Posted inଜାତୀୟ

ରୋଜଗାର କରି ଚଳ…ଭରଣପୋଷଣ ଦାବି କରୁଥିବା ଶିକ୍ଷିତା ମହିଳାଙ୍କୁ ସୁପ୍ରିକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ, ୨୩ା୭:ସୁପ୍ରିମକୋର୍ଟ ସୋମବାର ଏକ ମାମଲାର ଶୁଣାଣି କରି କହିଛନ୍ତି, ଯୋଗ୍ୟ ମହିଳାମାନେ ସେମାନଙ୍କ ଜୀବିକା ନିର୍ବାହ ପାଇଁ ରୋଜଗାର କରିବା ଉଚିତ। ଛାଡ଼ପତ୍ର ପରେ ଉଚ୍ଚ ଶିକ୍ଷିତା ମହିଳାମାନେ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି କରିବା ଉଚିତ ନୁହେଁ। ପ୍ରଧାନ ବିଚାରପତି ବି.ଆର୍‌. ଗବଇ ଭରଣପୋଷଣ ସମ୍ବନ୍ଧୀୟ ଏକ ମାମଲାର ଶୁଣାଣି କରି ଜଣେ ମହିଳାଙ୍କୁ ଭର୍ତ୍ସନା କରି କହିଛନ୍ତି, ଆପଣ ଏତେ ଉଚ୍ଚଶିକ୍ଷିତା। ଏମ୍‌ବିଏ କରିଛନ୍ତି। ଭରଣପୋଷଣ ଦାବି କରିବା ଅପେକ୍ଷା ନିଜେ ରୋଜଗାର କାହିଁକି କରୁନାହାନ୍ତି। ହାଇଦ୍ରାବାଦ, ବେଙ୍ଗାଲୁରୁ ପରି ସହରରେ ଥିବା ଆଇଟି କ୍ଷେତ୍ରରେ ଆପଣଙ୍କ ପରି ଉଚ୍ଚଶିକ୍ଷିତା ମହିଳାଙ୍କ ଚାହିଦା ଅଧିକ। ଆପଣଙ୍କର ବିବାହ ମାତ୍ର ୧୮ ମାସ ତିଷ୍ଠିଛି। ଏହାସତ୍ତ୍ୱେ ବି ଆପଣଙ୍କୁ ବିଏମ୍‌ଡବ୍ଲ୍ୟୁ କାର୍‌ ଦରକାର ବୋଲି କହି ପ୍ରଧାନ ବିଚାରପତି ଜଷ୍ଟିସ୍‌ ଗବଇ ମହିଳାଙ୍କ ଉପରେ ଅସନ୍ତୋଷ ପ୍ରକାଶ କହିଛନ୍ତି। ଉକ୍ତ ମାମଲାରେ ମହିଳା ଜଣଙ୍କ ୧୮ ମାସ ମଧ୍ୟରେ ନିଜ ସ୍ବାମୀଙ୍କଠାରୁ ଅଲଗା ହୋଇଥିଲେ। ସେ ନିଜର ଭରଣପୋଷଣ ପାଇଁ ସ୍ବାମୀଙ୍କଠାରୁ ୧୨ କୋଟି ଟଙ୍କା, ମୁମ୍ବାଇରେ ଏକ ଫ୍ଲାଟ୍‌ ଏବଂ ଏକ ବିଏମ୍‌ଡବ୍ଲ୍ୟୁ କାର୍‌ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri