Posted inଜାତୀୟ

ବୁଲା କୁକୁରଙ୍କୁ ଖାଦ୍ୟ ଦେଉଥିବା ବ୍ୟକ୍ତି ତା’ର ଟିକାକରଣ ବି କରାଇବେ

ନୂଆଦିଲ୍ଲୀ,୧୦ ।୯: ବୁଲା କୁକୁର କାମୁଡା ଘଟଣାରେ ସୁପ୍ରିମକୋର୍ଟ କହିଛନ୍ତି, ଯେଉଁ ବ୍ୟକ୍ତିମାନେ ବୁଲା କୁକୁରଙ୍କୁ ଖାଇବାକୁ ଦେଉଛନ୍ତି, ସେମାନଙ୍କ ଟିକାକରଣର ଦାୟିତ୍ୱ ମଧ୍ୟ ସେହିମାନେ ନେବେ । ସେହି କୁକର ଯଦି କାହାକୁ କାମୁଡିଲା ତେବେ ତାଙ୍କର ଚିକିତ୍ସା ଓ କ୍ଷତି ପୁରଣ ମଧ୍ୟ କୁକୁରକୁ ଖାଇବାକୁ ଦେଉଥିବା ବ୍ୟକ୍ତି ବହନ କରିବା କଥା ।
ଜଷ୍ଟିଶ ସଞ୍ଜିବ ଖାନ୍ନା ଓ ଜଷ୍ଟିଶ ଜେକେ ମାହେଶ୍ୱରିଙ୍କ ଖଣ୍ଡପିଠ ଏହି ମାମଲାର ଶୁଣାଣି କରି ଶୁକ୍ରବାର କହିଛନ୍ତି, ଆମକୁ ଏହି ସମସ୍ୟାର ସମଧାନ ବାହାର କରିବାକୁ ପଡିବ । ଜଷ୍ଟିଶ ଖାନ୍ନା କହିଛନ୍ତି, ଆମ ମଧ୍ୟରୁ ଅଧିକାଂଶ ଲୋକେ କୁକୁରକୁ ଭଲ ପାଆନ୍ତି ଖାଇବାକୁ ଦିଅନ୍ତି । ଲୋକେ ଚାହିଁଲେ ସେହି କୁକୁରମାନଙ୍କୁ ପାଳନ ବି କରିପାରିବେ, ହେଲେ ସେମାନଙ୍କୁ ଚିହ୍ନଟ କରିବା ଦରକାର । ହେଲେ ଚିପ ଜରିଆରେ ଚିହ୍ନଟ କରିବା ସପକ୍ଷରେ ସେ ନୁହଁନ୍ତ ବୋଲି କହିଛନ୍ତି । ଏହି ମାମଲାର ପରବର୍ତ୍ତି ଶୁଣାଣି ୨୮ ସେପ୍ଟେମ୍ବରରେ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri