Posted inଜାତୀୟ

ସୁପ୍ରିମକୋର୍ଟ ଗଲେ ରିପବ୍ଲିକ ଟିଭି ସିଏଫ୍‌ଓ

ନୂଆଦିଲ୍ଲୀ,୧୧।୧୦: ଟିଭି ରେଟିଂ ପଏଣ୍ଟ (ଟିଆର୍‌ପି) ଦୁର୍ନୀତିକୁ ନେଇ ମୁମ୍ବାଇ ପୋଲିସ ପକ୍ଷରୁ ଅକ୍ଟୋବର ୯ରେ ସମନ ଜାରି କରାଯିବା ପରେ ଏହାକୁ ବିରୋଧ କରି ରିପବ୍ଲିକ ଟିଭିର ସିଏଫ୍‌ଓ ଶିବ ସୁନ୍ଦରମ୍‌ ସୁପ୍ରିମକୋର୍ଟ ଯାଇଛନ୍ତି। ମୁମ୍ବାଇ ପୋଲିସକୁ ଅଟକାଇବା ସହ ମାମଲାର ଶୀଘ୍ର ଶୁଣାଣି ଲାଗି ସେ ନିବେଦନ କରିଛନ୍ତି। ପ୍ରକାଶଥାଉ କି, ସୁଦର୍ଶନ ଓ ଅନ୍ୟ ୨ ଆଡଭଟାଇଜିଂ ଏଜେନ୍ସିଂ ମୁଖ୍ୟଙ୍କୁ ଶନିବାର ପୂର୍ବାହ୍ନ ୧୧ଟାରେ କ୍ରାଇମବ୍ରାଞ୍ଚ ନିକଟରେ ହାଜର ହେବା ସହ ସେମାନଙ୍କ ବୟାନ ରେକର୍ଡ ଲାଗି କୁହାଯାଇଥିଲା। ରିପବ୍ଲିକ ଟିଭି, ଇଣ୍ଡିଆ ଟୁଡେ ଟିଭି, ଫକ୍ତ ମରାଠୀ ଓ ବକ୍ସ ସିନେମାକୁ ପୋଲିସ ଅଭିଯୁକ୍ତ ଭାବେ ଦର୍ଶାଇଥିଲା। ତେବେ ସମସ୍ତ ଅଭିଯୋଗ ଅମୂଳକ ବୋଲି ରିପବ୍ଲକ ଟିଭିର ଏଡିଟର ଇନ୍‌ ଚିଫ୍‌ ଅର୍ଣ୍ଣବ ଗୋସ୍ବାମୀ କହିଥିଲେ। ମୁମ୍ବାଇ ପୋଲିସ କମିଶନର ପରମ୍‌ବୀର ସିଂଙ୍କ ବିରୋଧରେ ଆପରାଧିକ ମାନହାନି ମାମଲା ରୁଜୁକରିବା ଲାଗି ଧମକ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ…

ଘର ଆଗରୁ ବାଇକ୍‌ ଚୋରି କରି ନେଇଗଲେ ଦୁର୍ବୃତ୍ତ

ଦିଗପହଣ୍ଡି,୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜନଗର ମେନ୍‌ରୋଡ୍‌ରେ ଥିବା ଏ. ମୁନା ଦୋରାଙ୍କ ଘର ସମ୍ମୁଖରୁ କେହି ଦୁର୍ବୃତ୍ତ ତାଙ୍କ ବାଇକ୍‌କୁ ଚୋରି କରି…

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଗଣେଶ ପୂଜାରେ ୫ ରାଶିଙ୍କ ଫିଟିବ ଭାଗ୍ୟ; ଅଚାନକ ମିଳିବ ଧନ, କଟିଯିବ ସବୁ ବିପଦ…

ଗଣେଶ ଚତୁର୍ଥୀ ଅବସରରେ ଶୁଭ ସଂଯୋଗ ସୃଷ୍ଟି ହେଉଛି। ଏହି ଦିନ ମାତା ପାର୍ୱତୀଙ୍କ ପୂଜା ପାଇଁ ହରତାଳିକା ତୀଜ ବ୍ରତ ରହିଛି। ଶିବଙ୍କ ପୂଜା ପାଇଁ…

ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର, ସରକାର ଦେବେ ସବସିଡିଯୁକ୍ତ ଶସ୍ତା ଭଡ଼ା ଘର; ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍‌ଲୀ,୯।୯: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ ୨.୦ (PMAY-U 2.0) ଅଧୀନରେ ମୋଦୀ ସରକାର ସହରରେ ରହୁଥିବା ଗରିବ ତଥା ସ୍ୱଳ୍ପ ଆୟକାରୀ ପରିବାରଗୁଡ଼ିକୁ ଦୃଷ୍ଟିରେ ରଖି…

ପେନଶନର୍‌ଙ୍କ ପାଇଁ ଖୁସି ଖବର, ୮ମ ବେତନ ଆୟୋଗରେ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୯।୯: ୮ମ କେନ୍ଦ୍ରୀୟ ବେତନ ଆୟୋଗ (8th Pay Commission) ସୁପାରିଶକୁ ଅପେକ୍ଷା କରିଥିବା ଲକ୍ଷ ଲକ୍ଷ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମଧ୍ୟରେ ଏବେ ଏକ ନୂଆ…

ମୋଦି କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ହେଲା ବଡ଼ ଘୋଷଣା, ଓଡ଼ିଶାକୁ…

ନୂଆଦିଲ୍ଲୀ,୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଦେଶର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା…

ବଡ଼ ରାଜଯୋଗ: ୨୬ ସେପ୍ଟେମ୍ବର ଯାଏ ୩ ରାଶିଙ୍କର ବଲ୍ଲେ-ବଲ୍ଲେ, ଅଚାନକ ଚାକିରି-ବ୍ୟବସାୟରେ…

ବୁଧ ଗ୍ରହ କନ୍ୟା ରାଶିରେ ଗୋଚର କରିସାରିଛନ୍ତି। କନ୍ୟା ରାଶିର ସ୍ବାମୀ ହେଉଛନ୍ତି ସ୍ବୟଂ ବୁଧ ଦେବ। ଏଭଳି ସ୍ଥିତିରେ ବୁଧ ନିଜ ରାଶିରେ ପ୍ରବେଶ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri