Posted inଜାତୀୟ

ଭୁବନେଶ୍ୱର, ଯୋଧପୁର ଏମ୍ସକୁ ସୁପ୍ରିମକୋର୍ଟଙ୍କ ନୋଟିସ୍‌

ନୂଆଦିଲ୍ଲୀ,୭।୫: ଭୁବନେଶ୍ୱର ଏବଂ ଯୋଧପୁର ଏମ୍ସର ଓକିଲଙ୍କୁ ସୁପ୍ରିମକୋର୍ଟ ସମନ ଜାରି କରି ଅଦାଲତରେ ହାଜର ହେବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏମ୍ସରେ ପୋଷ୍ଟ ଗ୍ରାଜୁଏଟ୍‌ ନାମଲେଖା ପାଇଁ ପ୍ରଚଳିତ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରି ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର ହୋଇଥିଲା।
ବିଚାରପତି ଏଲ୍‌. ନାଗେଶ୍ୱର ରାଓ ଏବଂ ବି.ଆର୍‌. ଗଭାଇଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହା ଉପରେ ଆସନ୍ତା ସପ୍ତାହରେ ରାୟ ପ୍ରଦାନ କରିବେ ବୋଲି କହିବା ସହ ଦୁଇ ଶିକ୍ଷାନୁଷ୍ଠାନର ତଥ୍ୟ ସଂଗ୍ରହ ଲାଗି ସେମାନଙ୍କ ଓକିଲଙ୍କୁ କହିଛନ୍ତି। ମେ’ ୧୩ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ପୋଷ୍ଟ ଗ୍ରାଜୁଏଟ୍‌ ନାମଲେଖା ପାଇଁ ଶିକ୍ଷାନୁଷ୍ଠାନ ପ୍ରାଥମିକତା ନିମନ୍ତେ ବ୍ୟବହୃତ ସିଷ୍ଟମକୁ ସ୍ବଚ୍ଛ କରିବା ଲାଗି ପୂର୍ବରୁ ଏମ୍ସକୁ ଅଦାଲତ ନିର୍ଦ୍ଦେଶ ଦେଇଥିବା ବରିଷ୍ଠ ଆଇନଜୀବୀ ଅରବିନ୍ଦ ଦତାର କହିଥିଲେ। ତେବେ ଏଥିପାଇଁ ସେମାନଙ୍କୁ ସୁପ୍ରିମକୋର୍ଟରୁ ନିର୍ଦ୍ଦେଶ ଦିଆଯିବ ବୋଲି କୁହାଯାଇଥିଲା। ଜବାହରଲାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ପୋଷ୍ଟ ଗ୍ରାଜୁଏଟ୍‌ ମେଡିକାଲ ଏଜୁକେଶନ ଆଣ୍ଡ୍‌ ରିସର୍ଚ୍ଚ (ଜେଆଇପିଏମ୍‌ଇଆର୍‌)ର ରୋଷ୍ଟର ମଡେଲ କାର୍ଯ୍ୟକାରୀ କରିବା ଦାବି କରି ଏମ୍ସ ଛାତ୍ର ସଂଗଠନ ପକ୍ଷରୁ ସୁପ୍ରିମକୋର୍ଟରେ ପିଟିଶନ ଦାଏର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଫିଟ୍‌ ର଼୍ୟାଙ୍କିଙ୍ଗ୍‌ର ଶୁଭାରମ୍ଭ

ନୂଆଦିଲ୍ଲୀ,୨୮ା୧୨: ସିଡ୍‌ବିର ମେଣ୍ଟରଶିପ୍‌ ଓ ଅନ୍‌ଲାଇନ ପିଏସ୍‌ବି ଲୋନ୍‌ସ ଲିମିଟେଡ୍‌ (ଓପିଏଲ୍‌) ସହଭାଗିତାରେ ଟ୍ରାନ୍ସ ୟୁନିୟନ ସିବିଲ୍‌ ପକ୍ଷରୁ ଲଘୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ...

ସି ଭୋଟର ସର୍ଭେ ରିପୋର୍ଟ ନେଇ ମୋଦିଙ୍କ ହୋସ୍‌ ଉଡ଼ିଯାଇଛି, ଏଏପି ବିଧାୟକ ଆତିଶିଙ୍କ ମନ୍ତବ୍ୟ…

ନୂଆଦିଲ୍ଲୀ, ୧୧।୯ : ଏବିପି ନ୍ୟୁଜ-ସି ଭୋଟର ସର୍ଭେରେ ଲୋକସଭା ନିର୍ବାଚନ ୨୦୨୪ ସମ୍ବନ୍ଧରେ ଶନିବାର ଏକ ରିପୋର୍ଟ ପ୍ରକାଶିତ ହୋଇଛି। ଏହି ସର୍ଭେରେ ଏକ...

ଶୁଭେନ୍ଦୁଙ୍କଠାରୁ ହାର୍‌ ମାନିବାକୁ ପ୍ରସ୍ତୁତ ନାହାନ୍ତି ଦିଦି: ଜୁନ୍‌ ୨୪ ଶୁଣାଣି

କୋଲକତା,୧୮।୬: ପଶ୍ଚିମବଙ୍ଗର ବିଧାନସଭା ନିର୍ବାଚନରେ ନନ୍ଦିଗ୍ରାମ ଆସନରୁ ଭାଜପା ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ହାରିଯାଇଥିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପରେ ସେ ଶୁଭେନ୍ଦୁ ଅଧିକାରୀଙ୍କ ବିଜୟ...

ଆମେଠିରେ ତିଆରି ହେବ ଏକେ-୨୦୩ ଅସ୍ଲଟ ରାଇଫଲ

ନୂଆଦିଲ୍ଲୀ,୨୩ ।୧୧: ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆସନ୍ତା ମାସ ୫ ତାରିଖରେ ଭାରତ ଯାତ୍ରାରେ ଆସୁଛନ୍ତି । ପୁଟିନଙ୍କ ଏହି ଯାତ୍ରା ପୂର୍ବରୁ ପ୍ରତିରକ୍ଷା...

ଅଶ୍ଳୀଳ ଭିଡ଼ିଓ ନେଇ ସୁପ୍ରିମ୍‌କୋର୍ଟ କଠୋର, ଟୁଇଟର-ଫେସବୁକ୍‌ ସମେତ ସୋସିଆଲ ମିଡିଆ କମ୍ପାନୀଙ୍କୁ ରିପୋର୍ଟ ତଲବ…

ନୂଆଦିଲ୍ଲୀ, ୧୯।୯ : ସୋସିଆଲ ମିଡିଆ ପ୍ଲାଟଫର୍ମରେ ଶିଶୁ ଅଶ୍ଳୀଳତା ଏବଂ ବଳାତ୍କାର ଭିଡିଓ ଅପଲୋଡ ବନ୍ଦ କରିବାକୁ ଚେଷ୍ଟା କରିବା ମାମଲାରେ ସୁପ୍ରିମକୋର୍ଟ ଫେସବୁକ,...

ଥମୁନି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୬।୭: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪,୮୩୦...

ବିଶ୍ୱକୁ ବିପଦ ଆତଙ୍କବାଦ

ମାଲେ,୯।୬(ପି.ଟି.): ରାଷ୍ଟ୍ର ପ୍ରାୟୋଜିତ ଆତଙ୍କବାଦ ମାନବ ସମାଜ ପାଇଁ ସବୁଠୁ ବଡ଼ ଚ୍ୟାଲେଞ୍ଜ ବୋଲି ମାଳଦ୍ୱୀପ ପାର୍ଲାମେଣ୍ଟକୁ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି।...

ବିଳମ୍ବରେ ଚାଲୁଛି ୨୬ ଟ୍ରେନ୍‌

ନୂଆଦିଲ୍ଲୀ,୫।୧: ଦେଶର ଅଧିକାଂଶ ସ୍ଥାନରେ ଶୀତ ଲହରୀ ଜାରି ରହିଥିବା ବେଳେ ଉତ୍ତର ଭାରତରେ ପାରଦ ମାଇନସ୍‌ ଡିଗ୍ରୀରେ ପହଞ୍ଚିଛି। ପ୍ରବଳ ଥଣ୍ଡା ସାଙ୍ଗକୁ ଘନ...

Advertisement
Archives

Model This Week