Posted inଜାତୀୟ

ସୁପ୍ରିମକୋର୍ଟରୁ ବି ସିସୋଡିଆଙ୍କୁ ଝଟ୍‌କା, ମିଳିଲାନି ଜାମିନ

ନୂଆଦିଲ୍ଲୀ,୨୮।୨: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ସିବିଆଇ ରିମାଣ୍ଡରେ ଥିବା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆ ଜାମିନ ଲାଗି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସିବିଆଇ ତଦନ୍ତ ତଥା ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସେ ଜାମିନ ଲାଗି ଆବେଦନ କରିଥିଲେ। ହେଲେ ତାଙ୍କ ଆବେଦନ ଶୁଣିବାକୁ ମନା କରି ସୁପ୍ରିମକୋର୍ଟ ସିସୋଡିଆଙ୍କୁ ହାଇକୋର୍ଟଙ୍କ ନିକଟକୁ ଯିବାକୁ ପରାମର୍ଶ ଦେଇଛନ୍ତି।

ସୁପ୍ରିମକୋର୍ଟ ଜାମିନ ପାଇଁ ସିଧାସଳଖ ଏଠାକୁ କାହିଁକି ଆସିଥିବା ନେଇ ସିସୋଡିଆଙ୍କୁ ପ୍ରଶ୍ନ କରିଛନ୍ତି। ଏପରିକି ସେ ହାଇକୋର୍ଟକୁ ଯିବା ଉଚିତ ବୋଲି କହିବା ସହ ଏହି ମାମଲାରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ସମ୍ପୂର୍ଣ୍ଣ ଭାବେ ମନା କରି ଦେଇଛନ୍ତି। କାରଣ ଏହି ମାମଲା ଦୁର୍ନୀତି ନିବାରଣ ଆଇନ ବିଷୟରେ। ବିନୋଦ ଦୁଆଙ୍କ ମାମଲା ବହୁତ ଭିନ୍ନ ଥିଲା। ଏହା ଏକ ଦୁର୍ନୀତି ମାମଲା ହୋଇଥିବାରୁ ହାଇକୋର୍ଟକୁ ଯାଆନ୍ତୁ ବୋଲି ପ୍ରଧାନ ବିଚାରପତି କହିଛନ୍ତି।

କହିରଖୁଛୁ, ସିସୋଡିଆଙ୍କ ଓକିଲ ଅଭିଷେକ ସିଂଭି ସୁପ୍ରିମକୋର୍ଟରେ ଶୁଣାଣି ସମୟରେ ବିନୋଦ ଦୁଆ ମାମଲାର ନିଷ୍ପତ୍ତି ବିଷୟ ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୪ ବର୍ଷ ଝିଅର କଥା ଶୁଣି ଚୁପ୍‌ଚାପ୍‌ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା

ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ…

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri