Posted inଜାତୀୟ

ବମ୍ବେ ହାଇକୋର୍ଟ ନାମ ପରିବର୍ତ୍ତନ ଆବେଦନକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୩।୧୧ : ବମ୍ବେ ହାଇକୋର୍ଟର ନାମ ପରିବର୍ତ୍ତନ ଆବେଦନକୁ ସୁପ୍ରିମ୍‌କୋର୍ଟ ଖାରଜ କରିଦେଇଛନ୍ତି। ଏହାକୁ ମହାରାଷ୍ଟ୍ର ହାଇକୋର୍ଟଭାବେ ନାମକରଣ କରାଯିବାକୁ ଏକ ପିଟିଶନ ଦାଖଲ କରାଯାଇଥିଲା। ବିଚାରପତି ଅନିରୁଦ୍ଧ ବୋଷ ଏବଂ ବିକ୍ରମ ନାଥଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହାର ବିଚାର କରି ଗୁରୁବାର ଏହାକୁ ଖାରଜ କରିଛନ୍ତି।

ଭିପି ପାଟିଲଙ୍କ ଦ୍ୱାରା ଦାଖଲ କରାଯାଇଥିବା ଏହି ପିଟିଶନର ଶୁଣାଣି କରି ଖଣ୍ଡପୀଠ କହିଛନ୍ତି ଯେ, ଏହାର ନିଷ୍ପତ୍ତି ସଂସଦରେ ଗ୍ରହଣ କରାଯିବା ଆବଶ୍ୟକ। ଖଣ୍ଡପୀଠ ସଂସଦୀୟ କାର୍ଯ୍ୟ ପ୍ରଣାଳୀରେ ହସ୍ତକ୍ଷେପ କରିପାରିବେ ନାହିଁ।

ସମ୍ବିଧାନର ଅନୁଚ୍ଛେଦ ୩୨ ଅନ୍ତର୍ଗତ ଦାଖଲ ହୋଇଥିବା ଏହି ମାମଲାରେ ଖଣ୍ଡପୀଠ ଆବେଦନକାରୀଙ୍କୁ କେଉଁ ମୌଳିକ ଅଧିକାର ଅନୁସାରେ ସେ ଏଭଳି କରିଛନ୍ତି ତାହା ପ୍ରଶ୍ନ କରିଥିଲେ। ଆବେଦନକାରୀ ଏସମ୍ପର୍କରେ ସଂସଦରେ ଏହାକୁ ଉପସ୍ଥାପନ କରିବାକୁ ସ୍ବତନ୍ତ୍ରତା ଦେବାକୁ ଅନୁରୋଧ କରିଥିଲେ। ତେବେ ଖଣ୍ଡପୀଠ ଏହାକୁ ଖାରଜ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

କେନ୍ଦ୍ରୀୟ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଉପହାର: DA ବୃଦ୍ଧିକୁ ମଞ୍ଜୁରୀ ଦେଲେ ସରକାର, ଏଣିକି ଏତେ ବଢିବ ଦରମା

ନୂଆଦିଲ୍ଲୀ,୧୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଆଶ୍ୱସ୍ତି ମିଳିଛି। ସରକାର ମହଙ୍ଗା…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

ଇରାନ ସହ କଥା ହେବା ମଧ୍ୟରେ ପୁଣି ଧମକ ଦେଲେ ଟ୍ରମ୍ପ, କହିଲେ ବୁଧବାର ସୁଦ୍ଧା ଡିଲ ନ ହେଲେ…

ଓ୍ବାଶିଂଟନ,୧୮।୪: ଇରାନ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ବର୍ତ୍ତମାନର ଯୁଦ୍ଧବିରତି ଅଧିକ ଦିନ ପର୍ଯ୍ୟନ୍ତ ରହିପାରିବ…

ଗୋଟିଏ ଦିନ ପୂର୍ବରୁ ଜଣା ନ ଥିଲା କ’ଣ ହେବ, ହେଲେ ହୋଇଛି ଗଣତନ୍ତ୍ରର ବଡ଼ ବିଜୟ: ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୪: କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀ ଶନିବାର ସକାଳେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ସେ କହିଥିଲେ ଯେ ଶୁକ୍ରବାର ଯାହା ଘଟିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri