Posted inଜାତୀୟ

ଧାରା ୩୭୦ ଉଚ୍ଛେଦ ଉପରେ ୨ ଅଗଷ୍ଟରେ ହେବ ଶୁଣାଣି, ସବୁ ପକ୍ଷଙ୍କୁ ଏହି ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଧାରା ୩୭୦ ଉଚ୍ଛେଦର ୨୩ଟି ପିଟିଶନର ଶୁଣାଣି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ, ଅଗଷ୍ଟ ୨ରେ ଧାରା ୩୭୦ ଉଚ୍ଛେଦ ଉପରେ ଶୁଣାଣି ହେବ। ତେବେ ୨୭ ଜୁଲାଇ ସୁଦ୍ଧା ସୁପ୍ରିମକୋର୍ଟ ସମସ୍ତ ପକ୍ଷଙ୍କଠାରୁ ଜବାବ ମାଗିଛନ୍ତି।

କୋର୍ଟ କହିଛନ୍ତି ଯେ, ଜୁଲାଇ ୨୭ସୁଦ୍ଧା ସମସ୍ତ ପକ୍ଷ ଏହି ପ୍ରସଙ୍ଗରେ ନିଜର ଉତ୍ତର ଦାଖଲ କରିବା ଉଚିତ୍‌, ଯାହା ପରେ କୌଣସି ପରିବର୍ତ୍ତନ ଅନୁମତି ଦିଆଯିବ ନାହିଁ। ଏହା ପରେ ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୨ରେ ଅନୁଷ୍ଠିତ ହେବ। ମଙ୍ଗଳବାର ଶୁଣାଣି ସମୟରେ କେନ୍ଦ୍ରର ନୂତନ ଆଫିଡେଭିଟ ଉପରେ ବିଚାର କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ମନା କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri