଡ଼ିକୁ ଚଳିତ…

ଅସହ୍ୟ ତାତି: ବରଗଡ଼ରେ ୨୨ ପର୍ଯ୍ୟନ୍ତ ସ୍କୁଲ-କଲେଜ ଛୁଟି

ବରଗଡ଼,୧୯।୪(ପ୍ରେମାନନ୍ଦ ଖମାରୀ) : ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏହାରି ଭିତରେ ବରଗଡ଼ ଜିଲାରେ ମଧ୍ୟ ଅସହ୍ୟ ତାତି ଅନୁଭୂତ ହେଉଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri