Posted inଜାତୀୟ

ଅଧିକ ଦିନ ‘ଲିଭ୍‌ ଇନ୍‌’ ରହିବା ବିବାହ ସହ ସମାନ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪।୬: ଯଦି ଜଣେ ପୁରୁଷ ଏବଂ ଜଣେ ମହିଳା ଦୀର୍ଘ ସମୟ ଧରି ଏକାଠି ରୁହନ୍ତି, ତେବେ ଆଇନ ଅନୁଯାୟୀ ଏହାକୁ ବିବାହ ଭଳି ଧରାଯିବ ଏବଂ ସେମାନଙ୍କ ସନ୍ତାନ ପୈତୃକ ସମ୍ପତ୍ତିରେ ଭାଗରୁ ବଞ୍ଚିତ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି।
ନିକଟରେ ବିବାହ ନ କରି ଦୀର୍ଘଦିନ ଏକାଠି ରହୁଥିବା ଜଣେ ପୁରୁଷ ଓ ମହିଳାଙ୍କ ସନ୍ତାନ ପୈତୃକ ସମ୍ପତ୍ତିରେ ଅଂଶୀଦାର ହେବାର ଅଧିକାର ନାହିଁ ବୋଲି କେରଳ ହାଇକୋର୍ଟ ଏକ ନିଷ୍ପତ୍ତି ଶୁଣାଇ କହିଥିଲେ। ଏହାକୁ ରଦ୍ଦ କରିଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ ଏସ୍‌. ଅବଦୁଲ ନାଜିର ଏବଂ ଜଷ୍ଟିସ ବିକ୍ରମ ନାଥଙ୍କ ଏକ ବେଞ୍ଚ କହିଛନ୍ତି, ଯଦି ଜଣେ ପୁରୁଷ ଏବଂ ମହିଳା ଦୀର୍ଘଦିନ ଧରି ସ୍ବାମୀ-ସ୍ତ୍ରୀ ଭାବରେ ଏକାଠି ରହନ୍ତି। ତେବେ ଏହାକୁ ବିବାହ ଭଳି ବିବେଚନା କରାଯିବ। ଆଇନର ଧାରା ୧୧୪ ଅନୁଯାୟୀ ଏଭଳି ସୂଚନା ଦିଆଯାଇପାରିବ।
୨୦୦୯ରେ କେରଳ ହାଇକୋର୍ଟ ଦେଇଥିବା ଫଇସଲାକୁ ଚ୍ୟାଲେଞ୍ଜ କରି ହୋଇଥିବା ଆବେଦନ ଉପରେ ଶୁଣାଣି କରି ଏପରି ନିଷ୍ପତ୍ତି ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଦଳରେ ସ୍ଥାନ ପାଇଲେ ଏହି ଉଦୀୟମାନ ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୬: ଆୟର୍ଲାଣ୍ଡ ଏବଂ ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜ ପାଇଁ ଆଘାତପ୍ରାପ୍ତ ଅଲରାଉଣ୍ଡର ନୀତିଶ ରେଡ୍ଡୀଙ୍କ ସ୍ଥାନରେ ଉଦୀୟମାନ ଖେଳାଳି ସୂର୍ଯ୍ୟାଂଶ ଶେଡ୍‌ଗେଙ୍କୁ ଭାରତୀୟ…

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri