Posted inଜାତୀୟ

ସରକାରୀ କର୍ମଚାରୀଙ୍କ ପାଇଁ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଏଣିକି ସବୁ କର୍ମଚାରୀ ରହିବେ…

ନୂଆଦିଲ୍ଲୀ,୨୦ା୮: ସାରା ଦେଶରେ ସରକାରୀ ବିଭାଗ, ସ୍କୁଲ ଏବଂ ହସ୍ପିଟାଲର କର୍ମଚାରୀଙ୍କ ପାଇଁ ଆଶ୍ୱସ୍ତିର ଖବର ଆସିଛି। ସେମାନେ ସମସ୍ତେ ଶ୍ରମ ଆଇନର ପରିସର ମଧ୍ୟରେ ରହିବେ।

-୯ ଜଣଙ୍କ ମଧ୍ୟରୁ ୬ ଜଣ ବିଚାରପତି ଏଥିରେ ସହମତ ହୋଇଛନ୍ତି। ଯାହାକି ଏହି ମାମଲା ପୁନଃ ଶୁଣାଣି ପାଇଁ ଯୋଗ୍ୟ ଅଟେ।

-୧୯୭୮ର ରାୟରେ ଉଲ୍ଲେଖ କରାଯାଇଥିବା ଶିଳ୍ପ ଚିହ୍ନଟ ପାଇଁ ତ୍ରିସ୍ତରୀୟ ପରୀକ୍ଷା ସମୟ ପାର ହୋଇଛି। ତଥାପି ଏହାର କିଛି ଦିଗକୁ ଆହୁରି ସ୍ପଷ୍ଟୀକରଣ ଆବଶ୍ୟକ।

-ଯେଉଁ ମାମଲାଗୁଡ଼ିକରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇଛି ସେଗୁଡ଼ିକୁ ପୁଣି ଖୋଲାଯିବ ନାହିଁ।

-ଶିଳ୍ପ ବିବାଦ ଆଇନ ଅଧୀନରେ ବର୍ତ୍ତମାନ କୋର୍ଟ, ଟ୍ରିବ୍ୟୁନାଲ କିମ୍ବା ଶ୍ରମ ପ୍ରାଧିକରଣରେ ବିଚାରାଧୀନ ଥିବା ମାମଲାଗୁଡ଼ିକ ମଧ୍ୟ ୧୯୭୮ ମସିହାର ରାୟ ଆଧାରରେ ନିଷ୍ପତ୍ତି ନିଆଯାଇପାରିବ।

-୧୯୭୮ ମସିହାରେ ସୁପ୍ରିମକୋର୍ଟ ଶିଳ୍ପର ଏକ ବ୍ୟାପକ ପରିଭାଷା ସ୍ଥାପନ କରିଥିଲେ ଯେଉଁଥିରେ ସ୍କୁଲ, ହସ୍ପିଟାଲ ଏବଂ ସରକାରୀ ବିଭାଗ ସମେତ ନିଯୁକ୍ତିଦାତା-କର୍ମଚାରୀ ସମ୍ପର୍କ ଥିବା ପ୍ରାୟ ଯେକୌଣସି ସ୍ଥାନ ଅନ୍ତର୍ଭୁକ୍ତ ଥିଲା।

-ଏହି ନିଷ୍ପତ୍ତି ସରକାରୀ ବିଭାଗ, ସ୍କୁଲ, ହସ୍ପିଟାଲ ଏବଂ ଅନ୍ୟାନ୍ୟ ସ୍ଥାନରେ କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ଶ୍ରମ ଆଇନ ପ୍ରଯୁଜ୍ୟ ହେବ। ଯେଉଁଠାରେ ପ୍ରକୃତ ଉତ୍ପାଦନ ହେଉନାହିଁ। ଅନେକ ରାଜ୍ୟ ସରକାର ଏବଂ ବିଭାଗ ସୁପ୍ରିମକୋର୍ଟରେ ଏହି ନିଷ୍ପତ୍ତିକୁ ପ୍ରତ୍ୟାହାର କରିବାକୁ ଆବେଦନ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ଅଧରାତିରେ ଭାରତରେ ଭୂକମ୍ପ ଝଟ୍‌କା: ୨ ରାଜ୍ୟକୁ ଦୋହଲାଇଦେଲା…

ନୂଆଦିଲ୍‌ଲୀ,୪।୧୦: ଭାରତ, ଇଣ୍ଡୋନେସିଆ ଏବଂ ମିଆଁମାରର ଅନେକ ସହରରେ ଗତ ବିଳମ୍ୱିତ ରାତିରୁ ଆଜି ସକାଳ ପର୍ଯ୍ୟନ୍ତ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ…

୧୦ରେ ସିଜେପିର ଦିଲ୍ଲୀ ବିକ୍ଷୋଭ

ନୂଆଦିଲ୍ଲୀ,୪ା୧୦(ପି.ଟି.): ମୁଖ୍ୟ ନିର୍ୱାଚନ କମିଶନର (ସିଇସି) ଜ୍ଞାନେଶ କୁମାର ଯଦି ଇସ୍ତଫା ନ ଦିଅନ୍ତି, କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ଅକ୍ଟୋବର ୧୦ରେ ନୂଆଦିଲ୍ଲୀରେ ଶାନ୍ତିପୂର୍ଣ୍ଣ ବିକ୍ଷୋଭ…

‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ!

ନୂଆଦିଲ୍ଲୀ, ୪।୧୦: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା…

ଇଣ୍ଡି ମେଣ୍ଟରେ ସାମିଲ ହେଲା ଟିଭିକେ

ଚେନ୍ନାଇ, ୪।୧୦: ଅଭିନେତା-ରାଜନେତା ବିଜୟଙ୍କ ନେତୃତ୍ୱାଧୀନ ‘ତାମିଲଗା ଭେଟ୍ରି କାଜଗମ’ (ଟିଭିକେ) ଦଳ ଇଣ୍ଡି ମେଣ୍ଟରେ ସିଇସିଙ୍କ ଇସ୍ତଫା ଦାବି ଅଭିଯାନରେ ସାମିଲ ହୋଇଛି ବୋଲି ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?