Posted inଜାତୀୟ

୩୭୦ ଉଚ୍ଛେଦର ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫ା୧୨: ୨୦୧୯ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ଉଚ୍ଛେଦ କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକାଧିକ ପିଟିଶନ ଦାଖଲ ହୋଇଛି। ଶିକ୍ଷାବିତ୍‌ ତଥା ଲେଖକ ରାଧା କୁମାର ଉକ୍ତ ପିଟିଶନଗୁଡ଼ିକର ତ୍ୱରିତ ଶୁଣାଣି ପାଇଁ ଅଦାଲତଙ୍କୁ ନିବେଦନ କରିଥିଲେ।

ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ତଥା ଜଷ୍ଟିସ୍‌ ପି.ଏସ୍‌. ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ କେନ୍ଦ୍ରର ଏହି ନିଷ୍ପତ୍ତି ଉପରେ ବିଚାର କରିବାକୁ ରାଜି ହୋଇଛନ୍ତି। ଏହା ପୂର୍ବରୁ ଏପ୍ରିଲ ୨୫ ଓ ସେପ୍ଟେମ୍ବର ୨୩ରେ ତତ୍କାଳୀନ ସିଜେଆଇ ଏନ୍‌.ଭି. ରମନାଙ୍କ ଖଣ୍ଡପୀଠ ୩୭୦ ଉଚ୍ଛେଦ ଉପରେ ଦାଖଲ ଆବେଦନଗୁଡ଼ିକର ଶୁଣାଣି ପାଇଁ ସହମତି ପ୍ରକାଶ କରିଥିଲେ। ସେହି ୫ ଜଣିଆ ଖଣ୍ଡପୀଠର ଜଷ୍ଟିସ୍‌ ରମନା ଏବଂ ଜଷ୍ଟିସ୍‌ ଆର୍‌. ସୁଭାଷ ରେଡ୍ଡୀ ଅବସର ନେଇସାରିଥିବାରୁ ସୁପ୍ରିମକୋର୍ଟ ଏହାର ପୁନର୍ଗଠନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ଜେଲ୍ ଗଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ଦିଦି; ‘ବହିଷ୍କାର କରନ୍ତୁ,ଇସ୍ତଫା ଦେବିନି’

କୋଲକାତା,୬ା୫: TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ମମତା ବାନାର୍ଜୀ । ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଉପରେ ତୀବ୍ର ଆପତ୍ତି ପ୍ରକାଶ କରି, ଟିଏମସି ମୁଖ୍ୟ ମମତା…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ଗୋଡ଼ ଭାଙ୍ଗିଦେଲା ରୋହିତ ଶର୍ମାଙ୍କ ଶଟ୍‌, ମୁମ୍ବାଇ ଇଣ୍ଡିଆନ୍ସ ଅଭ୍ୟାସ ସମୟରେ ବଡ଼ ଅଘଟଣ,ଦେଖନ୍ତୁ Video

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL ୨୦୨୬)ରେ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା ଆଘାତ ଯୋଗୁ ୫ଟି ମ୍ୟାଚରୁ ବାହାରେ ରହିବା ପରେ ପଡ଼ିଆକୁ ଏକ…

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri