Posted inଜାତୀୟ

ନିଶାରେ ଅପରାଧ କରିଥିବା କହିଲେ ଦଣ୍ଡାଦେଶରୁ ମିଳିବନି ମୁକ୍ତି: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୩।୧୧ : ସୁପ୍ରିମକୋର୍ଟ କହିଛନ୍ତି ମଦ୍ୟପାନ କରି ନିଶାରେ ଥିବା ସମୟରେ ଏହି ଅପରାଧ ହୋଇଛି ବୋଲି ଯୁକ୍ତି କରି ଦଣ୍ଡକୁ ଏଡାଯାଇପାରିବ ନାହିଁ। ଆହ୍ଲାବାଦ ହାଇକୋର୍ଟଙ୍କ ଆଦେଶ ବିରୁଦ୍ଧରେ ଜଣେ ବ୍ୟକ୍ତିଙ୍କ ଆବେଦନକୁ ଶୀର୍ଷକୋର୍ଟ ଖାରଜ କରି ଏଭଳି କହିଛନ୍ତି।

ଜଣେ ବ୍ୟକ୍ତିଙ୍କୁ ଗୁଳି ଚଳାଇଥିବାରୁ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯିବା ସହ ଆଜୀବନ କାରାଦଣ୍ଡରେ ହାଇକୋର୍ଟ ଦଣ୍ଡିତ କରିଥିଲେ। ଜଷ୍ଟିସ ଅଭୟ ଏସ ଓକା ଏବଂ ପଙ୍କଜ ମିଥାଲଙ୍କ ଏକ ବେଞ୍ଚ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିଙ୍କ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତିି। ଆବେଦନରେ ସେ ଘଟଣା ସମୟରେ ୩୦ ମେ ୨୦୦୭ ଅତ୍ୟଧିକ ମଦ୍ୟପାନ କରିଥିଲେ ଏବଂ ତେଣୁ ସେ କଣ କରୁଛନ୍ତି ତାହା ଜାଣିବା ସ୍ଥିତିରେ ନ ଥିଲେ। ମହେନ୍ଦ୍ର ଏବଂ ନହ୍ନେ ପରସ୍ପର ସହ ଝଗଡା କରିଥିଲେ।

ଅନ୍ୟ ଲୋକଙ୍କ ହସ୍ତକ୍ଷେପ ପରେ ଅଭିଯୁକ୍ତ ନହ୍ନେ ସେଠାରୁ ଚାଲିଯାଇଥିଲେ। କିନ୍ତୁ ଘଟଣାସ୍ଥଳରୁ ୧୫ ରୁ ୨୦ ପାଦ ଚାଲିବା ପରେ ସେ ପଛକୁ ଫେରି ଦେଶୀ ପିସ୍ତଲରୁ ଗୁଳି ଚଳାଇଥିଲେ। ଏହା ଅନ୍ୟ ଜଣେ ବ୍ୟକ୍ତି ସଦ୍ଦାମ ହୁସେନଙ୍କୁ ଲାଗିଥିଲା। ତାଙ୍କର ମୃତ୍ୟୁ ଘଟିଥିଲା। ବେଞ୍ଚ କହିଛନ୍ତି ମଦ୍ୟପାନ ଏବଂ ତାଙ୍କ କାର୍ଯ୍ୟର ପ୍ରକୃତି ଜାଣିବାରେ ଅସମର୍ଥତା ଯୋଗୁ ଆଇପିସିର ଧାରା ୮୬ଏହି ଅଭିଯୁକ୍ତକୁ ନିର୍ଦ୍ଦୋଷରେ ଖଲାସ କରିଥାଏ। ମାତ୍ର ଏଭଳି ଯୁକ୍ତି ଦର୍ଶାଇ ଆଇନ ହାତରୁ ଖସି ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?