Posted inଜାତୀୟ

ମୋବାଇଲ ଫୋନ୍‌ ଜବତ ଗାଇଡ୍‌ଲାଇନ, ସମୟସୀମା ଧାର୍ଯ୍ୟ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪ା୧୨: ଅଭିଯୁକ୍ତମାନଙ୍କୁ ଜେରା, ଗିରଫ କିମ୍ବା ସେମାନଙ୍କ ବିରୋଧରେ ପୋଲିସ ତଥା ଆଇନ ପ୍ରଣୟକାରୀ ସଂସ୍ଥା ଦ୍ୱାରା କୌଣସି ମାମଲା ଥିଲେ ସେମାନଙ୍କ ଡିଜିଟାଲ ଉପକରଣର ତଲାସି ନେବା ଓ ଜବତ କରିବା ପାଇଁ ନୂଆ ଗାଇଡ୍‌ଲାଇନ ପ୍ରସ୍ତୁତ କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ୬ ସପ୍ତାହ ସମୟ ଦେଇଛନ୍ତି।

ଫାଉଣ୍ଡେଶନ ଫର୍‌ ମିଡିଆ ପ୍ରଫେସନାଲ୍ସ (ଏଫ୍‌ଏମ୍‌ପି) ଦାଏର କରିଥିବା ଏକ ଜନସ୍ବାର୍ଥ ମାମଲାର ଶୁଣାଣି ବେଳେ ଅଭିଯୁକ୍ତମାନଙ୍କ ମୋବାଇଲ ଫୋନ୍‌, ପିସି ଜବତ କରିବା ଲାଗି ତୁରନ୍ତ ଗାଇଡ୍‌ଲାଇନ ପ୍ରସ୍ତୁତ କରିବାକୁ ଅଦାଲତ କହିଛନ୍ତି। ଜେରା ବେଳେ ବା ଅନ୍ୟ ପ୍ରସଙ୍ଗକୁ ନେଇ କୌଣସି ଅଭିଯୁକ୍ତଙ୍କ ବିରୋଧରେ ଆଇନ ପ୍ରଣୟନକାରୀ ସଂସ୍ଥା ଅକାରଣରେ ହସ୍ତକ୍ଷେପ କରୁଥିବାରୁ ଏଥିରୁ ସୁରକ୍ଷା ଦେବା ଏବଂ ଏକ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡିଓର(ଏସ୍‌ଓପି) ପ୍ରସ୍ତୁତ ଲାଗି ପିଟିଶନର ନିବେଦନ କରିଥିଲେ।

୨୦୨୧ରୁ ଏପର୍ଯ୍ୟନ୍ତ କେନ୍ଦ୍ର ସରକାର ଗାଇଡ୍‌ଲାଇନ ପ୍ରସ୍ତୁତ କରି ନ ଥିବାରୁ ଜଷ୍ଟିସ୍‌ ସଞ୍ଜୟ କଶନ ଏବଂ ସୁଧାଂଶୁ ଧୁଲିଆଙ୍କ ଖଣ୍ଡପୀଠ ଚିନ୍ତାବ୍ୟକ୍ତ କରିଥିଲେ। କେନ୍ଦ୍ର ସରକାର ସାନି ଗାଇଡଲାଇନ୍‌ ନ ଆଣିବା ପର୍ଯ୍ୟନ୍ତ କେନ୍ଦ୍ରୀୟ ସଂସ୍ଥାଗୁଡ଼ିକ ଡିଜିଟାଲ ଉପକରଣ ତଲାସି କିମ୍ବା ଜବତ ବେଳେ ସିବିଆଇ ମାନୁଆଲ୍‌କୁ କଡ଼ାକଡ଼ି ପାଳନ କରିବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri