Posted inଜାତୀୟ

ହିଜାବ ଶୁଣାଣି କରିବେ ଶୀର୍ଷକୋର୍ଟ…

ନୂଆଦିଲ୍ଲୀ, ୧୩।୭ : ଆସନ୍ତା ସପ୍ତାହରେ କର୍ନାଟକ ହିଜାବ ନିଷେଧ ମାମଲାର ଶୂଣାଣି ସୁପ୍ରିମକୋର୍ଟ କରିବେ। ପ୍ରଧାନ ବିଚାରପତି ଏନଭି ରମନା କହିଛନ୍ତି ଯେ ଉପଯୁକ୍ତ ଖଣ୍ଡପୀଠ ଏହି ମାମଲାର ଶୁଣାଣି ହେବ। ପ୍ରକୃତରେ ଆବେଦନକାରୀଙ୍କ ପକ୍ଷରୁ ହାଜର ହୋଇଥିବା ଆଇନଜୀବୀ ପ୍ରଶାନ୍ତ ଭୂଷଣ ଶୀଘ୍ର ଶୁଣାଣି କରିବାକୁ ଦାବି କରିଛନ୍ତି। ହିଜାବ ମାମଲାରେ ମୂଳ ଆବେଦନକାରୀ ବାଳିକା ଏବଂ ଅନ୍ୟମାନେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।

ଏହି ମାମଲାରେ କର୍ନାଟକ ହାଇକୋର୍ଟଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରାଯାଇଛି। ହିଜାବ ନିଷେଧାଦେଶ ଉପରେ ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଶୁଣାଣି ଏଣିକି ଶୀର୍ଷକୋର୍ଟରେ ହେବ।

କର୍ନାଟକ ହାଇକୋଟ ଏହି ମାମଲାରେ ଏହି ରାୟ ଦେଇଛନ୍ତି ଯେ,ହିଜାବ ପିନ୍ଧିବା ଇସଲାମ ଧର୍ମର ବାଧ୍ୟତାମୂଳକ ଅଭ୍ୟାସର ଏକ ଅଂଶ ନୁହେଁ। ୟୁନିଫର୍ମ ଭାବେ ଏହାକୁ ନିଶ୍ଚିତ କରିବା ମୌଳିକ ଅଧିକାର ଉପରେ ଏକ ପ୍ରତିବନ୍ଧକ। କର୍ନାଟକ ସରକାରଙ୍କ ଆଦେଶ ଉପରେ ହାଇକୋର୍ଟ ମୋହର ଲଗାଇଥିଲେ। ହିଜାବ ନିଷେଧ ବିରୋଧରେ ଆବେଦନକୁ ଖାରଜ କରାଯାଇଥିଲା। ସରକାରୀ ଆଦେଶ ବିରୋଧରେ କୌଣସି ମାମଲା ରୁଜୁ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଇଭ୍‌ ମ୍ୟାଚ୍‌ରେ ପଡିକ୍କଲଙ୍କୁ କୋଳାଗ୍ରତ କରି ଚୁମ୍ବନ ଦେଲେ ରାହୁଲ: ପଡ଼ିଆରେ ଏମିତି କ’ଣ ଘଟିଲା, ଦେଖନ୍ତୁ VIDEO

ଗାଲେ,୧୮।୮: ଗାଲେରେ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ର ଚତୁର୍ଥ ଦିନରେ ଦେବଦତ୍ତ ପଡିକ୍କଲ ତାଙ୍କ ସାଥୀ କେଏଲ ରାହୁଲଙ୍କୁ ଆଉଟ ହେବାରୁ ରକ୍ଷା…

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri