Posted inଜାତୀୟ

ଏନଜିଟି ଆଦେଶ ଉପରେ ସୁପ୍ରିମ୍‌କୋର୍ଟଙ୍କ ରୋକ…

ନୂଆଦିଲ୍ଲୀ,୧୦।୧୨ : ବିଏସ୍‌-୪ ଯୋଗ୍ୟତାରୁ କମ୍‌ ଥିବା ଗାଡ଼ିକୁ ୬ ମାସ ମଧ୍ୟରେ ହଟାଇବା ନେଇ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନଜିଟି)ଙ୍କର ଆଦେଶ ଉପରେ ସୁପ୍ରିମ୍‌କୋର୍ଟ ରୋକ ଲଗାଇଛନ୍ତି। ପର୍ଯ୍ୟାୟ କ୍ରମେ ଏସବୁ ଗାଡ଼ିକୁ ହଟାଯିବା ପାଇଁ ଏନଜିଟି ଆଦେଶ ଜାରି କରିଥିଲେ।

ଏହି ଆଦେଶ ଉପରେ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ଏକ ଆବେଦନ ଶୀର୍ଷକୋର୍ଟରେ ଦାଖଲ କରାଯାଇଥିଲା। ବିଚାରପତି ଏସ.କେ କୌଲ ଏବଂ ଅଭୟ ଏସ୍‌ େଓକାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଶୁଣାଣି କରି ମାମଲାର ପକ୍ଷକାରଙ୍କୁ ନୋଟିସ ଜାରି କରିଛନ୍ତି। ଏହା ସହିତ ପଶ୍ଚିମବଙ୍ଗ ସରକାରଙ୍କୁ ଏହାର ଜବାବ ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଟାରୁ ଛଟେଇ ହେଲେ ଭାରତୀୟ ମୂଳ ବାସିନ୍ଦା ସୁରଭି ଗୁପ୍ତା, ନେଟଫ୍ଲିକ୍ସ ଶୋ’ରେ ଆସିଥିଲେ ନଜର

ନୂଆଦିଲ୍ଲୀ,୯ ।୧୨: ଏବେ ବଡ ବଡ କମ୍ପାନୀରେ ଛଟେଇ ଅଭିଯାନ ଚାଲିଛି । ଫେସବୁକର ପ୍ୟାରେଣ୍ଟ କମ୍ପାନୀ ମେଟା ବି ଏଥିରୁ ଗୋଟିଏ । ନିକଟରେ...

ହଟିଲା କରୋନା କଟକଣା: ଟ୍ରେନ୍‌ରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନୁହେଁ

ମୁମ୍ବାଇ,୩୧।୩: ଦେଶରେ କରୋନା ମାମଲା ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ କରୋନା କଟକଣାକୁ ହଟାଇଦିଆଯାଇଛି। ଇତିମଧ୍ୟରେ ଗୁରୁବାର ମହାରାଷ୍ଟ୍ର ସରକାର...

ଆଉ ୬ ପୋସେଇଡନ୍‌ ବିମାନ କିଣିବ ଭାରତ

ନୂଆଦିଲ୍ଲୀ,୨୬ା୭: ଚାଇନା ସହ ସାମରିକ ବିବାଦ ଲାଗି ରହିଥିବାବେଳେ ଭାରତ ଆଉ ୬ଟି ପୋସେଇଡନ୍‌-୮ଆଇ ବିମାନ ଆମେରିକାରୁ କିଣିବାକୁ ଯାଉଛି। ଏଥିସହିତ ୬ଟି ପ୍ରେଡାଟର-ବି ସଶସ୍ତ୍ର...

କ୍ୟାବିନେଟ ସଚିବଙ୍କ କାର୍ଯ୍ୟକାଳ ବର୍ଷେ ବଢ଼ିଲା

ନୂଆଦିଲ୍ଲୀ,୬।୮: କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ କାର୍ଯ୍ୟକାଳ ଆଉ ବର୍ଷେ ବଢ଼ାଇବା ପ୍ରସ୍ତାବକୁ କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି। ରାଜୀବଙ୍କ କାର୍ଯ୍ୟକାଳ ଚଳିତ ମାସରେ ଶେଷ...

ଦେଶର ଅର୍ଥନୀତିକୁ ହାତୀ ସହ ତୁଳନା କଲେ ଆନନ୍ଦ ମହିନ୍ଦ୍ରା: ଦେଖନ୍ତୁ ମଜାଦାର ଭିଡିଓ

ନୂଆଦିଲ୍ଲୀ,୨୨।୧୧: ମହିନ୍ଦ୍ରା ଗ୍ରୁପ୍‌ର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ବହୁତ ସକ୍ରିୟ। ସେ ପ୍ରତିଦିନ କିଛି ନୂଆ ନୂଆ ମଜାଦାର ଶିକ୍ଷଣୀୟ ଭିଡିଓ ଶେୟାର...

୧୬ ହଜାର ଫୁଟ ଉଚ୍ଚରେ ଉଡ଼ିଲା ତ୍ରିରଙ୍ଗା

ନୂଆଦିଲ୍ଲୀ,୧୫।୮: ଦେଶର ୭୪ତମ ସ୍ବାଧୀନତା ଦିବସ ଅବସରରେ ଲଦାଖରେ ୧୬ ହଜାର ଫୁଟ ଉଚ୍ଚ ପାହାଡ଼ରେ ଭାରତୀୟ ଯବାନ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ସ୍ଥାନୀୟ ପୋଙ୍ଗୋଙ୍ଗ୍‌...

ସୋମବାରଠାରୁ କରତାରପୁର ବନ୍ଦ

ନୂଆଦିଲ୍ଲୀ,୧୫।୩: ଭାରତରେ ଇତିମଧ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୭ ଛୁଇଁଛି। ସଂକ୍ରମଣକୁ ଦୃଷ୍ଟିରେ ଭାରତ ସରକାରଙ୍କ ପକ୍ଷରୁ ଭିଡ଼ରୁ ଦୂରେଇ ରହିବାକୁ ଲୋକଙ୍କ ପରାମର୍ଶ ଦିଆଯାଇଛି।...

ଦେଶରେ ଦିନକୁ ନିର୍ମାଣ ହେଉଛି ହାରାହାରି ୭୬ କିମି ଏନ୍‌ଏଚ୍‌ ରାସ୍ତା

ନୂଆଦିଲ୍ଲୀ,୧୭।୧: ଚଳିତ ଜାନୁୟାରୀର ଗତ ସପ୍ତାହ ସୁଦ୍ଧା ହାଇଓ୍ବେ (ଏନ୍‌ଏଚ୍‌) ନିର୍ମାଣ କାର୍ଯ୍ୟ ରେକର୍ଡ ଛୁଇଁଛି। ଜାନୁୟାରୀ ୮ ତାରିଖ ସୁଦ୍ଧା ଦେଶରେ ଦିନକୁ ୭୬...

Advertisement
Archives

Model This Week