Posted inଜାତୀୟ

ସାର୍ବଜନିକ ହେଉ ଭୋଟିଂ ଡାଟା, ADRର ଆବେଦନକୁ ନିନ୍ଦା କଲେ ସୁପ୍ରିମକୋର୍ଟ, ଆବେଦନ ଟାଇମିଂକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୪।୫: ସୁପ୍ରିମକୋର୍ଟ ଶୁକ୍ରବାର (୨୪ ମେ’)ରେ ନିର୍ବାଚନ ଆୟୋଗଙ୍କୁ ଏକ ଆଶ୍ୱସ୍ତିକର ଖବର ଦେଇଛନ୍ତି। ସଂପୂର୍ଣ୍ଣ ଭୋଟିଂ ଆକଳନ ବିଳମ୍ବରେ ପ୍ରକାଶ ପାଇବା ନେଇ ପ୍ରଶ୍ନ ଉଠାଇ ସୁପ୍ରିମକୋର୍ଟ ଏକ ପିଟିସନ ଶୁଣାଣି କରିଥିଲେ। ଲୋକ ସଭା ନିର୍ବାଚନ ସମୟରେ ଭୋଟ ପ୍ରତିଶତ ସଂଖ୍ୟାକୁ ନିଜ ୱେବସାଇଟରେ ଅପଲୋଡ କରିବା ସମ୍ପର୍କରେ କୋର୍ଟ କୌଣସି ନିର୍ଦ୍ଦେଶ ଦେବାକୁ ମନା କରି ଦେଇଛନ୍ତି।

ସୂଚନାଯୋଗ୍ୟ, ଲୋକ ସଭା ନିର୍ବାଚନରେ ଭୋଟ ଦେବାର ୪୮ଘଣ୍ଟା ମଧ୍ୟରେ ପ୍ରତ୍ୟେକ ମତଦାନ କେନ୍ଦ୍ରରେ ଦିଆଯାଇଥିବା ଭୋଟର ତଥ୍ୟ ୱେବସାଇଟରେ ରଖିବାକୁ କୋର୍ଟ ଏକ ଆବେଦନ ଶୁଣାଣି କରିଛନ୍ତି। କୋର୍ଟ ଏହି ନିଷ୍ପତ୍ତିକୁ ସଂରକ୍ଷିତ ରଖିଛନ୍ତି। ସୂଚନାଯୋଗ୍ୟ, ଏନଜିଓ ଆସୋସିଏଶନ ଫର ଡେମେକ୍ରେଟିକ ରିଫରମର୍ସ ଏହି ଆବେଦନ କରିଥିଲା। ନିର୍ବାଚନ ଆୟୋଗ କୋର୍ଟଙ୍କୁ କହିଛନ୍ତି ଯେ ଫର୍ମ ୧୭ସି (ପ୍ରତ୍ୟେକ ମତଦାନ କେନ୍ଦ୍ରରେ ଦିଆଯାଇଥିବା ଭୋଟର ତଥ୍ୟ) ୱେବସାଇଟରେ ଅପଲୋଡ କରିବା ଅନୁଚିତ।
ସୁପ୍ରିମକୋର୍ଟ ଏହା ମଧ୍ୟ କହିଛନ୍ତି ଯେ ୫ଟି ପର୍ଯ୍ୟାୟ ନିର୍ବାଚନ ହୋଇଛି। ବର୍ତ୍ତମାନ ପ୍ରକ୍ରିୟା ବଦଳାଇବାକୁ ନିର୍ବାଚନ ଆୟୋଗ ଉପରେ ଚାପ ପକାଇବା ଠିକ ହେବ ନାହିଁ। ନିର୍ବାଚନ ଆୟୋଗର ଓକିଲ ମନିନ୍ଦର ସିଂ କହିଛନ୍ତି ଯେ ଆବେଦନକାରୀ ADR ର ଉଦ୍ଦେଶ୍ୟ ହେଉଛି ଭୋଟରଙ୍କୁ ଦ୍ୱନ୍ଦରେ ପକାଇବା। ADR ର ଉଦ୍ଦେଶ୍ୟ ଉପରେ ପ୍ରଶ୍ନ କରି ସୁପ୍ରିମକୋର୍ଟ ୨୬ ଏପ୍ରିଲରେ ଏକ ଆବେଦନକୁ ପ୍ରତ୍ୟାଖ୍ୟାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତରେ ଚାଲିଗଲା ୧୯ ହଜ୍‌ ଯାତ୍ରୀଙ୍କ ଜୀବନ

ନୂଆଦିଲ୍ଲୀ,୧୬ା୬: ହଜ୍‌ ଯାତ୍ରାରେ ସାଉଦି ଆରବ ଆସିଥିବା ଅନୂ୍ୟନ ୧୯ ତୀର୍ଥଯାତ୍ରୀଙ୍କର ମୃତ୍ୟୁ ଘଟିଛି। ସେମାନେ ଜୋର୍ଡାନ ଏବଂ ଇରାନରୁ ଆସିଥିଲେ। ଜୋର୍ଡାନ ବହିର୍ବ୍ୟାପାର ମନ୍ତ୍ରଣାଳୟର...

କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଭେଟିଲେ ରିଜିଜୁ

ନୂଆଦିଲ୍ଲୀ,୧୬ା୬:ନୂଆ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବାର ସପ୍ତାହେ ପୂର୍ବରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ୍‌ ରିଜିଜୁ ରବିବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ...

ଉପବାଚସ୍ପତି ପଦ ନ ମିଳିଲେ ଏମିତି ପଦକ୍ଷେପ ନେବ ବିରୋଧୀ ମେଣ୍ଟ

ନୂଆଦିଲ୍ଲୀ,୧୬ା୬:ଅଷ୍ଟାଦଶ ଲୋକ ସଭାର ବାଚସ୍ପତି ପଦ ଲାଗି ଆସନ୍ତା ୨୬ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ବିରୋଧୀ ଇଣ୍ଡିଆ ବ୍ଲକ୍‌ ଉପବାଚସ୍ପତି ପଦ ଉପରେ...

ସରକାରୀ ଚାକିରିରେ କିନ୍ନରଙ୍କୁ ଦିଆଯାଉ ୧ ପ୍ରତିଶତ ସଂରକ୍ଷଣ: ହାଇକୋର୍ଟଙ୍କ ନିର୍ଦ୍ଦେଶ

କୋଲକାତା,୧୬।୬: ରାଜ୍ୟର ସମସ୍ତ ସରକାରୀ ଚାକିରିରେ ଟ୍ରାନ୍ସଜେଣ୍ଡର ବା କିନ୍ନରଙ୍କ ପାଇଁ ଏକ ପ୍ରତିଶତ ସଂରକ୍ଷଣ ନିଶ୍ଚିତ କରିବାକୁ କଲିକତା ହାଇକୋର୍ଟ ପଶ୍ଚିମବଙ୍ଗ ସରକାରଙ୍କୁ ନିର୍ଦ୍ଦେଶ...

ମାଆଙ୍କୁ ଭେଟିବାକୁ ଏମ୍ସ ପହଞ୍ଚିଲେ ଯୋଗୀ ଆଦିତ୍ୟନାଥ

ଋଷିକେଶ,୧୬।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ଏମ୍ସ ଋଷିକେଶରେ ପହଞ୍ଚିଛନ୍ତି। ଏମ୍ସରେ, ସେ ତାଙ୍କ ମାତା ସାବିତ୍ରୀ ଦେବୀଙ୍କୁ ଭେଟି ଷଷ୍ଠ ମହଲାରେ ଥିବା...

୪୦୦ ପାର୍‌ ହୋଇଥିଲେ ଭାରତ ଏକ ହିନ୍ଦୁ ରାଷ୍ଟ୍ରରେ ପରିଣତ ହୋଇଥାନ୍ତା: ଭାଜପା ନେତାଙ୍କ ବିସ୍ଫୋରକ ମନ୍ତବ୍ୟ

ପୁଣେ,୧୬।୬: ମହାରାଷ୍ଟ୍ରର ଥାନେ ନିକଟସ୍ଥ ଭିଓ୍ବାଣ୍ଡିରେ ଭାଜପା ନେତା ଟି ରାଜ ସିଂ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ଏକ ହିନ୍ଦୁ ଧର୍ମ ସଭାର ମୁଖ୍ୟ...

ଭାଜପା କାର୍ଯ୍ୟାଳୟ ନିକଟରୁ ମିଳିଲା ବୋମା! ଖେଳିଲା ଆତଙ୍କ

କୋଲକାତା,୧୬।୬: ପଶ୍ଚିମବଙ୍ଗର କୋଲକାତାଠାରେ ଥିବା ଭାଜପାର କେନ୍ଦ୍ରୀୟ କାର୍ଯ୍ୟାଳୟ ନିକଟରେ ଏକ ବୋମା ଭଳି ଜିନିଷ ଦେଖିବାକୁ ମିଳିଛି। ଏହି ସୂଚନା ପରେ ଘଟଣାସ୍ଥଳରେ ଆତଙ୍କ...

ଆଇଏମଡି ଦେଲା ଖୁସି ଖବର

ନୂଆଦିଲ୍ଲୀ,୧୬।୬: ମୌସୁମୀ ଦେଶରେ ପହଞ୍ଚିଛି ଏବଂ ଦେଶର ଅନେକ ସ୍ଥାନରେ ମୌସୁମୀ ପୂର୍ବରୁ ମଧ୍ୟ ଏହର କାର୍ଯ୍ୟକଳାପ ଆରମ୍ଭ ହୋଇଛି। ତଥାପି ଉତ୍ତରପ୍ରଦେଶ ଏବଂ ରାଜଧାନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri