Posted inଜାତୀୟ

ରାଜଧାନୀରେ ଜଳ ସଙ୍କଟ ମାମଲା, ସୁପ୍ରିମ୍‌କୋର୍ଟ କହିଲେ…

ନୂଆଦିଲ୍ଲୀ, ୧୩।୬: ଦିଲ୍ଲୀରେ ଜଳ ସଙ୍କଟ ସମ୍ପର୍କିତ ସରକାରଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ କହିଛନ୍ତି ଯେ ରାଜ୍ୟମାନଙ୍କ ମଧ୍ୟରେ ଯମୁନା ନଦୀ ଜଳ ବଣ୍ଟନ ସହ ଜଡିତ ମାମଲା ଏକ ଜଟିଳ ତଥା ସମ୍ବେଦନଶୀଳ ପ୍ରସଙ୍ଗ। ସୁପ୍ରିମକୋର୍ଟଙ୍କ ପାଖରେ ଏହାର ବଣ୍ଟନ ସୂତ୍ର ବାହାର କରିବାର ଅଭିଜ୍ଞତା ନାହିଁ। ଜଳ ବାଣ୍ଟିବା ପ୍ରସଙ୍ଗ ଉପର ଯମୁନା ନଦୀ ବୋର୍ଡକୁ ଛାଡି ଦିଆଯାଉ। ଆସନ୍ତାକାଲି ସମସ୍ତ ପକ୍ଷଙ୍କ ସହ ଏକ ବୈଠକ ଡାକିବାକୁ ଏବଂ ଶୀଘ୍ର ଏଥି ନିମନ୍ତେ ନିଷ୍ପତ୍ତି ନେବାକୁ ସୁପ୍ରିମକୋର୍ଟ ଯମୁନା ବୋର୍ଡକୁ ନିର୍ଦ୍ଦେଶ ଦେଇଛନ୍ତି।

କୋର୍ଟ କହିଛନ୍ତି ଯେ ଉପର ଯମୁନା ନଦୀ ବୋର୍ଡ ମାନବିକତା କାରଣରୁ ଅତିରିକ୍ତ ୧୫୨ କ୍ୟୁସେକ ଜଳ ପାଇଁ ଆବେଦନ ଦାଖଲ କରିବାକୁ ଦିଲ୍ଲୀ ସରକାରଙ୍କୁ ଅନୁରୋଧ କରିସାରିଛି। ଦିଲ୍ଲୀ ସରକାର ଏପରି ଆବେଦନ କରିବା ଉଚିତ ଯାହା ଆସନ୍ତାକାଲି ସୁଦ୍ଧା କରାଯାଇ ନାହିଁ। ବୋର୍ଡ ଯଥାଶୀଘ୍ର ଆବେଦନ ଉପରେ ନିଷ୍ପତ୍ତି ନେବ।

ଏହାପୂର୍ବରୁ ବୁଧବାର ଦିନ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରି କହିଛନ୍ତି ଯେ ଟ୍ୟାଙ୍କର୍‌ ମାଫିଆଙ୍କ ବିରୋଧରେ ଦିଲ୍ଲୀ ସରକାର କୌଣସି ପଦକ୍ଷେପ ନେଉନାହାଁନ୍ତି। କୋର୍ଟ ଦିଲ୍ଲୀ ସରକାରଙ୍କୁ ତାଗିଦ କରି ଏକ ଆଫିଡେଭିଟ ଦାଖଲ କରିବାକୁ କହିଥିଲେ। ସରକାର ଗୁରୁବାର କୋର୍ଟରେ ନିଜର ଆଭିମୁଖ୍ୟ ଉପସ୍ଥାପନ କରି କହିଛନ୍ତି ଯେ ଏହା କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବ ନାହିଁ। ସରକାର ଏହାର କାରଣ ମଧ୍ୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri