Posted inଜାତୀୟ

ବେଆଇନ ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ଅଟକ କେନ୍ଦ୍ରରେ ରଖିବା ନେଇ ସୁପ୍ରିମକୋର୍ଟଙ୍କ ନୋଟିସ…

ନୂଆଦିଲ୍ଲୀ,୧୦।୧୦ : ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ମୁକ୍ତ କରିବାକୁ ଦାବି ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କଠାରୁ ଜବାବ ମାଗିଛନ୍ତି। ବାସ୍ତବରେ, ଏହି ଆବେଦନ ସାରା ଦେଶରେ ଜେଲ କିମ୍ବା ନାବାଳିକା ଘରେ ବେଆଇନ ତଥା ଅବାଧରେ ଅଟକ ଥିବା ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ମୁକ୍ତ କରିବାକୁ ଦାବି କରାଯାଇଛି।

ଏହା ଉପରେ ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ରକୁ ନୋଟିସ ଜାରି କରିଛନ୍ତି। ଚାରି ସପ୍ତାହ ମଧ୍ୟରେ ଆବେଦନ ଉପରେ ଏକ ସତ୍ୟପାଠ ଦାଖଲ କରିବାକୁ କୋର୍ଟ କହିଛନ୍ତି।

ଏଥି ସହିତ କେନ୍ଦ୍ର ସରକାରଙ୍କ ନିର୍ବାଚନ ବଣ୍ଡ ଯୋଜନାକୁ ଚ୍ୟାଲେଞ୍ଜ କରୁଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ଅକ୍ଟୋବର ୩୧ ରେ ଶୁଣାଣି କରିବାକୁ ସ୍ଥିର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri