ଜୟପୁରରେ ସୁପ୍ରିମ୍‌ର ଏକ୍ସକ୍ଲୁସିଭ ଫର୍ନିଚର ଶୋ’ରୁମ୍‌

ଜୟପୁର,୨୫ା୮(ନିପ୍ର): ଦେଶର ପ୍ରମୁଖ ପ୍ଲାଷ୍ଟିକ ସାମଗ୍ରୀ ଉତ୍ପାଦକ ‘ସୁପ୍ରିମ୍‌ ଇଣ୍ଡଷ୍ଟ୍ରି ଲିମିଟେଡ୍‌ (ଏସ୍‌ଆଇଏଲ୍‌) ଫର୍ନିଚର ଡିଭିଜନ ପକ୍ଷରୁ ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ବୁଧବାର କୋରାପୁଟ ଜିଲାର ଜୟପୁର ବେଲ୍‌ ରୋଡ୍‌ ସ୍ଥିତ ଗାୟତ୍ରୀ ଫର୍ନିଚର ଆନୁକୂଲ୍ୟରେ ମୋଲ୍‌ଡେଡ୍‌ ଫର୍ନିଚର ବ୍ରାଣ୍ଡ୍‌ ସୁପ୍ରିମ୍‌ ଫର୍ନିଚରର ନୂତନ ଶୋ’ରୁମ୍‌ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏସ୍‌ଆଇଏଲ୍‌ର (ଫର୍ନିଚର ଡିଭିଜନ) ରାଜ୍ୟ ମୁଖ୍ୟ ତ୍ରିନାଥ ପ୍ରସାଦ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଗାୟତ୍ରୀ ଫର୍ନିଚରର ସ୍ବତ୍ୱାଧିକାରୀ ବିଷ୍ଣୁପ୍ରିୟା ମହାରଣା, ମନୋଜ ମହାରଣାଙ୍କ ସମେତ ଏସ୍‌ଆଇଏଲ୍‌ର ଏରିଆ ମ୍ୟାନେଜର କାଳିପ୍ରସାଦ ବେହେରା ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି କମ୍ପାନୀର ଏହା ୪ର୍ଥ ଏକ୍ସକ୍ଲୁସିଭ ଷ୍ଟୋର ହୋଇଥିବା ବେଳେ କୋରାପୁଟ ଜିଲାରେ ଏହା ପ୍ରଥମ ଶୋ’ରୁମ୍‌ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ସେହିଭଳି ଏଠାରେ କମ୍ପାନୀର ମୋଲ୍‌ଡେଡ୍‌ ଫର୍ନିଚରର ସମସ୍ତ ବର୍ଗ ଯଥା ଖଟ, ଚେୟାର, ଡାଇନିଂସେଟ୍‌, ଆଲମାରି ଭଳି ପ୍ରମୁଖ ଘରୋଇ ଉତ୍ପାଦ ସାଙ୍ଗକୁ କାର୍ଯ୍ୟାଳୟ ପାଇଁ ମଧ୍ୟ ଆବଶ୍ୟକ ସାମଗ୍ରୀର ସମ୍ଭାର ଆଦି ପ୍ରଦର୍ଶନ ସହ ବିକ୍ରି ପାଇଁ ମଧ୍ୟ ଉପଲବ୍ଧ ରହିଛି। ଏହି ଷ୍ଟୋର ବିଶେଷ କରି ଜୟପୁରବାସୀଙ୍କ ଆବଶ୍ୟକତା ପୂରଣ ସାଙ୍ଗକୁ ଜିଲାବାସୀଙ୍କର ମଧ୍ୟ ପସନ୍ଦ ଗନ୍ତବ୍ୟସ୍ଥଳ ପାଲଟିବ ବୋଲି ଷ୍ଟୋର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲିଫ୍ଟ ବାହାନାରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: କାବୁ କରି ଉତ୍ତମମଧ୍ୟମ ଦେଲେ ସ୍ଥାନୀୟ ଲୋକେ, ଅଭିଯୁକ୍ତ…

ବାଲେଶ୍ୱର, ୧୮।୬ (ବାଞ୍ଛାନିଧି ଦେ): ବାଲେଶ୍ବର ଯିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଭଳି ଏକ ସଙ୍ଗୀନ…

୨୦୬୪ ସୁଦ୍ଧା ଅଧା କମିଯିବ କି ବିଶ୍ୱର ଜନସଂଖ୍ୟା? ବୈଜ୍ଞାନିକମାନେ ଦେଲେ ବଡ଼ ଚେତବାନୀ

ଓ୍ବାଶିଂଟନ,୧୮।୬: ଏକ ନୂତନ ଅନ୍ତର୍ଜାତୀୟ ଅଧ୍ୟୟନ ବିଶ୍ୱରେ ଜଳବାୟୁ ପରିବର୍ତ୍ତନ, ମହାମାରୀ ଏବଂ ଯୁଦ୍ଧ ଭଳି ବିପଦ ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ଦାବି କରିଛି। ଗବେଷଣା ଆକଳନ…

ସୂଚନା ଅଧିକାର ଆଇନ ଉଲ୍ଲଂଘନ: ପ୍ରଥମ ଅପିଲ୍‌ ପରେ ବି ମିଳୁନି ସୂଚନା

କର୍ଲାମୁଣ୍ଡା,୧୮ା୬(ପ୍ରଦୀପ କୁମାର ସାହୁ): ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବା, ଦୁର୍ନୀତି କମାଇବା, ଜନସାଧାରଣଙ୍କୁ ଅଧିକାର ଦେବା ତଥା ଲୋକେ ସରକାରୀ କାର୍ଯ୍ୟ, ଯୋଜନା, ଫାଇଲ ଅବସ୍ଥା, ଖର୍ଚ୍ଚ…

ସରକାରଙ୍କ ବଡ଼ ପଦକ୍ଷେପ: ୭୦୭ ଦୁର୍ଗମ ଗାଁରେ ବସିବ ୪ଜି ଟାୱାର

ଭୁବନେଶ୍ୱର,୧୮।୬: ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶାର ୭୦୭ଟି ଦୁର୍ଗମ ଗାଁରେ ୪ଜି ଟାୱାର ସ୍ଥାପନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଇଲେକ୍ଟ୍ରୋନିକ୍ସ ଓ ସୂଚନା…

Delhi High Court on Telegram: ‘ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରାଯାଏ ଟେଲିଗ୍ରାମ’

ନୂଆଦିଲ୍ଲୀ,୧୮।୬: ଦିଲ୍ଲୀ ହାଇକୋର୍ଟ ସିଧାସଳଖ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମକୁ ପଚାରିଛନ୍ତି ଯେ ଏହାର ପ୍ଲାଟଫର୍ମର ପ୍ରକୃତ-ସମୟରେ ନଜର ରଖିବା ପାଇଁ କ’ଣ ବ୍ୟବସ୍ଥା ଅଛି। କୋର୍ଟ ଜାଣିବାକୁ…

ଫୋନ ଉଠାଇଲେ ଟଙ୍କା ମାଗୁଛନ୍ତି: ଧର୍ମଗଡ଼ ରେଞ୍ଜରଙ୍କ ବିସ୍ଫୋରକ ବୟାନକୁ ନେଇ ହଇଚଇ

ଭବାନୀପାଟଣା,୧୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ରେଞ୍ଜର ଭବାନୀ ଶଙ୍କର କଅଁର ଗୁରୁବାର ଏକ ବିସ୍ପୋରକ ବୟାନ ଦେଇଛନ୍ତି। ଖବରଦାତାମାନେ ତାଙ୍କୁ ଫୋନ କଲେ ସେ…

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା! ଶାନ୍ତି ଚୁକ୍ତି ପରେ ଟ୍ରମ୍ପ ଦେଲେ ଧମକ, ରିପୋର୍ଟରେ ସାମ୍ନାକୁ ଆସିଲା…

ଓ୍ବାଶିଂଟନ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପୁଣି ଥରେ ବିପଦରେ ପଡ଼ିଥିବା ପରି ମନେ ହେଉଛି। ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହେବାର ମାତ୍ର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri