Posted inଜାତୀୟ

୨୦୨୩ରେ ୯୪ ଦିନ ସୁପ୍ରିମ୍‌କୋର୍ଟ ଛୁଟି…

ନୂଆଦିଲ୍ଲୀ,୧୮।୧୨ : ଦେଶରେ ବହୁ ମାମଲା ବିଚାର ନହୋଇ ପଡ଼ି ରହିଥିବାବେଳେ ସୁପ୍ରିମକୋର୍ଟର ଦୀର୍ଘ ଛୁଟି ନେଇ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଂସଦରେ ଏକ ପ୍ରଶ୍ନ ଉଠାଇଛନ୍ତି। କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି ଯେ କୋର୍ଟରେ ଦୀର୍ଘ ସମୟ ଛୁଟି ଥିବାରୁ ନ୍ୟାୟ ପାଇଁ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ତେବେ ସରକାରଙ୍କ ଚିନ୍ତାଧାରାର ବିପରୀତ ପ୍ରଧାନ ବିଚାରପତି ଡି.ଓ୍ବାଇ.ଚନ୍ଦ୍ରଚୂଡ଼ ଡିସେମ୍ବର ୧୭ ରୁ ଜାନୁୟାରୀ ୧ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି। ଏହି ସମୟ ମଧ୍ୟରେ କୌ ଣସି ବେଞ୍ଚ ହେବ ନାହିଁ ବୋଲି ମଧ୍ୟ କହିଛନ୍ତି।

ସୁପ୍ରିମକୋର୍ଟ ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ୨୦୨୩ ବର୍ଷ ପାଇଁ ସୁପ୍ରିମକୋର୍ଟ କ୍ୟାଲେଣ୍ଡରରେ ଛୁଟିଦିନ ସଂଖ୍ୟା ୯୪ ରହିଛି। ଜାନୁଆରୀ ୧ରେ କୋର୍ଟ ବନ୍ଦ ରହିବ। ଜାନୁୟାରୀ ୨ ରୁ ଶୀର୍ଷକୋର୍ଟ ସ୍ବାଭାବିକ ଭାବେ କାର୍ଯ୍ୟ ଆରମ୍ଭ କରିବ। ୨୦୨୩ରେ ଗ୍ରୀଷ୍ମ ଛୁଟି ସହିତ ସୁପ୍ରିମକୋର୍ଟରେ ୯୪ ଦିନ ଛୁଟି ହେବ ବୋଲି ଶୀର୍ଷକୋର୍ଟର କ୍ୟାଲେଣ୍ଡରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri