Posted inଜାତୀୟ

ଧାର୍ମିକ ନାମ-ପ୍ରତୀକ ବ୍ୟବହାର ନେଇ ସୁପ୍ରିମ୍‌କୋର୍ଟଙ୍କ କଠୋର ଆଭିମୁଖ୍ୟ, ଇସିଙ୍କୁ ନୋଟିସ୍‌…

ନୂଆଦିଲ୍ଲୀ, ୫।୯ : ରାଜନୈତିକ ଦଳଗୁଡ଼ିକ ଧାର୍ମିକ ନାମ ଏବଂ ପ୍ରତୀକ ବ୍ୟବହାର କରୁଥିବା ନେଇ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ପ୍ରସଙ୍ଗରେ ନିର୍ବାଚନ ଆୟୋଗଙ୍କୁ ନୋଟିସ ଜାରି କରିଛନ୍ତି। ପ୍ରକୃତରେ ଧାର୍ମିକ ନାମ ଏବଂ ପ୍ରତୀକ ବ୍ୟବହାର କରିବାକୁ ନେଇ ରାଜନୈତିକ ଦଳ ବିରୋଧରେ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରାଯାଇଥିଲା। ଏହାର ବିଚାର କରି ଶୀର୍ଷ ଅଦାଲତ ଏଭଳି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ସୟଦ ୱାସିମ ରିଜଭିଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ଏହି ପଦକ୍ଷେପ ନେଇଛନ୍ତି। ଯେଉଁ ରାଜନୈତିକ ଦଳମାନେ ନିଜ ନାମରେ ଧାର୍ମିକ ପ୍ରତୀକ ବ୍ୟବହାର କରୁଛନ୍ତି ସେମାନଙ୍କୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ବାରଣ କରାଯାଉ ବୋଲି ଏହି ଆବେଦନରେ ଦାବି କରାଯାଇଛି।

ସୁପ୍ରିମକୋର୍ଟରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ଅକ୍ଟୋବର ୧୮ ରେ ହେବ। ରାଜନୈତିକ ଦଳଗୁଡ଼ିକୁ ପକ୍ଷକାର କରିବାକୁ ସୁପ୍ରିମକୋର୍ଟ ଆବେଦନକାରୀଙ୍କୁ ଅନୁମତି ଦେଇଛନ୍ତି।

ଆବେଦନକାରୀଙ୍କ ପକ୍ଷରୁ ହାଜର ହୋଇଥିବା ଆଇନଜୀବୀ ଗୌରବ ଭାଟିଆ କହିଛନ୍ତି ଯେ ରାଜନୈତିକ ଦଳମାନେ ଧାର୍ମିକ ନାମ ବ୍ୟବହାର କରିପାରିବେ କି? ଗୌରବ ଭାଟିଆ କହିଛନ୍ତି ଯେ କେତେକ ରାଜନୈତିକ ଦଳ ଧାର୍ମିକ ନାମ ଏବଂ ପ୍ରତୀକ ବ୍ୟବହାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

“ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟାରେ କୌଣସି ବାଧା ସହିବୁ ନାହିଁ”: ସୁପ୍ରିମକୋର୍ଟଙ୍କ ଚେତାବନୀ

ନୂଆଦିଲ୍ଲୀ,୯।୨: ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ସବୁ ରାଜ୍ୟ ସରକାରଙ୍କୁ ଏକ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

୧୦୦ ଟପିବ ପେଟ୍ରୋଲ ଦର? ଟ୍ରମ୍ପଙ୍କ ଯୋଗୁ ଗୋଟିଏ ଝଟକାରେ ହୁ ହୁ ହୋଇ ବଢ଼ିବାକୁ ଯାଉଛି ମୂଲ୍ୟ…!

ନୂଆଦିଲ୍ଲୀ,୯।୨: ଭାରତ ଏବଂ ଆମେରିକା ମଧ୍ୟରେ ନିକଟରେ ହୋଇଥିବା ଟ୍ରେଡ୍‌ ଡିଲ(ବାଣିଜ୍ୟ ଚୁକ୍ତି) ନେଇ ଜୋରଦାର ଚର୍ଚ୍ଚା ହେଉଛି। କାରଣ ଏହା ଭାରତର ସାଧାରଣ ନାଗରିକଙ୍କୁ ମହଙ୍ଗା…

ଧରିତ୍ରୀ ପ୍ରଭାବ: ତତ୍ପରତା ଦେଖାଇଲା ବିଦ୍ୟୁତ ବିଭାଗ

ଦାରିଙ୍ଗବାଡି, ୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହାଠାରୁ ତେରବାଡିକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ରାସ୍ତା ଉପରେ ବିଦ୍ୟୁତ ତାର…

ଅସମ୍ମାନ ! ଡାଇନିଂ ଟେବୁଲରେ ବସିଲେ, ଚପଲ ପିନ୍ଧି ମହାପ୍ରସାଦ ଖାଇଲେ

ପୁରୀ୯।୨( ଅଜିତ୍ କୁମାର ମହାନ୍ତି ): ପୁଣି ମହାପ୍ରସାଦକୁ ଅପମାନ । ଡାଇନିଂ ଟେବୁଲରେ ଚପଲ ପିନ୍ଧି ବସି ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏତିକି ବୃଦ୍ଧି ପାଇବ DA!

ନୂଆଦିଲ୍ଲୀ,୯।୨: ହୋଲି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ କିଛି ଆଶ୍ୱସ୍ତି ପାଇପାରନ୍ତି। ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ (DR) ୨% ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri