Posted inଜାତୀୟ

ସୁପ୍ରିମ୍‌ ପଦକ୍ଷେପ: ୨୭ ସେପ୍ଟେମ୍ବରରୁ ସାମ୍ବିଧାନିକ ପୀଠ ଶୁଣାଣିର ଲାଇଭ ଷ୍ଟ୍ରିମିଂ, ୟୁଟ୍ୟୁବରେ ଟେଲିକାଷ୍ଟ…

ନୂଆଦିଲ୍ଲୀ, ୨୧।୯ : ଏକ ନୂତନ ପଦକ୍ଷେପ ଅନ୍ତର୍ଗତ ସୁପ୍ରିମକୋର୍ଟ ସେପ୍ଟେମ୍ବର ୨୭ ରୁ ସାମ୍ବିଧାନିକ ପୀଠ ମାମଲାର ଲାଇଭ ଷ୍ଟ୍ରିମିଂ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ସାରେ ଭାରତର ପ୍ରଧାନ ବିଚାରପତି (ସିଜେଇ) ୟୁୟୁ ଲଲିତଙ୍କ ଦ୍ୱାରା ଡକାଯାଇଥିବା ସମ୍ପୂର୍ଣ୍ଣ କୋର୍ଟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ପ୍ରାପ୍ତ ସୂଚନା ଅନୁଯାୟୀ ଏହି ନିଷ୍ପତ୍ତି ସର୍ବସମ୍ମତି କ୍ରମେ ନିଆଯାଇଛି। ଏହା ମଧ୍ୟ ଜଣାପଡ଼ିଛି ଯେ ପ୍ରାରମ୍ଭରେ ଶୁଣାଣିର ସିଧା ପ୍ରସାରଣ ୟୁଟ୍ୟୁବ ମାଧ୍ୟମରେ ହେବ।

ଖୁବ ଶୀଘ୍ର ସୁପ୍ରିମକୋର୍ଟ ପ୍ରକ୍ରିୟାର ଲାଇଭ ଟେଲିକାଷ୍ଟ ପାଇଁ ନିଜସ୍ବ ପ୍ଲାଟଫର୍ମ ବିକଶିତ କରିବେ। ସୁପ୍ରିମକୋର୍ଟଙ୍କ ଏହି ନିଷ୍ପତ୍ତି ଏପରି ଏକ ସମୟରେ ଆସିଛି ଯେତେବେଳେ ସାମ୍ବିଧାନିକ ପୀଠରେ ପୂର୍ବରୁ ଅନେକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି ଜାରି ରହିଛି। ସେସବୁ ମଧ୍ୟରେ ଅର୍ଥନୈତିକ ଦୁର୍ବଳ ବିଭାଗ (ଇଡବ୍ଲୁଏସ) ପାଇଁ ୧୦ ପ୍ରତିଶତ ସଂରକ୍ଷଣର ସାମ୍ବିଧାନିକ ବୈଧତା, ଭୋପାଳ ଗ୍ୟାସ ଦୁର୍ଘଟଣାରେ କ୍ଷତିପୂରଣର ପର୍ଯ୍ୟାପ୍ତତା, ବୋହରା ସମ୍ପ୍ରଦାୟକୁ ବାଦ ଦେବାର ଅଧିକାର ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟ୍‌ବଲରେ ଟ୍ରମ୍ପ୍‌ କାର୍ଡ

ବିଶ୍ୱକପ୍‌ ଫୁଟ୍‌ବଲ ୨୦୨୬ କ୍ରୀଡ଼ାପ୍ରେମୀଙ୍କୁ ଆବୋରି ରଖିଛି। ଏହି ସମୟରେ ଗୋଟେ ମିମ୍‌ ସୋସିଆଲ ମିଡିଆରେ ବେଶି ଘୂରି ବୁଲୁଥିବା ଦେଖାଯାଉଛି। ଆମେରିକା ଫୁଟ୍‌ବଲ ଦଳର ଷ୍ଟ୍ରାଇକର୍‌ଙ୍କୁ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri