ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ସିଧା ସିଧା କହିଦେଲେ…

ନୂଆଦିଲ୍ଲୀ,୧୧।୯:ସେପ୍ଟେମ୍ବର ୧୪ରେ ହେବାକୁ ଥିବା ଭାରତ-ପାକିସ୍ତାନ ଟି-୨୦ ମ୍ୟାଚ ବାତିଲ କରିବା ପାଇଁ ଦାୟର ଆବେଦନର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। କୋର୍ଟ କହିଛନ୍ତି, ମ୍ୟାଚ ହେବାକୁ ଦିଅ। ଆମେ ଏହାକୁ ବନ୍ଦ କରିବୁ ନାହିଁ। ପହଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ଅନ୍ୟାନ୍ୟ ଘଟଣାକୁ ଉଲ୍ଲେଖ କରି ୪ ଜଣ ଏଲଏଲବି ଛାତ୍ରଙ୍କ ଆବେଦନରେ ପାକିସ୍ତାନ ସହିତ ମ୍ୟାଚକୁ ଜାତୀୟ ଭାବନାର ଉପହାସ ବୋଲି କୁହାଯାଇଥିଲା।

ଗୁରୁବାର ସୁପ୍ରିମକୋର୍ଟକୁ ଆବେଦନ ଉପରେ ଜରୁରୀ ଶୁଣାଣି ପାଇଁ ଅନୁରୋଧ କରାଯାଇଥିଲା। ସେପ୍ଟେମ୍ବର ୧୪ ତାରିଖରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୁବାଇରେ ଏସିଆ କପ ଟି୨୦ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବାକୁ ଯାଉଛି। ଏହି ମାମଲା ବିଚାରପତି ଜେକେ ମାହେଶ୍ୱରୀ ଏବଂ ବିଚାରପତି ବିଜୟ ବିଷ୍ଣୋଇଙ୍କ ସମ୍ମୁଖରେ ରଖାଯାଇଥିଲା।

ଆବେଦନକାରୀଙ୍କ ପକ୍ଷରୁ ଓକିଲ ଖଣ୍ଡପୀଠକୁ କହିଥିଲେ, ମ୍ୟାଚ ରବିବାର ହେବାକୁ ଅଛି, ତେଣୁ ଆବେଦନ ଶୁକ୍ରବାର ତାଲିକାଭୁକ୍ତ କରାଯିବା ଉଚିତ। ଏହା ଉପରେ କୋର୍ଟ କହିଥିଲେ ଯେ, ଏହା ମ୍ୟାଚ ବନ୍ଦ ହେବ ନାହିଁ, ଏହାକୁ ହେବାକୁ ଦିଅ। ଓକିଲ ପୁଣି ଥରେ କୋର୍ଟକୁ ମାମଲା ତାଲିକାଭୁକ୍ତ କରିବାକୁ ଅନୁରୋଧ କରିଥିଲେ, କିନ୍ତୁ କୋର୍ଟ ମନା କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ବ୍ୟାକ୍‌ଫୁଟରେ ଆମେରିକା, ଇରାନ ଠୁ ହାରିଯିବା ଡରରେ…

ଓ଼୍ବାଶିଂଟନ,୧୦।୩: ଇରାନ ଉପରେ ଆକ୍ରମଣର ଦଶ ଦିନ ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପରାମର୍ଶଦାତାମାନେ ତାଙ୍କୁ ସମାଧାନ କରିବାକୁ ପରାମର୍ଶ ଦେଇଛନ୍ତି। ଏହି ପରାମର୍ଶଦାତାମାନେ କହିଛନ୍ତି…

ମାର୍ଚ୍ଚ ୨୧ରୁ ଏହି ୭ ରାଶିର ବ୍ୟକ୍ତି ହୋଇଯିବେ ମାଲାମାଲ: ବୁଧ ଗ୍ରହ….

ପ୍ରତି ମାସରେ ବ୍ରହ୍ମାଣ୍ଡରେ ଗ୍ରହ ପରିବର୍ତ୍ତନ ଘଟେ, ଯାହା ଲୋକଙ୍କ ଜୀବନକୁ ଗୁରୁତ୍ୱପୂର୍ଣ୍ଣ ଭାବରେ ପ୍ରଭାବିତ କରେ। ଯେଉଁମାନେ ଜ୍ୟୋତିଷ ଶାସ୍ତ୍ରରେ ବିଶ୍ୱାସ କରନ୍ତି, ସେମାନେ ଏହି…

ରୋହିତ ଶର୍ମା-ସ୍ତ୍ରୀ ରିତିକା ମଧ୍ୟରେ ପ୍ରବଳ ଝଗଡା: Video ନ ଦେଖିଲେ ସହଜେ କରିବେନି ବିଶ୍ୱାସ

ନୂଆଦିଲ୍ଲୀ,୧୦।୩: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା ପ୍ରାୟତଃ ତାଙ୍କ ରେକର୍ଡ ପାଇଁ ଚର୍ଚ୍ଚାରେ ରହିଥାନ୍ତି। ପୁଣିଥରେ ହିଟମ୍ୟାନ ସୋସିଆଲ ମିଡିଆରେ ଆଲୋଚନାର ବିଷୟ ପାଲଟିଛନ୍ତି, କିନ୍ତୁ…

ଲକ୍ଷେ ଦେଇ ସ୍ତ୍ରୀକୁ ମାରିବାକୁ ସୁପାରୀ, ୩ଥର ବିଷ ଦେଇ ମାରିବାକୁ ଚେଷ୍ଟା କରିବା ପରେ…

ମୁମ୍ବାଇ,୧୦ା୩: ମହାରାଷ୍ଟ୍ରର ବୁଲଧାନା ଜିଲାରୁ ଏକ ଘଟଣା ସାମ୍ନାକୁ ଆସିଛି ଯାହା ସ୍ୱାମୀ-ସ୍ତ୍ରୀଙ୍କ ପବିତ୍ର ସମ୍ପର୍କକୁ ଲଜ୍ଜିତ କରିଛି । ଜଣେ ଶିକ୍ଷକ ସ୍ୱାମୀ ତାଙ୍କ ନିଜ…

ଦେଶରେ ହେବନାହିଁ ଗ୍ୟାସର ଅଭାବ, ସରକାର ଲାଗୁକଲେ ECA, ଜାଣନ୍ତୁ କ’ଣ ଏହି ବ୍ରହ୍ମାସ୍ତ୍ର

ନୂଆଦିଲ୍ଲୀ,୧୦।୩: ପଶ୍ଚିମ ଏସିଆରେ ଯୁଦ୍ଧ ଭାରତର ରୋଷେଇ ଘରର ଦ୍ୱାର ଠକ ଠକ କରୁଛି। ହର୍ମୁଜ ପ୍ରଣାଳୀ ବନ୍ଦ ହୋଇଯାଇଛି, ଏଲପିଜି ଟ୍ୟାଙ୍କର୍‌ ଫସି ରହିଛି, ଏବଂ…

ଜୋରଦାର ଚାଲିଛି ଦୈନିକ ବଜାର ଗୃହ ନିର୍ମାଣ କାର୍ଯ୍ୟ: ତୁରନ୍ତ ସାରିବାକୁ ବିଡିଓଙ୍କ ନିର୍ଦ୍ଦେଶ

ଦାରିଙ୍ଗବାଡି,୧୦।୩ (ଅରୁଣ ସାହୁ ):କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡିଠାରେ ଉଠାଦୋକାନୀଙ୍କୁ ଥଇଥାନ ପାଇଁ ଦୈନିକ ବଜାରର ନିର୍ମାଣ କାର୍ଯ୍ୟ ଜୋରଦାର ଚାଲିଛି। ଏହାକୁ ଦୈନିକ ତଦାରଖ କରୁଛନ୍ତି ଦାରିଙ୍ଗବାଡି…

ଟ୍ରେନ ଆଗକୁ ଡେଇଁ ଶାଳୀ ଓ ଭେଣୋଇଙ୍କ ଆତ୍ମହତ୍ୟା, କାରଣ ଜାଣିଲେ….

ଜଳେଶ୍ୱର,୧୦।୩ (ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ରେଳ ଷ୍ଟେସନ ନିକଟରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି । ଟ୍ରେନ ଆଗକୁ ଡେଇଁ ଶାଳୀ ଓ…

ଲାଗୁ ହେଲା ESMA, ହେଲେ କାହିଁକି କେନ୍ଦ୍ର ସରକାର ନେଲେ ଏତେବଡ଼ ନିଷ୍ପତ୍ତି? କ’ଣ ଏହି ESMA

ନୂଆଦିଲ୍ଲୀ,୧୦।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ପାକିସ୍ତାନ ଏବଂ ବାଂଲାଦେଶ ସମେତ ବିଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri