Posted inଜାତୀୟ

ସୁପ୍ରିମକୋର୍ଟଙ୍କ ଅବକାଶ ବେଞ୍ଚ ହାଇବ୍ରିଡ ମୋଡରେ କରିବେ ଶୁଣାଣି: ସିଜେଆଇ…

ନୂଆଦିଲ୍ଲୀ,୧୬।୫ : ସୁପ୍ରିମକୋର୍ଟଙ୍କ ଅବକାଶ ବେଞ୍ଚ ହାଇବ୍ରିଡ ମୋଡ (ଉଭୟ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ମୋଡ) ରେ ଶୁଣାଣି କରିବ ଯାହା ଦ୍ୱାରା ଆଇନଜୀବୀମାନେ ବିଭିନ୍ନ ସ୍ଥାନରୁ ହାଜର ହୋଇପାରିବେ। ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ ମଙ୍ଗଳବାର ଏହା କହିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟରେ ମେ ୨୨ ରୁ ଜୁଲାଇ ୨ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ହେବ। କେବଳ ଅବକାଶ ବେଞ୍ଚଗୁଡ଼ିକ ଜରୁରୀକାଳୀନ ମାମଲାର ଶୁଣାଣି କରିବେ ।

ବେଞ୍ଚ କହିଛନ୍ତି ଯଦି କେହି ଅନ୍ୟ କୌଣସି ସ୍ଥାନକୁ ଯାଇ ସେଠାରୁ ଶୁଣାଣିରେ ଯୋଗଦେବାକୁ ଚାହୁଁଛନ୍ତି, ତେବେ ତାଙ୍କର ପଦକ୍ଷେପକୁ ସ୍ବାଗତ କରାଯାଉଛି।ଏକମାତ୍ର ସର୍ତ୍ତ ହେଉଛି ଆଇନଜୀବୀମାନେ ସଠିକ ପୋଷାକ ପିନ୍ଧବେ।

ସିଜେଆଇ କହିଛନ୍ତି ଶୁଣାଣି ପାଇଁ ନିଆଯାଇ ନ ଥିବା ୩୦୦ ରୁ ଅଧିକ ତାଜା ମାମଲା ଅବକାଶ ବେଞ୍ଚ ପୂର୍ବରୁ ତାଲିକାଭୁକ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କଠାରୁ ଆରମ୍ଭ କରି ଷ୍ଟାଲିନ: ଯେତେବେଳେ ରାଜନୀତିର ଦିଗ୍ଗଜ ନେତାଙ୍କ ‘ଚାଣକ୍ୟ’ ସାଜିଥିଲେ ପ୍ରଶାନ୍ତ କିଶୋର; ଆଜି ଦିଲ୍ଲୀକୁ କଲେ ଥରହର

ନୂଆଦିଲ୍ଲୀ,୩।୮: ଯେତେବେଳେ ଚାଣକ୍ୟ ସାଜିଥିଲେ ପ୍ରଶାନ୍ତ କିଶୋର: ଦିନେ ପରଦା ପଛରେ ରହି ନିର୍ବାଚନୀ ରଣନୀତି ତିଆରି କରୁଥିବା ପ୍ରଶାନ୍ତ କିଶୋର (PK) ଆଜି ନିଜେ ରାଜନୀତିର…

ଲଗାତାର ୯ଦିନ ସ୍କୁଲ ଛୁଟି, ଜାଣନ୍ତୁ କେଉଁଠି?

ନୂଆଦିଲ୍ଲୀ,୩।୮: ନର୍ସରୀରୁ ୧୨ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଅଗଷ୍ଟ ୪ରୁ ଅଗଷ୍ଟ ୧୨ (ମୋଟ ୯ ଦିନ) ପର୍ଯ୍ୟନ୍ତ ବନ୍ଦ ରହିବ। ମାତ୍ର ଅନଲାଇନ୍ କ୍ଲାସ୍…

ପ୍ରଶାନ୍ତ କିଶୋରଙ୍କ ପ୍ରଚଣ୍ଡ ବିଜୟ ପରେ ଆସିଲା ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପ୍ରଥମ ପ୍ରତିକ୍ରିୟା, କହିଲେ…

ପାଟନା,୩।୮: ଜନ ସୁରାଜ ପାର୍ଟିର ସୂତ୍ରଧର ପ୍ରଶାନ୍ତ କିଶୋର ଭାଜପାର ପାରମ୍ପରିକ ଗଡ଼ ବାଙ୍କିପୁରରେ ଐତିହାସିକ ଏବଂ ବଡ଼ ବିଜୟ ହାସଲ କରିଛନ୍ତି। ଭୋଟ ଗଣନାର ପ୍ରଥମ…

ଉପନିର୍ବାଚନରେ ଫୁଟିପାରିଲାନି ପଦ୍ମ, ଏହି ସବୁ ସ୍ଥାନରେ ସାମ୍ନା କଲା ଶୋଚନୀୟ ପରାଜୟ

ନୂଆଦିଲ୍ଲୀ,୩।୮: ମଧ୍ୟପ୍ରଦେଶର ଦାତିଆ ବିଧାନସଭା ଉପନିର୍ବାଚନର ଫଳାଫଳ ଆଜି ଘୋଷଣା କରାଯାଇଛି, ଯେଉଁଥିରେ କଂଗ୍ରେସ ବିଜୟୀ ହୋଇଛି। କଂଗ୍ରେସ ପ୍ରାର୍ଥୀ ଘନଶ୍ୟାମ ସିଂହ ଭାଜପା ପ୍ରାର୍ଥୀ ଆଶୁତୋଷ…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

‘ମୁଁ କନଭର୍ଟ ହେବାକୁ ଚାହୁଁଛି…’ କଙ୍ଗନାଙ୍କ ଗୋଟିଏ ବୟାନ ସୋସିଆଲ ମିଡିଆରେ ଲଗାଇଲା ନିଆଁ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୩।୮: ବଲିଉଡ୍‌ ଅଭିନେତ୍ରୀ BJP ସାଂସଦ କଙ୍ଗନା ରଣାୱତ ପୁଣି ଥରେ ନିଜର ସ୍ପଷ୍ଟବାଦୀ ଅନ୍ଦାଜ ପାଇଁ ଚର୍ଚ୍ଚାରେ। ଏଥର କାରଣ ହେଉଛି ତାଙ୍କର ସୋସିଆଲ୍‌ ମିଡିଆ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri